Home

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱରରେ ଶନିବାର ଅପରାହ୍ନରେ ପହଞ୍ଚିଛନ୍ତି।  ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍‌ , ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ଡିଜି…

୪୦ ବର୍ଷ ପରେ ଆଇଓସିର ୧୪୦ତମ ବୈଠକ ମୁମ୍ବାଇରେ…

ବେଜିଂ/ନୂଆଦିଲ୍ଲୀ,୧୯।୨ : ଅନ୍ତର୍ଜାତୀୟ ଅଲିମ୍ପିକ କମିଟି(ଆଇଓସି)ର ୧୪୦ତମ ବୈଠକ ମୁମ୍ବାଇରେ ଅନୁଷ୍ଠିତ ହେବ। ଶନିବାର ବେଜିଂରେ ଅନୁଷ୍ଠିତ ୧୩୯ତମ ଅଲିମ୍ପିକ କମିଟି ବୈଠକରେ ଭାରତ ପରବର୍ତ୍ତୀ ବୈଠକ ଆୟୋଜନ କରିବାର ଅଧିକାର ହାସଲ କରିଛି। ଏନେଇ ବୈଠକରେ କୌଣସି ଦେଶ ଭାରତକୁ…

୨୧ ପ୍ରତିଶତ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା, ୫୩ ପ୍ରତିଶତ କୋଟିପତି…

ଇମ୍ଫାଲ୍‌,୧୯।୨ : ମଣିପୁରରେ ଫେବୃୟାରୀ ୨୮ ଏବଂ ମାର୍ଚ୍ଚ ୫ରେ ଦୁଇଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୨୧ ପ୍ରତିଶତରୁ ଅଧିକ ପ୍ରାର୍ଥୀଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ସେହିପରି ୫୩ ପ୍ରତିଶତ…

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ, ୧୯।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୨୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୨୨ ହଜାର୨୭୦…

୧୨୪୩୦ ସ୍ମାର୍ଟ କ୍ଲାସ୍‌ ରୁମ୍‌ ଲୋକାର୍ପିତ, ୭୫ ବର୍ଷର କାମ ୭ ବର୍ଷରେ ହୋଇଛି, କହିଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ,୧୯।୨ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ୧୨୪୩୦ ସ୍ମାର୍ଟ କ୍ଲାସ୍‌ ରୁମ୍‌ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଯାହା ୭୫ ମଧ୍ୟରେ ବର୍ଷରେ କରାଯାଇ ନଥିଲା ଆମ୍‌ ଆଦ୍‌ମୀ ପାର୍ଟି ସରକାର ଏହାକୁ ୭ ବର୍ଷରେ…

ନିର୍ବାଚନ ନ ଲଢ଼ି ବିଧାୟକ ହୋଇଯାଇଥିଲେ ମୁଲାୟମ; ଜାଣନ୍ତୁ ତାଙ୍କ ରାଜନୀତିର କିଛି ରୋଚକ କଥା…

ଲକ୍ଷ୍ନୌ,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଚାଲିଛି। ଏପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟ ମତଦାନ ହୋଇଥିବା ବେଳେ ରବିବାର ଅର୍ଥାତ ଫେବୃୟାରୀ ୨୦ରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଚଳିତ ଥର ୟୁପି ନିର୍ବାଚନରେ କେବଳ ଦୁଇଟି ଦଳ ମଧ୍ୟରେ ପ୍ରତିନ୍ଦ୍ୱନ୍ଦିତା ହେଉଥିବା…

ବରିଷ୍ଠ ସାମ୍ବାଦିକ ରବିଶ ତିଓ୍ବାରୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ବରିଷ୍ଠ ସାମ୍ବାଦିକ ରବିଶ ତିଓ୍ବାରୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୦ ବର୍ଷ ବୟସ ହୋଇଥିଲା। ରବିଶ ତିୱାରୀ ୨୦୨୦ରୁ କର୍କଟ ରୋଗରେ ପୀଡ଼ିତ ଥିଲେ। ରବିଶ ଇଣ୍ଡିଆନ ଏକ୍ସପ୍ରେସର ଜାତୀୟ ରାଜନୈତିକ ସମ୍ପାଦକ ଥିଲେ। ତାଙ୍କ ପରିବାରରେ…

ମଣିପୁର କଳାକାରଙ୍କ ସହ ଗୀତର ତାଳେ ତାଳେ ଝୁମିଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ଇମ୍ଫାଲ,୧୯।୨: ମଣିପୁର ସମେତ ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ମଣିପୁରରେ ପ୍ରଥମ ପର୍ଯ୍ୟାୟ ଭୋଟ ଫେବୃଆରୀ ୨୮ରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୫ରେ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଥିବା…

ରୁଷିଆକୁ ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି: କହିଲେ ଏଭଳି

ଓ୍ବାଶିଂଟନ,୧୯।୨: ୟୁକ୍ରେନ ସହ ରୁଷିଆ ମୁହାଁମୁହିଁ ସ୍ଥିତିରେ ରହିଛି। ଏହାକୁ ନେଇ ଆମେରିକା ସମେତ ଅନ୍ୟ ପାଶ୍ଚାତ୍ୟ ଦେଶମାନେ ରୁଷିଆକୁ ଆଲୋଚନା ମାଧ୍ୟମରେ ସମାଧାନର ରାସ୍ତା ବାହାର କରିବାକୁ କହୁଛନ୍ତି। ଏଭଳି ସମୟରେ ଆମେରିକା ରୁଷିଆକୁ ଚେତାବନୀ ମଧ୍ୟ ଦେଇଛି। ଆମେରିକା…

ବଢ଼ୁଛି ଯୁଦ୍ଧ ଆଶଙ୍କା: ପୂର୍ବ ୟୁକ୍ରେନରେ ଭୟଙ୍କର ବିସ୍ଫୋରଣ

କାଇଭ୍‌,୧୯।୨: ରୁଷିଆ-ୟୁକ୍ରେନ ମଧ୍ୟରେ ବିବାଦ ବଢିବାରେ ଲାଗିଛି। ପ୍ରାୟ ସମୟରେ ଆମେରିକା ଯୁଦ୍ଧ ଆଶଙ୍କା କରୁଥିବା ବେଳେ ଏହି ଅଭିଯୋଗକୁ ଖଣ୍ଡନ କରିଆସୁଛି ରୁଷିଆ। ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବ ନାହିଁ କହୁଥିବା ବେଳେ କିନ୍ତୁ ସ୍ଥିତି ପୁରା ଓଲଟା…

ଭାରତକୁ ବଡ଼ ଝଟ୍‌କା; ଟିମ୍‌ରୁ ବାଦ ପଡ଼ିଲେ କୋହଲି

ନୂଆଦିଲ୍ଲୀ,୧୯।୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ପରେ ଟି-୨୦ ସିରିଜ ଉପରେ କବ୍ଜା କରିନେଇଛି ଭାରତ। ଏବେ ଦଳ ତିନି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜରେ ୨-୦ରେ ଆଗୁଆ ରହିଛି। କୋଲକାତାରେ ଏହାର ତୃତୀୟ ମୁକାବିଲା ଖେଳାଯିବ। ହେଲେ ଏହି ମ୍ୟାଚ୍‌ ପୂର୍ବରୁ…

ଲଗାତର ୩ ଦିନ ପରେ ମୁମ୍ବାଇରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ମୁମ୍ବାଇ,୧୯।୨: ମହାରାଷ୍ଟ୍ରରେ କିଛି ଦିନ ହେବ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଲଗାତର ଭାବେ ରାଜ୍ୟରେ କରୋନା ଗ୍ରାଫ୍‌ ତଳକୁ ଖସୁଥିବାର ଦେଖିବାକୁ ମିଳିଛି। ଶୁକ୍ରବାର ମହାରାଷ୍ଟ୍ରରେ ମୋଟ ୨ହଜାର ୬୮ଟି ନୂଆ କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri