Home

ଆରଟେମିସ ଚନ୍ଦ୍ର ଅଭିଯାନ

ଯୁକ୍ତରାଷ୍ଟ୍ର ଆମେରିକାର ଶେଷ ଚନ୍ଦ୍ର ଅଭିଯାନ ୧୯୭୨ ମସିହାରେ ହୋଇଥିଲା। ଏବେ ଏହାର ଠିକ୍‌ ୫୦ ବର୍ଷ ପରେ ଚନ୍ଦ୍ରକୁ ଆଉ ଏକ ଅଭିଯାନ ପ୍ରେରଣ କରିବାକୁ ଯାଉଛି l ଏହି ଅଭିଯାନର ନାମ ଆରଟେମିସ (Artemis) l ଏହି ଅଭିଯାନ…

ଆନ୍ଧ୍ରପ୍ରଦେଶ ଜିଲା ସଂଖ୍ୟା ଦୁଇଗୁଣା, ୧୩ ରୁ୨୬ କୁ ବୃଦ୍ଧି…

ହାଇଦ୍ରାବାଦ୍‌, ୪।୪ : ଆନ୍ଧ୍ରପ୍ରଦେଶର ଜିଲ୍ଲା ସଂଖ୍ୟା ସୋମବାରଠାରୁ ଦୁଇଗୁଣା ହୋଇ ୧୩ ରୁ ୨୬କୁ ବୃଦ୍ଧି ପାଇବ। ରାଜ୍ୟରେ ନୂତନ ଜିଲା ଗଠନ ପ୍ରକ୍ରିୟା ଶେଷ ହୋଇଛି। ସୋମବାର ଏହି ୧୩ ଟି ନୂଆ ଜିଲାକୁ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ…

କାଠରେ ତାରାତାରିଣୀ ମନ୍ଦିରର କ୍ଷୁଦ୍ର କଳାକୃତି

ବ୍ରହ୍ମପୁର ଅଫିସ୍‌,୪ା୪: କାଠଶିଳ୍ପୀ ଦିଲୀପ ମହାରଣା ପୁଣିଥରେ ଏକ ନୂଆ କଳାକୃତି ପାଇଁ ଚର୍ଚ୍ଚାକୁ ଆସିଛନ୍ତି। ଚୈତ୍ର ମେଳା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଗଞ୍ଜାମର ଶକ୍ତିପୀଠ ତାରାତାରିଣୀ ମନ୍ଦିରର ଏକ ଅବିକଳ କ୍ଷୁଦ୍ର କଳାକୃତି କାଠରେ ନିର୍ମାଣ କରିଛନ୍ତି। ଏଥିରେ…

ମାସ୍କ ସମ୍ପୂର୍ଣ୍ଣ ହଟାଇବା ଉଚିତ ନୁହେଁ: ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୪।୪(ବ୍ୟୁରୋ): ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’ ଅଧିକ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଏହା ଓମିକ୍ରନର ସବ୍‌ ଭାରିଆଣ୍ଟ ଓ ଅତି ଶୀଘ୍ର ବ୍ୟାପିବାର ସମ୍ଭାବନା ରହିଛି। କିନ୍ତୁ ଡେଲ୍‌ଟା ପରି ଏହା ଏତେ ମାରାତ୍ମକ ହେବ…

ମନ୍ଦିର ନିର୍ମାଣ ପାଇଁ ଓଡ଼ିଆମାନେ ଆତ୍ମନିର୍ଭରଶୀଳ ଥିଲେ

ଭଣ୍ଡାର ହିସାବ କରିଥିଲେ ବୀରବର ପଟ୍ଟନାୟକ। ଆମେ ଏହାକୁ ଉପସ୍ଥାପନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି- ମନ୍ଦିର ନିର୍ମାଣକାଳରେ କେଉଁ ଆବଶ୍ୟକ ଜିନିଷ କେତେ ଅଛି, ଆଉ କେତେ ଆବଶ୍ୟକ, ସେଥିପାଇଁ ପ୍ରସ୍ତୁତ ରହିବା। ନିର୍ମାଣ କାର୍ଯ୍ୟ ଅନବରତ ଚାଲୁ ରହିବ,…

ମା’ କାମୁଡ଼େଇ ପୀଠକୁ ଅଣଦେଖା

ରଗଡି,୪ା୪(ଡି.ଏନ୍‌.ଏ.): ଯାଜପୁର ଜିଲାର ରଗଡ଼ି ଅଞ୍ଚଳର ପ୍ରସିଦ୍ଧ ଦୈବୀପୀଠ ମା’ କାମୁଡ଼େଇଙ୍କ ମନ୍ଦିରକୁ ପ୍ରଶାସନ ଅଣଦେଖା କରୁଛି। ଜିଲା ତଥା ଜିଲା ବାହାରୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମା’ଙ୍କ ଦର୍ଶନ ପାଇଁ ଆସିଥାନ୍ତି। ବିବାହ ଓ ବ୍ରତ କ୍ଷେତ୍ରରେ ମଧ୍ୟ ବହୁ…

