Home

ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା ପରିଷଦ ଜୋନ୍‌ ଅନ୍ତର୍ଗତ ୭୮ ପଞ୍ଚାୟତରେ ସକାଳ ୭ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଭୋଟ…

୧୦୯୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶୁକ୍ରବାର ହେବ। ଏଥିରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ଅନ୍ତର୍ଗତ ୩୦ଟି ପଞ୍ଚାୟତରେ ୧୦୯୭ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେମାନଙ୍କ ମଧ୍ୟରୁ ୧୬ଜଣ ଜିଲା…

ଅସନ୍ତୁଷ୍ଟଙ୍କୁ ନୁହେଁ, ପ୍ରାର୍ଥିତ୍ୱକୁ ଭରସା

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାର ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ତିର୍ତ୍ତୋଲ ଜିଲା ପରିଷଦର ୪ନଂ. ଜୋନ୍‌ ବିଜେଡି ସଭ୍ୟା ପ୍ରିୟଦର୍ଶିନୀ ବିଶ୍ୱାଳ ବିଜୟୀ ହୋଇ ଅଧ୍ୟକ୍ଷ ପଦ ଅଳଙ୍କୃତ କରିଥିଲେ। ଏଥର ତାଙ୍କ ସ୍ବାମୀ ଏହି ଜୋନ୍‌ ଲାଗି ବିଜେଡି…

ଗଡ଼ ରକ୍ଷା ପାଇଁ ବିଜେଡି, ଭାଜପା ତତ୍ପର

କେନ୍ଦ୍ରାପଡ଼ା ଅଫିସ,୧୮ା୨: କେନ୍ଦ୍ରାପଡ଼ା ଜିଲାର ରାଜକନିକା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶୁକ୍ରବାର ଅନୁଷ୍ଠିତ ହେବ। ୨୦୧୭ ନିର୍ବାଚନରେ ରାଜକନିକା ବ୍ଲକର ୩ ଜୋନ୍‌ ଓ ମାର୍ଶାଘାଇର ଗୋଟିଏ ଜୋନ୍‌ରେ ବିଜେଡି…

ଦୁଇ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବାକ୍‌ଯୁଦ୍ଧ

ଚଣ୍ଡିଗଡ,୧୮।୨:ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ମୁହାଁମୁହିଁ ହୋଇଛନ୍ତି। ଉଭୟ ରାଜନେତା ଟୁଇଟ୍‌ ମାଧ୍ୟମରେ ପରସ୍ପର ଉପରେ ରାଜନୈତିକ ଆରୋପ-ପ୍ରତ୍ୟାରୋପ ଲଗାଇଛନ୍ତି। କେଜ୍‌ରିୱାଲ ଟୁଇଟ କରି…

ସାତକୋଶିଆରେ ଛଡ଼ାଗଲା ୨ ଘଡ଼ିଆଳ କୁମ୍ଭୀର

ବାରଙ୍ଗ,୧୮।୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଗୁରୁବାର ୨ ମାଈ ଘଡିଆଳ କୁମ୍ଭୀରକୁ ସାତକୋଶିଆରେ ଛଡ଼ାଯାଇଛି। ମଙ୍ଗଳବାର ବିରୁପାରୁ ଏକ କୁମ୍ଭୀର ଧରା ହୋଇ ନନ୍ଦନକାନନକୁ ଆସିଥିଲା। ଉକ୍ତ କୁମ୍ଭୀର ସହ ନନ୍ଦନକାନନରେ ଥିବା ଏକ ମାଈ ଘଡିଆଳ କୁମ୍ଭୀରକୁ ପ୍ରାଣୀଉଦ୍ୟାନର ବିଶେଷଜ୍ଞ…

ଆଜି ୨,୨୫୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ପୁରୀ ଅଫିସ,୧୮।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ୨ୟ ପର୍ଯ୍ୟାୟ ମତଦାନ ହେବ। ନିମାପଡ଼ା ବ୍ଲକର ୩୨ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ, ୪୮୧ଟି ୱାର୍ଡ, ୪ଟି ଜିଲା ପରିଷଦ ଜୋନ ଓ ଗୋପ ବ୍ଲକ୍‌ର ୩୧ଟି ପଞ୍ଚାୟତର…

ବାରମ୍ବାର ‘ସାର୍‌’ ଡାକ ଶୁଣି ରାଗିଗଲେ ମହିଳା ବିଚାରପତି,କହିଦେଲେ ଏମିତି

ନୂଆଦିଲ୍ଲୀ,୧୮।୨:ଦିଲ୍ଲୀ ହାଇକୋର୍ଟରେ ଏକ ରୋଚକ ଘଟଣା ଘଟିଛି। ଜଣେ ଓକିଲ ମହିଳା ବିଚାରପତିଙ୍କୁ ବାରମ୍ବାର ‘ସାର୍‌’ କହି ସମ୍ବୋଧିତ କରିଥିଲେ। ଏଥିରେ ବିଚାରପତି ରାଗିଯାଇ କହିଥିଲେ ମୁଁ ସାର୍‌ ନୁହେଁ, ଆଶା କରୁଛି ଆପଣ ବୁଝିପାରୁଥିବେ। ଏହା ଶୁଣି ସମସ୍ତେ ଆଶ୍ଚର୍ଯ୍ୟ…

ବୁଢ଼ାପଙ୍କରୁ ୧୦୩ ରେକ୍‌ ଫ୍ଲାଏଆଶ୍‌ ପରିବହନ

ଜଟଣୀ,୧୮ା୨(ଡି.ଏନ୍‌.ଏ.): ବିଜ୍‌ନେସ୍‌ ଡେଭଲପମେଣ୍ଟ ୟୁନିଟ୍‌ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ଅଧୀନ ବୁଢ଼ାପଙ୍କ ସାଇଡିଂରୁ ୧୦୩ ରେକ୍‌ ଫ୍ଲାଏଆଶ୍‌(ପାଉଁଶ) ପରିବହନ କରାଯାଇଛି। ଫ୍ଲାଏଆଶ୍‌ର ପ୍ରଥମ ରେକ୍‌ ୨୫ ଅକ୍ଟୋବର ୨୦୨୦ରେ ଏହି ସାଇଡିଂରୁ ପରିବହନ କରାଯାଇଥିଲା। ଫ୍ଲାଏଆଶ ଏକ ପଦାର୍ଥ; ଯାହା…

ଥାନା ଆଗରେ ଯୁବକଙ୍କୁ ଗୋଡ଼ାଇ ହାଣିଲେ

ବୋଲଗଡ଼,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଆଗରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କେତେଜଣ ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ସେ ହେଲେ ଗୋବର୍ଦ୍ଧନପୁର ଗ୍ରାମର ବିଜୟ କୁମାର ପାହାଡ଼ସିଂହ ଓରଫ ବିଜୁ। ବିଜୟଙ୍କୁ…

ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି

ପୁରୀ ଅଫିସ, ୧୮।୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି କରାଯାଇଛି। ଜାରି ହୋଇଥିବା ନୂଆ ଏସ୍‌ଓପି ଚଳିତ ମାସ ୨୧ତାରିଖ ଅର୍ଥାତ ସୋମବାରଠାରୁ ଲାଗୁ ହେବ। କୋଭିଡ୍‌ର ତୃତୀୟ ଲହରି ପ୍ରଭାବ…

ଲିଫ୍ଟ ଦେବା ଆଳରେ ଲୁଟ୍‌ ର଼୍ୟାକେଟ ଧରାପଡ଼ିଲା

ଭୁବନେଶ୍ୱର, ୧୮।୨(ବ୍ୟୁରୋ): ଲିଫ୍ଟ ଦେବା ଆଳରେ ନିଶା ଦେଇ ଲୁଟୁଥିଲେ। ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲାରେ ସକ୍ରିୟ ଥିବା ଏହି ଲୁଟେରା ଗ୍ୟାଙ୍ଗ୍‌କୁ କମିଶନରେଟ ପୋଲିସ ଧରିଛି। ଗ୍ୟାଙ୍ଗ ୨ଜଣ ସଦସ୍ୟଙ୍କୁ ଶହୀଦନଗର ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri