ଜେଲ ସଂସ୍କାର ପାଇଁ କମିଟି ଗଠନ କର: ହାଇକୋର୍ଟ
କଟକ ଅଫିସ,୨୪ା୧୨: ଜେଲରେ ସଂଖ୍ୟାଧିକ କଏଦୀଙ୍କ ଭିଡ଼ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଜେଲ ସଂସ୍କାର ପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କର। ସେଥିରେ ରାଜ୍ୟ ଗୃହ ସଚିବ, ଆଇନ ସଚିବ, ଡିଜିପି, ଜେଲ ଡିଜି, ସ୍ବାସ୍ଥ୍ୟ ଓ…
ଖବରଦାତା ଗିରଫ ମାମଲା: ଆଇଆଇସି, ଏସ୍ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଆଳି,୨୪ା୧୨(ଡି.ଏନ.ଏ.): ଆଳି ଥାନା ଅଞ୍ଚଳର ୨ ଖବରଦାତାଙ୍କୁ ପୋଲିସ ଗିରଫ ଘଟଣାରେ ଆଇଆଇସି, ଏସ୍ଆଇଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ହାଇକୋର୍ଟ କେନ୍ଦ୍ରାପଡ଼ା ଏସ୍ପିଙ୍କୁ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ନଭେମ୍ବର ୨୮ରେ ଆଳି ଅଞ୍ଚଳର ଖବରଦାତା ଶୁଭାଶିଷ ଷଡଙ୍ଗୀ ଓ ଦୁଷ୍ମନ୍ତ ଆଚାର୍ଯ୍ୟ…
ମୃତ ହିତାଧିକାରୀଙ୍କ ନାଁରେ ଟଙ୍କା ଉଠାଣ
ଯାଜପୁର ଅଫିସ,୨୪ା୧୨: ସରକାରୀ ଯୋଜନାଗୁଡ଼ିକରେ ଦୁର୍ନୀତି କ୍ଷେତ୍ରରେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକକୁ ଉଦାହରଣ ଭାବେ ନିଆଯାଇପାରେ। ଏହି ବ୍ଲକରେ ପୂର୍ବରୁ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା, ଚେକ୍ ଡ୍ୟାମ୍, ଆବାସ ଯୋଜନାରେ ଅନେକ ଦୁର୍ନୀତି ପ୍ରମାଣିତ ହୋଇସାରଛି।…
ନିଜ ପାଇଁ କନ୍ୟା ଖୋଜୁଛନ୍ତି ବିଶ୍ୱର ସବୁଠୁ ଡେଙ୍ଗା ବ୍ୟକ୍ତି
ତୁର୍କୀର ସୁଲତାନ କୋସେନ ବିଶ୍ୱର ସବୁଠୁ ଡେଙ୍ଗା ବ୍ୟକ୍ତି ଭାବେ ଜଣାଶୁଣା। ଏବେ ସେ ତାଙ୍କ ପାଇଁ କନ୍ୟା ଖୋଜୁଛନ୍ତି। ଏଥିପାଇଁ ସେ ତୁର୍କୀରୁ ରୁଷିଆରେ ଯାଇ ପହଞ୍ଚିଛନ୍ତି। ତାଙ୍କ କହିବା କଥା ଏବେ ସେ ସାଥୀରେ କନ୍ୟା ନେଇ ଘରକୁ…
୨୭ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ ନା ବିଦେଶ ଫେରନ୍ତା, ନା କାହା ସଂସ୍ପର୍ଶରେ ଆସିଛନ୍ତି
ନୂଆଦିଲ୍ଲୀ,୨୪ ।୧୨: ଦେଶରେ ବେଳକୁ ବେଳ ଭୟଙ୍କର ରୂପ ନେଉଛି କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ । ତେବେ ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ମଧ୍ୟରୁ ୨୭ ପ୍ରତିଶତ ନା ବିଦେଶରୁ ଫେରିଛନ୍ତି ନା ବିଦେଶ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି । ହେଲେ…
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଯୁବତୀ: ବିବାହକୁ ନେଇ କଲେ ଏମିତି ଅନୁରୋଧ
ଲଣ୍ଡନ,୨୪।୧୨: ଓମିକ୍ରନ୍ର ବୃଦ୍ଧି ହେତୁ ପ୍ରତିବନ୍ଧକ ଅବଧି ପୁଣି ଆରମ୍ଭ ହୋଇଛି । ସଂକ୍ରମଣକୁ ରୋକିବା ପାଇଁ ଅନେକ ଦେଶ କଠୋର ପଦକ୍ଷେପ ନେଇଛନ୍ତି। ବ୍ରିଟିଶ ସରକାର ମଧ୍ୟ ଲକ୍ଡାଉନ୍ ପକାଇବାକୁ ଯୋଜନା କରୁଛନ୍ତି। ବ୍ରିଟେନ୍ରେ କିଛି ସ୍ଥାନରେ ପ୍ରତିବନ୍ଧକ ଲଗାଯାଇଛି।ଏହି…
୧୪ ହଜାର ଫୁଟ ଉଚ୍ଚରେ ଦେଶଭକ୍ତି ଗୀତ ଗାଇ ଚହଳ ପକାଇଥିଲେ ଏହି ପ୍ରସିଦ୍ଧ ଗାୟକ
ବଲିଉଡ୍ର ପ୍ରସିଦ୍ଧ ଗାୟକ ମହମ୍ମଦ ରଫିଙ୍କ ଆଜି ଜନ୍ମଦିନ। ୧୯୨୪ ଡିସେମ୍ବର ୨୪ ତାରିଖରେ ପଞ୍ଜାବର କୋଟଲ ସୁଲତାନ ସିଂହ ଗ୍ରାମରେ ହୋଇଥିଲା। ପିତା ହାଜି ଅଲ୍ଲୀ ମହମ୍ମଦଙ୍କର ଛଅଟି ସନ୍ତାନଙ୍କ ଭିତରୁ ରଫି ଥିଲେ ଦ୍ୱିତୀୟ। ତେଙ୍କୁ ଘରେ ସମସ୍ତେ…
କୋଭିଡ୍ ଟିକାକରଣ ବଢ଼ାଅ
ନୂଆଦିଲ୍ଲୀ, ୨୪।୧୨ (ପି.ଟି.):କରୋନା ଭୂତାଣୁର ଓମିକ୍ରନ୍ ଭାରିଆଣ୍ଟ ସଂକ୍ରମଣ ଭାରତରେ ବଢ଼ିବାରେ ଲାଗିଛି। ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ଲାଗି ନିର୍ବାଚନ ହେବାକୁ ଥିବା ରାଜ୍ୟଗୁଡ଼ିକରେ କୋଭିଡ୍ ଟିକାକରଣ ବଢ଼ାଇବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଉତ୍ତରପ୍ରଦେଶ, ପଞ୍ଜାବ, ଉତ୍ତରାଖଣ୍ଡ,…
ଖୁବ୍ଶୀଘ୍ର ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ, ଶିକ୍ଷକ…
ଆଜି କ୍ୟାବିନେଟ୍: ୧୦ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ
ଭୁବନେଶ୍ୱର, ୨୪।୧୨:(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ମୋଟ୍ ୧୦ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର…
୧୬ ରାଜ୍ୟରେ ପହଞ୍ଚିଲା ଓମିକ୍ରନ୍: ୩୪୬ ସଂକ୍ରମିତ
ନୂଆଦିଲ୍ଲୀ,୨୪ ।୧୨: ଦେଶରେ ଏବେ ଦ୍ରୁତ ବେଗରେ କାୟା ବିସ୍ତାର କଲାଣି ଓମିକ୍ରନ୍ ଭାରିଏଣ୍ଟ । ଏବେ ଏହା ୧୬ ରାଜ୍ୟକୁ ବ୍ୟାପିଯାଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୩୪୬ରେ ପହଞ୍ଚିଥିବା କୁହାଯାଉଛି । ତେବେ ୫ ରାଜ୍ୟରେ ୮୭ ଜଣ ନୂଆ…
୨୨ ଜିଲାରେ ହେବ ୫୫ ବସ୍ଷ୍ଟାଣ୍ଡ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର ୫୫ଟି ବସ୍ଷ୍ଟାଣ୍ଡର ଶିଳାନ୍ୟାସ କରିଛନ୍ତି। ଜିଲା ମୁଖ୍ୟାଳୟରୁ ଯାତାୟାତ ଦୂରତ୍ୱ, ଆର୍ଥିକ କାର୍ଯ୍ୟକଳାପ, ପର୍ଯ୍ୟଟକମାନଙ୍କ…
Archives


