Home

୧୭୦ ବିଲ୍ଡିଂର ସୁରକ୍ଷା ଦାୟିତ୍ୱ ୨୦୦୦ ଯବାନଙ୍କ ହାତରେ…

ଚଣ୍ଡିଗଡ଼, ୧୨।୫ : ମୋହାଲିରେ ଆତଙ୍କବାଦୀ ଆକ୍ରମଣ ପରେ ବର୍ତ୍ତମାନ ପଞ୍ଜାବ ସରକାର ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ବିଲ୍ଡିଂର ସୁରକ୍ଷା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିବା ଆରମ୍ଭ କରିଛନ୍ତି। ଏହି ଆକ୍ରମଣର ତଦନ୍ତ ମଧ୍ୟରେ ପୋଲିସ ପ୍ରଶାସନ ରାଜ୍ୟରେ ଗୁରୁତ୍ୱପୂର୍ଣ୍ଣ ବିଲ୍ଡିଂର…

ହନିମୁନ୍‌ ସମୟର ଭିଡିଓ ଶେୟାର କଲେ ଏହି ଅଭିନେତା, କହିଲେ…

ମୁମ୍ବାଇ: ଭୋଜପୁରୀ ଫିଲ୍ମ ଅଭିନେତା ୟଶ ନିକଟରେ ଅଭିନେତ୍ରୀ ନିଧି ଝାଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ବିବାହକୁ ନେଇ ବହୁତ ଚର୍ଚ୍ଚା ଚାଲିଛି। ନିଧି ଏବଂ ୟଶଙ୍କ ବିବାହର ଅନେକ ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଏଥିସହିତ ଉଭୟଙ୍କୁ…

‘ପୁଷ୍ପା-୨’ ପାଇଁ ଅଲୁ ଅର୍ଜୁନ ନେବେ ଏତିକି ଟଙ୍କା ଫି’

ଫିଲ୍ମ ‘ପୁଷ୍ପା-ଦ ରାଇଜ୍‌’ର ଜବରଦସ୍ତ ସଫଳତା ପରେ ଏବେ ଏହାର ଦ୍ୱିତୀୟ ଭାଗ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଦର୍ଶକ ମଧ୍ୟ ପୁଷ୍ପା ୨କୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏବେ ଫିଲ୍ମର ସ୍କ୍ରିପ୍ଟ କାମ ଚାଲିଛି। ପ୍ରଥମ ଅପେକ୍ଷା ଦ୍ୱିତୀୟ…

ଦେଶରେ ୮୦-୮୨ ପ୍ରତିଶତ ହିନ୍ଦୁ, ଭାଜପାକୁ ମିଳୁଛି କେବଳ ୪୦ ପ୍ରତିଶତ ଭୋଟ…

ନୂଆଦିଲ୍ଲୀ, ୧୨।୫ : ଦେଶର ଜନସଂଖ୍ୟାର ୮୦ ରୁ ୮୨ ପ୍ରତିଶତ ହିନ୍ଦୁ। କିନ୍ତୁ ଭାଜପା ଏପର୍ଯ୍ୟନ୍ତ ପ୍ରାୟ ୪୦ ପ୍ରତିଶତ ଭୋଟ ପାଇଛି। ଏଭଳି ପରିସ୍ଥିତିରେ ପୋଲାରାଇଜେଶନ ଆଧାରରେ ଏହି ଦଳ ନିର୍ବାଚନରେ ଜିତୁଥିବା କହିବା ସମ୍ପୂର୍ଣ୍ଣ ଭୁଲ ବୋଲି…

ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ୨୦ରୁ ୩୦ ବର୍ଷ ରହିବା ସମ୍ଭାବନା…

ନୂଆଦିଲ୍ଲୀ, ୧୨।୫ : ଆସନ୍ତା ୨୦ରୁ ୩୦ ବର୍ଷ ପର୍ଯ୍ୟନ୍ତ ଭାରତୀୟ ରାଜନୀତିରେ ଭାଜପାର ପ୍ରଭାବ ରହିବ। ଭାରତୀୟ ରାଜନୀତିର ରଣନୀତିଜ୍ଞ ଭାବରେ ଜଣାଶୁଣା ପ୍ରଶାନ୍ତ କିଶୋର (ପିକେ) ଏଭଳି କହିଛନ୍ତି। ଏହି ସମୟ ମଧ୍ୟରେ ଭାଜପା ରାଜନୀତିର କେନ୍ଦ୍ରରେ ରହିବ।…

ଫଟା ଜୋତାର ମୂଲ୍ୟ ୧.୪୩ ଲକ୍ଷ ଟଙ୍କା

ବିଳାସପୂର୍ଣ୍ଣ ଫ୍ୟାଶନ ବ୍ରାଣ୍ଡ ବାଲେନସିଆଗା ଏକ ନୂଆ ଜୋତା ଲଞ୍ଚ କରିଛି। ଏହି ଜୋତା ବହୁତ ପୁରୁଣା ଏବଂ ଚିରା-ଫଟା ଭଳି ଦେଖାଯାଉଛି। ଏହାର ମୂଲ୍ୟ ଏତେ ଅଧିକ ଯେ ଲୋକମାନେ ଏଥିପାଇଁ ଚାରି ଚକିଆ କିଣି ପାରିବେ। ଏହିପରି ଜୋତାକୁ…

ଦୀପିକାଙ୍କୁ ପ୍ରଶଂସା କଲେ ରଣବୀର

ମୁମ୍ବାଇ: ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସ୍ବାମୀ ରଣବୀର ପ୍ରଶଂସା କରିବା, ସମର୍ଥନ କରିବା ଆଦି ସୁଯୋଗକୁ ଆଦୌ ହାତଛଡ଼ା କରନ୍ତି ନାହିଁ। ରଣବୀର ସବୁାବେଳେ ନିଜ ଭଲପାଇବାକୁ ଖୋଲାଖୋଲି ଭାବେ ପ୍ରକାଶ କରିବାକୁ ପସନ୍ଦ କରିଥାନ୍ତି। ନିକଟରେ ଏକ ସାକ୍ଷାତକାରରେ ଦୀପିକାଙ୍କୁ…

ରାତି ୨.୩୦ରେ ପୋଲିସକୁ ଫୋନ କରି ୨ ବୋତଲ ବିୟର୍‌ ମାଗିଲେ ଯୁବକ, ଆଉ ତା’ପରେ

ହାଇଦ୍ରାବାଦ୍‌,୧୨।୫: ତେଲେଙ୍ଗାନାରେ ଜଣେ ଯୁବକ ମଦ ନିଶାରେ ଏପରି ଏକ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଛନ୍ତି, ଯାହାକୁ କେହି ସହଜେ ଭାବି ପାରିବେ ନାହିଁ। ଜଣେ ୨୨ ବର୍ଷ ବର୍ଷୀୟ ଯୁବକ ରାତି ୨.୩୦ରେ ୧୦୦ ଡାଏଲ କରି ଦୁଇ ବୋତଲ ବିୟର…

ସବୁ ବନ୍ଦରରୁ ହଟିଲା ବାତ୍ୟା ବିପଦ ସଙ୍କେତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ‘ଅସାନି’ ବାତ୍ୟା ସ୍ଥଳଭାଗ ଛୁଇଁ ସାରିଥିବାରୁ ଓଡ଼ିଶାର ସବୁ ବନ୍ଦରରୁ ବିପଦ ସଙ୍କେତ ଉଠାଇ ଦିଆଯାଇଛି। ଫଳରେ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବାର ସମ୍ଭାବନା ରହିଛି। ଗୁରୁବାରଠାରୁ ରାଜ୍ୟରେ ପାଣିପାଗ ବଦଳିବ। ମେଘମୁକ୍ତ ଆକାଶ ସହ ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ।…

୨୪ ଘଣ୍ଟାରେ ୧୪: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮ ବର୍ଷ ମଧ୍ୟରେ ୪ଜଣ ସଂକ୍ରମିତ ଥିବା ବେଳେ କ୍ୱାରାଣ୍ଟାଇନ୍‌ରୁ ୮ ଏବଂ ଲୋକାଲ କେସ୍‌ ୬ ରହିଛି। ଏନେଇ ରାଜ୍ୟ ସୂଚନା ଓ…

ପିକେଙ୍କ ପରାମର୍ଶ, ବିରୋଧୀ ଦଳଙ୍କ ଭଳି ଆଚରଣ ଶିକ୍ଷାଲାଭ କରୁ କଂଗ୍ରେସ…

ନୂଆଦିଲ୍ଲୀ, ୧୨।୫ : ଭାରତୀୟ ରାଜନୀତିର ରଣନୀତିଜ୍ଞ ଭାବରେ ଜଣାଶୁଣା ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସକୁ ପରାମର୍ଶ ଦେଇଛନ୍ତି। ସେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ କଂଗ୍ରେସ ବିରୋଧୀ ଦଳ ଭଳି ଆଚରଣ ଶିକ୍ଷାଲାଭ କରିବା ଆବଶ୍ୟକ। ଇଣ୍ଡିଆନ ଏକ୍ସପ୍ରେସର…

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?