Home

ବଲିଉଡ୍‌ ତାଙ୍କୁ ପାରିଶ୍ରମିକ ଦେଇପାରିବ ନାହିଁ କହୁଥିବା ମହେଶ ବାବୁ ଗୋଟିଏ ଫିଲ୍ମ ପାଇଁ ନିଅନ୍ତି ଏତିକି ଟଙ୍କା

ଆଜିକାଲି ଭାରତୀୟ ସିନେମାରେ ବଲିଉଡ ବନାମ ସାଉଥ ଇଣ୍ଡଷ୍ଟ୍ରିର ଯୁଦ୍ଧ ଦେଖିବାକୁ ମିଳୁଛି। ଏହି ବିବାଦ ଉପରେ ସାଉଥ ଇଣ୍ଡଷ୍ଟ୍ରି ସୁପରଷ୍ଟାର ମହେଶ ବାବୁ ନିଜ ପ୍ରତିକ୍ରିୟା ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ହିନ୍ଦୀ ଫିଲ୍ମରେ କାମ କରିବାକୁ ସେ ସମ୍ପୂର୍ଣ୍ଣ…

ବୃଦ୍ଧ ଦମ୍ପତିଙ୍କଠାରୁ ଲୁଟିନେଲେ ଟଙ୍କା ବ୍ୟାଗ୍‌

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ଖୁଲମଖୁଲା ଭାବେ ଚୋରି, ଡକାୟତି ଚାଲିଥିବା ଦେଖିବାକୁ ମିଳୁଛି। ଲୁଟେରା କେତେବେଳେ କାହାଠାରୁ ଟଙ୍କା ଲୁଟ୍‌ କରି ନେଇଯାଉଛନ୍ତି ତ, କେତେବେଳେ ବସ୍‌ଷ୍ଟାଣ୍ଡରେ ଭୁଜାଲି ଦେଖାଇ ଧମକ ଦେଉଛନ୍ତି। ଏଭଳି ଏକ ଘଟଣା…

ଲକ୍ଷ୍ମଣ ରେଖାକୁ ପାର କରାଯାଇ ପାରିବ ନାହିଁ, କହିଲେ ଆଇନ ମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୫ : ବୁଧବାର ଦିନ ସୁପ୍ରିମକୋର୍ଟ ଦେଶଦ୍ରୋହ ଆଇନର ମାମଲାର ଶୁଣାଣି ବେଳେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। ସରକାର ଏହାକୁ ସମୀକ୍ଷା କରିବେ ଏବଂ ଜେଲରେ ଥିବା ବ୍ୟକ୍ତିମାନେ ଜାମିନ ମାଗି କୋର୍ଟଙ୍କ ନିକଟକୁ ଯାଇପାରିବେ ବୋଲି ବିବାଦୀୟ…

ଦେଶଦ୍ରୋହ ଆଇନ, ୧୩ ହଜାରରୁ ଅଧିକ ଲୋକ ଜେଲ୍‌ରେ…

ନୂଆଦିଲ୍ଲୀ, ୧୧।୫ : ଦେଶରେ ଦେଶଦ୍ରୋହ ଆଇନ ଉପରେ ଚାଲିଥିବା ଶୁଣାଣି ମଧ୍ୟରେ ସୁପ୍ରିମକୋର୍ଟ ବୁଧବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଅଦାଲତ ବର୍ତ୍ତମାନ ପର୍ଯ୍ୟନ୍ତ ଆଇନକୁ ସ୍ଥଗିତ ରଖିଛନ୍ତି। ବିଶେଷ କଥା ହେଉଛି ଆଇନର ସମୀକ୍ଷା ବିଷୟରେ କେନ୍ଦ୍ର ସରକାର…

ବୈବାହିକ ଜୀବନରେ ସ୍ତ୍ରୀଙ୍କୁ ବଳାତ୍କାର ନେଇ ବିଚାରପତିଙ୍କ ମଧ୍ୟରେ ମତଭେଦ…

ନୂଆଦିଲ୍ଲୀ, ୧୧।୫ : ଦିଲ୍ଲୀ ହାଇକୋର୍ଟଙ୍କ ପତ୍ନୀଙ୍କ ସହ ବଳାତ୍କାରର ଅପରାଧୀକରଣ ପାଇଁ ଆବେଦନ ଉପରେ ଦୁଇ ଜଣିଆ ଖଣ୍ଡପୀଠ ପୃଥକ ପୃଥକ ରାୟ ଦେଇଛନ୍ତି। ଭାରତୀୟ ବଳାତ୍କାର ଆଇନରେ ସ୍ବାମୀଙ୍କୁ ଦିଆଯାଇଥିବା ଛାଡକୁ ଅସାମ୍ବିଧାନିକ ବୋଲି ଜଷ୍ଟିସ ରାଜୀବ ଶକଧର…

ଚାହୁଁଚାହୁଁ ଭାସିଗଲା ପୋଲ, ଭିଡିଓ ଦେଖିଲେ…

ଇସଲାମାବାଦ,୧୧ା୫: ଉତ୍ତର ପାକିସ୍ତାନର ବନ୍ୟା ଯୋଗୁ ବହୁ ଧନଜୀବନ ଓ ସମ୍ପତ୍ତି ନଷ୍ଟ ହୋଇଛି। ଉତ୍ତର ପାକିସ୍ତାନରେ ବନ୍ୟା ପରିସ୍ଥିତି ଯୋଗୁ ଏକ ପୋଲ ମଧ୍ୟ ଭାସିଯାଇଛି। ବନ୍ୟା ଜଳର ପ୍ରବଳ ସ୍ରୋତ ଆଗରେ ପୋଲଟି ଆଖି ପିଛୁଳାକେ ଭାସିଗଲା। ଏଏଫ୍‌ପି…

ମଲାଇକାଙ୍କ ପୂର୍ବରୁ ସଲମାନଙ୍କ ଉଭଣୀଙ୍କୁ ଡେଟ୍‌ କରିଥିଲେ ଅର୍ଜୁନ କପୁର, ୨ ବର୍ଷ ଧରି…

ବମ୍ବେ: କିଛି ବର୍ଷ ଧରି ବୋଲ୍ଡ ଅଭିନେତ୍ରୀ ମଲାଇକା ଅରୋରାଙ୍କୁ ଡେଟ୍‌ କରିଆସୁଛନ୍ତି ବଲିଉଡ୍‌ ଅଭିନେତା ଅର୍ଜୁନ କପୁର। ଉଭୟଙ୍କୁ ବି-ଟାଉନ୍‌ର ସବୁଠାରୁ ହଟ୍‌ ଯୋଡ଼ି ବୋଲି କୁହାଯାଉଛି। ଉଭୟ ପ୍ରଥମେ ଏକାଠି ବିଭିନ୍ନ ପାର୍ଟିରେ ନଜର ଆସିବା ପରେ ସୋସିଆଲ…

ବ୍ୟାଟିଂ କି ବୋଲିଂ ନୁହେଁ, ଏହି କାମରେ ଟ୍ୟାଲେଣ୍ଟ୍‌ ଦେଖାଇଲେ ସଚିନ ତେନ୍ଦୁଲକରଙ୍କ ପୁଅ

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ଥିବା ଅର୍ଜୁନ ତେନ୍ଦୁଲକର ଏପର୍ଯ୍ୟନ୍ତ ତାଙ୍କ ଆଇପିଏଲ ଡେବ୍ୟୁକୁ ଅପେକ୍ଷା କରିଛନ୍ତି। ଚଳିତ ବର୍ଷ ଅର୍ଜୁନଙ୍କୁ ୩୦ ଲକ୍ଷ ଟଙ୍କାରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ, କିନ୍ତୁ ଏପର୍ଯ୍ୟନ୍ତ ତାଙ୍କୁ ଚଳିତ ସିଜିନରେ…

ରାଜ ଠାକରେଙ୍କୁ ଜୀବନରୁ ମାରିଦେବାକୁ ଧମକ

ମୁମ୍ବାଇ,୧୧।୫: ଏମ୍‌ଏନ୍‌ଏସ୍‌ ଅଧ୍ୟକ୍ଷ ରାଜ ଠାକରେଙ୍କୁ ଫୋନରେ ମାରିଦେବାକୁ ଧମକ ଦିଆଯାଇଛି। ଏହାପରେ ଏମ୍‌ଏନ୍‌ଏସ୍‌ ନେତା ବାଲା ନାଦଗଓ୍ବେକର ଗୃହମନ୍ତ୍ରୀ ଦିଲୀପ ୱାଲସେ ପାଟିଲଙ୍କୁ ଭେଟି ରାଜ ଠାକରେଙ୍କ ସୁରକ୍ଷା ବୃଦ୍ଧି କରିବାକୁ ଦାବି କରିଛନ୍ତି। ସୂଚନାଯୋଗ୍ୟ, ଗତ କିଛି ଦିନରୁ…

ଜାଣନ୍ତି କି ଏସି ବଗି କାହିଁକି ଟ୍ରେନ୍‌ର ମଧ୍ୟ ଭାଗରେ ରହିଥାଏ

ଭାରତରେ ରେଳ ନେଟଓ୍ବାର୍କ ବହୁ ବ୍ୟାପକ। କହିବାକୁ ଗଲେ ଏହା ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ବ୍ୟାପିଛି। ଫଳରେ ଦୂରଯାତ୍ରା ସହଜ ହୋଇଥାଏ। ଟ୍ରେନ ରୁଟ୍‌ ଲୋକମାନଙ୍କୁ କମ୍‌ ସମୟ ମଧ୍ୟରେ ଗନ୍ତବ୍ୟ ସ୍ଥଳକୁ ନେଇଥାଏ। ଦୂର ସ୍ଥାନକୁ ଯାଉଥିବା ଯାତ୍ରୀମାନେ…

ମାତ୍ର ୨୩ ବର୍ଷ ବୟସରେ ଟି-୨୦ରେ କ୍ରିକେଟ୍‌ରେ ବଡ଼ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୧।୫: ଗୁଜରାଟ ଟାଇଟାନ୍ସ (ଜିଟି) ଲେଗ-ସ୍ପିନର ରସିଦ ଖାନ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲଏସଜି) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ଟି-୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେବାରେ ରସିଦ ବିଶ୍ୱର ତୃତୀୟ ବୋଲର ହୋଇଛନ୍ତି।…

ଗର୍ଭପାତ କରିଥିବା ମହିଳାଙ୍କୁ ୩୦ ବର୍ଷ ଜେଲ୍‌ ଦଣ୍ଡାଦେଶ…

ସାନ୍‌ ସାଲଭାଡୋର, ୧୧।୫ : ଏଲ ସାଲଭାଡୋରର ସୁପ୍ରିମକୋର୍ଟରେ ଗର୍ଭପାତ କରିଥିବା ଜଣେ ମହିଳାଙ୍କୁ ୩୦ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ଏଲ ସାଲଭାଡୋରରେ ଜନୈକ ମହିଳାଙ୍କୁ ଗର୍ଭପାତ କରିଥିବା ଅଭିଯୋଗରେ ଗିରଫ କରାଯାଇ ଏକ ମାମଲାର ଦାୟର କରାଯାଇଥିଲା। ଏସ୍ମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?