ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍
ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ ଭିତରକୁ ପଶି ଯାଇଛି ଏକ ଟମାଟୋ ବୋଝେଇ ଟ୍ରକ୍ । ତେବେ ଏହି…
ଅସ୍ତ ହେବେ ଶୁକ୍ରଦେବ; ୫ରାଶି ପାଇଁ ଅଶୁଭ, ଧନହାନି ସାଙ୍ଗକୁ….
ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଦେବଙ୍କୁ ପ୍ରେମ, ଦାମ୍ପତ୍ୟ ଜୀବନ, ସମ୍ପର୍କ, ସୌନ୍ଦର୍ଯ୍ୟ, ଐଶ୍ୱର୍ଯ୍ୟ ଓ ଭୌତିକ ସୁଖର କାରକ ଭାବେ ବିବେଚନା କରାଯାଏ । ଜ୍ୟୋତିଷୀୟ ଗଣନା ଅନୁଯାୟୀ, ୨୦୨୬ ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୧୯ ମିନିଟ୍ରେ ଶୁକ୍ରତାରା ଅସ୍ତ…
ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…
ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଅଞ୍ଚଳ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ…
ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ
ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ ଲାଗିଲେ। ତାଙ୍କର ଅଶ୍ରୁଳ ଭାବପ୍ରବଣ ମୁହୂର୍ତ୍ତ କ୍ୟାମେରାରେ କଏଦ ହୋଇଥିଲା। ବାସ୍ତବରେ, ଅକ୍ଟୋବର…
ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା
ମୁମ୍ବାଇ, ୧୨।୧୦: ବଲିଉଡ୍ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ ଅବସରରେ ମୁମ୍ବାଇସ୍ଥିତ ବଙ୍ଗଳା ‘ଜଲସା’ ବାହାରେ ପ୍ରଶଂସକଙ୍କ ଭିଡ଼ ଜମିଥାଏ। ଅମିତାଭ ମଧ୍ୟ…
ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା ଉଦ୍ୟମ କରଥିଲେ । ଏନେଇ ମହିଳାଜଣକ ଥାନାରେ ଅଭିଯୋଗ କରିବା ପରେ ଘଷିପୁରା…
ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ
ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ ଯୋଗଦାନ ବଳରେ ଭାରତୀୟ ଦଳ ମୋଟ ୨୨୩ ରନ ସଂଗ୍ରହ କରିଥିଲା। ଏହାର…
ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା
ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର ଷ୍ଟ୍ରାଇକ ରେଟ ସହିତ ଖେଳାଯାଇଥିବା ଏହି ଇନିଂସ ମାଧ୍ୟମରେ, ସେ ସାମ୍ନା କରିଥିବା…
ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ
ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି ହେଲେ ମହିଳାଙ୍କୁ ହ୍ବାଟ୍ସଆପ୍ରେ ଭିଡିଓ କଲ୍ କରି ଉଲଗ୍ନ ହେବାକୁ ବାଧ୍ୟ କରୁଥିଲେ।…
କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ
କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ କମିଟି କର୍ତ୍ତୃପକ୍ଷ । ସୂଚନା ଅନୁଯାୟୀ ମୋବାଇଲ ମାଧ୍ୟମରେରେ କଥା କଟାକଟିକୁ ନେଇ…
କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି
ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍ଏସ୍), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍ଏଏସ୍ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ ସହାୟତା ମିଳିଥାଏ। ଏହାକୁ ନେଇ ରାଜ୍ୟ ସରକାର ବଜେଟ ଆକଳନ କରିଥାନ୍ତି। ମାତ୍ର…
ଏଇ ଭାରତରେ
ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ। ଏବେ ପାଖାପାଖି ୩୦୦ ପିଲାଙ୍କୁ ପଢ଼ାଉଛନ୍ତି। ପ୍ରବାସୀ ଶ୍ରମିକ ପିଲାଙ୍କ ବ୍ୟତୀତ ସେ…

