Home

ସୀମା ଅଞ୍ଚଳରୁ ଭିଟାମାଟି ଛାଡ଼ିଲେ ୧୦ ଲକ୍ଷ ଲୋକ, ଶରଣାର୍ଥୀ ସମସ୍ୟା ବଢ଼ିଲା…

କ୍ୱିଭ୍‌, ୨୦।୨ : ପୂର୍ବ ୟୁକ୍ରେନରେ ଲଗାତାର ବୋମା ବିସ୍ଫୋରଣ ପରେ ଲୋକମାନେ ସେଠାରୁ ପଳାଇବା ଆରମ୍ଭ କରି ଦେଇଛନ୍ତି। ଲୋକମାନେ ବସ ଏବଂ ଟ୍ରେନ ଯୋଗେ ପୋଲାଣ୍ଡ ସୀମା ଆଡକୁ ଯିବା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ସୀମା ଅଞ୍ଚଳରୁ ୧୦…

ପୁଣି ବଢ଼ିଲା ଦୈନିକ ମୃତ୍ୟୁ ସଂଖ୍ୟା, ଦୈନିକ ସଂକ୍ରମଣ ୨୦ ହଜାର ତଳେ…

ନୂଆଦିଲ୍ଲୀ, ୨୦।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ତେବେ ମୃତ୍ୟୁ ସଂଖ୍ୟା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିଛି। ଦୈନିକ…

ପଞ୍ଜାବର ୧୩୦୪-ଉତ୍ତରପ୍ରଦେଶର ୬୨୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ, ମତଦାନ ଜାରି…

ଲକ୍ଷ୍ନୌ/ଚଣ୍ଡିଗଡ଼,୨୦।୨ : ରବିବାର ପଞ୍ଜାବରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ରାଜ୍ୟର ୨.୧୪ କୋଟି ଭୋଟର ୧୩୦୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବା ଲାଗି ଧାଡ଼ିବାନ୍ଧି ମତଦାନ ଜାରି ରଖିଛନ୍ତି। ଏହି ପ୍ରର୍ଯ୍ୟାୟରେ ୯୩ ମହିଳା ପ୍ରାର୍ଥୀ ନିର୍ବାଚନରେ…

ଦାଉଦ୍‌ଙ୍କ ଟାର୍ଗେଟରେ ଭାରତୀୟ ନେତା

ନୂଆଦିଲ୍ଲୀ/ମୁମ୍ବାଇ,୨୦।୨: ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଟାର୍ଗେଟରେ ଭାରତ ରହିଛି। ଭାରତୀୟ ରାଜନେତା ଓ ବିଶିଷ୍ଟ ବ୍ୟବସାୟୀମାନଙ୍କୁ ବିସ୍ଫୋରଣରେ ହତ୍ୟା କରିବା ଲାଗି ଦାଉଦ୍‌ ଏକ ସ୍ବତନ୍ତ୍ର ୟୁନିଟ୍‌ ଗଠନ କରିଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ପଞ୍ଜୀକୃତ ଏକ…

ବାଲଟ ପେପରରେ ନୋଟା ଲେଖିଲେ

ସମ୍ବଲପୁର,୨୦।୨(ବ୍ୟୁରୋ): ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜିଲାପରିଷଦ ଜୋନ-୨ର ପ୍ରାର୍ଥୀମାନଙ୍କ ତାଲିକା ଥିବା ଏକ ବାଲଟ୍‌ ପେପର ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି। ଉକ୍ତ ପେପରରେ ପ୍ରାଥମିକ ଶିକ୍ଷକ ନାହିଁ ତ ଭୋଟ ନାହିଁ ବୋଲି ଉଲ୍ଲେଖ ରହିଛି। ସେହିପରି ମାନେଶ୍ୱର…

ଅଛି କି ନଖ କାମୁଡ଼ା ଅଭ୍ୟାସ…

ପିଲାଙ୍କଠାରୁ ବୟସ୍କଙ୍କ ପର୍ଯ୍ୟନ୍ତ ପ୍ରାୟ ଅନେକଙ୍କୁ ନଖ କାମୁଡୁଥିବା ଦେଖିବାକୁ ମିଳେ। ଏକ ଗବେଷଣା ତଥ୍ୟ ଅନୁଯାୟୀ, ଭୟରେ କିମ୍ବା ମାନସିକ ଚାପରେ ଥିବା ବେଳେ ଅନେକଙ୍କଠାରେ ନଖ କାମୁଡ଼ିବା ଅଭ୍ୟାସ ଦେଖିବାକୁ ମିଳେ। ତେବେ ଏହା ଏକ ଖରାପ ଅଭ୍ୟାସ…

ପୋଲିସ, ପ୍ରଶାସନ ପକ୍ଷରୁ ୩ ଗ୍ରାମରକ୍ଷୀଙ୍କୁ ଶେଷ ସମ୍ମାନ

ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨ (ବି.ପ୍ର./ଡି.ଏନ୍‌.ଏ.): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁର ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ବ୍ଲକ୍‌କୁ ଗ୍ରାମରକ୍ଷୀଙ୍କୁ ନେଇ ଯାଉଥିବା ପୋଲିସ ବସ୍‌ ଶୁକ୍ରବାର ରାତିରେ ପାପଡ଼ାହାଣ୍ଡି ଥାନା ଅଧୀନ ସୋରିଷପଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୩ ଗ୍ରାମରକ୍ଷୀ ସି.ଏଚ୍‌. ଶେଷାରାଓ,…

ବନ୍ଧା ହେଲା ୧୪ ହାତିଆ ନାଲି ପତିତପାବନ ବାନା

ପୁରୀ ଅଫିସ,୨୦।୨: ରାଷ୍ଟ୍ରପତି ଓ ତାଙ୍କ ପରିବାରକୁ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ଶ୍ରୀମନ୍ଦିରରେ ଦର୍ଶନ କରାଇଥିଲେ। ଏହାପରେ ରାଷ୍ଟ୍ରପତି ନାରାୟଣ ଗୋଚ୍ଛିକାରଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ ଅତ୍ୟନ୍ତ ଆନନ୍ଦିତ ଥିବା କହିଥିବାବେଳେ…

ନିରାମିଷ ଭୋଜନ ସହ ରସଗୋଲା ଖାଇଲେ ରାଷ୍ଟ୍ରପତି

ପୁରୀ ଅଫିସ,୨୦।୨: ପୁରୀ ରାଜଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ରାତ୍ରିଯାପନ କରିଛନ୍ତି। ରାତ୍ରଭୋଜନରେ ରାଷ୍ଟ୍ରପତି ନିରାମିଷ ଆହାର ଗ୍ରହଣ କରିଥିବା ବେଳେ ପରିବାରର ସଦସ୍ୟ ଆମିଷ ସେବନ କରିଛନ୍ତି। ରାଷ୍ଟ୍ରପତି ଚପାତି, ଭେଣ୍ଡି ମସଲା, ଭେଣ୍ଡି ଭଜା ଓ କଖାରୁ…

୨୩ରେ ୪୫ ବୁଥ୍‌ରେ ସାନି ମତଦାନ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ପୋଲିସ ମହାନିର୍ଦ୍ଦେଶକଙ୍କ କଡ଼ା ଚେତାବନୀ ପରେ ମଧ୍ୟ ପଞ୍ଚାୟତ ନିର୍ବାଚନ ହିଂସାକାଣ୍ଡ ଥମିବାର ନାଁ ନେଉନାହିଁ। ଗାଁ ଗଣ୍ଡାରେ ହିଂସାକାଣ୍ଡକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦୁଇଗୋଷ୍ଠୀ ମଧ୍ୟରେ ମାରପିଟ ଏବଂ ବୁଥ୍‌ ଜବରଦଖଲ ଏକ ସାଧାରଣ କଥାରେ ପରିଣତ…

ଆଜି ତୃତୀୟ ପର୍ଯ୍ୟାୟ ଭୋଟ

ଭୁବନେଶ୍ୱର,୨୦ା୨ (ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ରବିବାର ଅନୁଷ୍ଠିତ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶନିବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚି ଯାଇଛନ୍ତି। ଏହି ପର୍ଯ୍ୟାୟରେ…

ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ, ହାଇକୋର୍ଟଙ୍କ ରାୟ…

କୋଲକାତା,୧୯।୨ : ବଳାତ୍କାର ମାମଲାରେ ପୀଡ଼ିତାଙ୍କ ଶରୀରରେ କ୍ଷତଚିହ୍ନ ନ ଥିଲେ ବି ଅଭିଯୋଗ କୋହଳ ହେବ ନାହିଁ। ଜଣେ ନାବାଳିକଙ୍କର ବଳାତ୍କାର ମାମଲାର ବିଚାର ସମୟରେ କୋଲକାତା ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ବିଚାରପତି ବିଭାସ ପଟ୍ଟନାୟକ ଏବଂ ଜୟମାଲୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri