ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….
ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ । ଏନଏସି ମାନ୍ୟତା ପାଇବାର ୫୦ ବର୍ଷ ହୋଇଗଲେ ମଧ୍ୟ ଗୁଡାରିରୁ ରାଜଧାନୀ ଭୁବନେଶ୍ୱର…
୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା ପ୍ରଶାସନ । ଗୁରୁବାର ଅପରାହ୍ନ ଠାରୁ ସିଲ୍ କରାଯାଇଥିବା ବେଳେ ଉକ୍ତ ରାଜପଥର…
ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…
ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ ବିଳମ୍ବରେ ଆସିଥିଲା, କିନ୍ତୁ ବର୍ତ୍ତମାନ ଏହା ନିର୍ଦ୍ଧାରିତ ସମୟଠାରୁ ଦୁଇ ଦିନ ପୂର୍ବରୁ…
ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…
ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ୪୮ ଘଣ୍ଟାର ଅଲ୍ଟିମେଟମ୍ ଦେଇଛନ୍ତି । CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…
ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ
ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି, ଯେତେବେଳେ କି ପ୍ୟାଟ କମିନ୍ସ ଦଳରେ ସାମିଲ ନାହାନ୍ତି। ଅଷ୍ଟ୍ରେଲୀୟ ଦଳ ନିକଟରେ…
କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ
ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି। ୧୫୭ ନମ୍ବର ଜାତୀୟ ରାଜପଥର କଳିଙ୍ଗା ଘାଟିର ଅନ୍ଧାରୀକୋଟି ନିକଟରେ ମାଟି ଅତଡ଼ା…
କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା
ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର ନିକଟରେ ଭୂସ୍ଖଳନ ହୋଇଥିବାରୁ ଘାଟି ରାସ୍ତାରେ ଗମନାଗମନ ଗୁରୁତର ଭାବେ ପ୍ରଭାବିତ ହେବା…
ଅଲୋଡା ରେକର୍ଡ କଲେ ଅଭିଷେକ ଶର୍ମା: ଟି-୨୦ରେ ଓପନର ଭାବେ…
ସାନୋ, ୨୩।୯: ଜାପାନ ବିପକ୍ଷ ଏକମାତ୍ର ଟି-୨୦ ମ୍ୟାଚ୍ରେ ଭାରତୀୟ ଓପନର୍ ଅଭିଷେକ ଶର୍ମାଙ୍କ ପାଇଁ ନିରାଶାଜନକ ରହିଛି। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିବା ବେଳେ ଅଭିଷେକ ପ୍ରଥମ ବଲ୍ରେ ହିଁ ଶୂନ୍ୟରେ ଆଉଟ ହୋଇଥିଲେ। ଚାର୍ଲି…
କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…
କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର ନାୟକ। ସେ ମଚଲିପୁଟ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିବା ଜଣାପଡ଼ିଛି। ସୂଚନା…
ମ୍ୟାଚ୍ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ କୋଚ: ଆମେ ଚାପ….
କରାଚି,୨୪।୯: ଏସିଆନ ଗେମ୍ସ ୨୦୨୬ରେ ପାକିସ୍ତାନ କ୍ରିକେଟ ଟିମ ଆସନ୍ତା ସେପ୍ଟେମ୍ବର ୨୮ ରୁ ନିଜ ଅଭିଯାନ ଆରମ୍ଭ କରିବ। ତେବେ କ୍ୱାର୍ଟର ଫାଇନାଲରେ ପାକିସ୍ତାନ କେଉଁ ଦଳକୁ ଭେଟିବ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହା ମଧ୍ୟରେ ଭାରତ ବିପକ୍ଷ…
ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା
ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ ନିୟମିତ ତଦାରଖ କରାଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ପାପଡ଼ାହାଣ୍ଡି ବ୍ଲକ୍ ଅନ୍ତର୍ଗତ…
ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଠା ଗ୍ରାମର ଚୈତନ୍ୟ ଡାକୁଆଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି ।…