ବାଘୁଆ ପାହାଡ଼ରେ ପୁଣି ବ୍ଲାଷ୍ଟିଂ ଆରମ୍ଭ

ଜେନାପୁର,୪ା୪(ଡି.ଏନ.ଏ.): ଧର୍ମଶାଳା ତହସିଲ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୧୧ରେ ଜେନାପୁର ଥାନା ଅନ୍ତର୍ଗତ ମୁକୁନ୍ଦପୁର ଗ୍ରାମ ସଂଲଗ୍ନ ବାଘୁଆ ୪ନଂ. କଳାପଥର ଖାଦାନ ଉପରେ ୧୪୪ ଧାରା ଜାରି କରାଯାଇଥିଲା। ପୋଲିସ ଉପସ୍ଥିତିରେ ସେଠାରେ ନାଲି ପତାକା ଓ ସୂଚନାଫଳକ ଲଗାଯାଇ…

ଉପାଧ୍ୟକ୍ଷ ପଦକୁ ବିଜେଡିର ୧୪ ଆଶାୟୀ

ଯାଜପୁର ରୋଡ,୪ା୪(ଡି.ଏନ୍‌.ଏ.): ନିର୍ବାଚନ ଫଳାଫଳ ଘୋଷଣା ପରେ ୨୬ଟି ୱାର୍ଡ ବିଶିଷ୍ଟ ବ୍ୟାସନଗର ମ୍ୟୁନିସିପାଲିଟିର ଉପାଧ୍ୟକ୍ଷ ନିର୍ବାଚନ ନେଇ ଛକାପଞ୍ଝା ଆରମ୍ଭ ହୋଇଛି। ଏହି ମ୍ୟୁନିସିପାଲିଟିର ୨୮ ବର୍ଷ ଇତିହାସରେ ପ୍ରଥମ ଥର ଅଧ୍ୟକ୍ଷା ପଦ ଆଦିବାସୀ ମହିଳାଙ୍କ ପାଇଁ ସଂରକ୍ଷିତ…

ଉତ୍କଟ ହେଉଛି ଜଳସଙ୍କଟ

ବରୀ,୪ା୪(ଡି.ଏନ.ଏ.): ରାଜ୍ୟ ସରକାର ପ୍ରତି ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ହେଉଛି। ମାତ୍ର ଦାୟିତ୍ୱରେ ଥିବା ଠିକାଦାରଙ୍କ ମନମୁଖି କାର୍ଯ୍ୟ ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା…

ରାଜ୍ୟ ସଭାରେ ସଙ୍କଟରେ କଂଗ୍ରେସ, ୧୭ ରାଜ୍ୟରୁ କେହି ନାହାନ୍ତି ପ୍ରତିନିଧି…

ନୂଆଦିଲ୍ଲୀ, ୪।୪ : ବିଧାନସଭା ନିର୍ବାଚନରେ ପରାଜୟ ପରେ ଏବେ ରାଜ୍ୟ ସଭାରେ କଂଗ୍ରେସ ପାଇଁ ଏକ ସଙ୍କଟ ପରିସ୍ଥିତି ଉପୁଜିଛି। ଆସନ୍ତା ରାଜ୍ୟ ସଭା ନିର୍ବାଚନ ପରେ ଉପର ଗୃହରେ କଂଗ୍ରେସ ସଦସ୍ୟଙ୍କ ସଂଖ୍ୟା ହ୍ରାସ ପାଇବ। ଆହୁରି ଚିନ୍ତାର…

ରୁଷିଆ ସେନାଙ୍କ ତାଣ୍ଡବ: କ୍ୱିଭରୁ ମିଳିଲା ୪୧୦ ମୃତଦେହ, ଜେଲେନସ୍କି କହିଲେ ନରସଂହାର

କ୍ୱିଭ,୪ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୪୦ ଦିନରେ ଲଗାତାର ଜାରି ରହିଥିବା ବେଳେ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ କବଜାକୁ ନେବାରେ ବିଫଳ ହୋଇଛି ରୁଷିଆ ସେନା । ଫଳରେ ସହର ଛାଡି ଚାଲଇ ଆସିବା ସମୟରେ ସେଠାରେ ତାଣ୍ଡବ ରଚିଛି…

ଶ୍ରୀଲଙ୍କାରେ କର୍ଫ୍ୟୁ ଉଲ୍ଲଂଘନ: ୬୬୪ ଗିରଫ

କଲମ୍ବୋ,୪।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଉତ୍କଟ ହୋଇଥିବାବେଳେ ସରକାର ବିରୋଧୀ ଆନ୍ଦୋଳନ ଏଡ଼ାଇବା ପାଇଁ ସେଠାରେ ୩୬ ଘଣ୍ଟିଆ କର୍ଫ୍ୟୁ ଜାରି କରାଯାଇଥିଲା। ରବିବାର ବିଭିନ୍ନ ସ୍ଥାନରେ କର୍ଫ୍ୟୁ ଉଲ୍ଲଂଘନ କରି ଆନ୍ଦୋଳନରେ ସାମିଲ ହେବାକୁ ଉଦ୍ୟମ କରିଥିବା ୬୬୪ ଜଣଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri