Home

ନିଜ ପିସ୍ତଲରୁ ଗୁଳି ଫୁଟାଇ ଯୁବକଙ୍କ ଆତ୍ମହତ୍ୟା

ହିଞ୍ଜିଳିକାଟୁ,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଗୋପୀନାଥପୁର ନିକଟ ଜାତୀୟ ରାଜପଥ ନଂ.୫୯ରେ ଥିବା ଏକ ଗ୍ୟାରେଜରେ ରବିବାର ଜଣେ ଯୁବକ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଇପିଲି ଜଗନ୍ନାଥ ( ୩୫)। ଜଗନ୍ନାଥ ଓ ତାଙ୍କ…

ମିଚେଲ ଓବାମାଙ୍କୁ ଉପରାଷ୍ଟ୍ରପତି କହିଲେ ବାଇଡେନ୍‌

ଓ୍ବାଶିଂଟନ,୪।୪ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଭୁଲ୍‌ବଶତଃ ମିଚେଲ ଓବାମାଙ୍କୁ ଉପରାଷ୍ଟ୍ରପତି କହି ସମାଲୋଚିତ ହୋଇଛନ୍ତି। ଶନିବାର ୟୁଏସ୍‌ଏସ୍‌ ଡେଲାଓ୍ବେର୍‌ କମିଶନିଂ ଉତ୍ସବରେ ଉଦ୍‌ବୋଧନ ଦେବାବେଳେ ବାଇଡେନ୍‌ ତାଙ୍କ ପତ୍ନୀ ତଥା ଆମେରିକାର ଫାଷ୍ଟ ଲେଡି ଜିଲ୍‌ ବାଇଡେନ୍‌ଙ୍କୁ ତାଙ୍କ…

ଦଶାଶ୍ୱମେଧ ଘାଟ ନିକଟରୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର

ଯାଜପୁର ଟାଉନ,୪ା୪(ଡି.ଏନ୍‌.ଏ.): ଯାଜପୁର ସହରସ୍ଥିତ ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରୁ ରବିବାର ସ୍ଥାନୀୟ ଲୋକଙ୍କ ଦ୍ୱାରା ବହୁ ପ୍ରାଚୀନ ମୂର୍ତ୍ତି ଉଦ୍ଧାର କରାଯାଇଛି। ଯାଜପୁର ସପ୍ତମାତୃକା ପୂଜକ ଭୋଳାନାଥ ପଣ୍ଡା ନଦୀରେ ଗାଧୋଉଥିବାବେଳେ ଏକ ଶିବଲିଙ୍ଗ ଉପରେ ତାଙ୍କ ଗୋଡ଼…

ସମସ୍ୟା ଘେରରେ କୁଞ୍ଜବିହାରୀ ମନ୍ଦିର

କୁଜଙ୍ଗ,୪ା୪(ଡି.ଏନ୍‌.ଏ.): ଏରସମା ବ୍ଲକ ଅନ୍ତର୍ଗତ ଗଡ଼କୁଜଙ୍ଗରେ ପ୍ରସିଦ୍ଧ କୁଞ୍ଜବିହାରୀ ମନ୍ଦିରକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିଛି। ଏହାସତ୍ତ୍ୱେ ରକ୍ଷଣାବେକ୍ଷଣ ଅଭାବରୁ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ ଭକ୍ତ ଆସି ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ…

ଚାଇନାରେ ବେକାବୁ ହେଲାଣି କରୋନା, ସାଂଘାଇରେ ଗୋଟିଏ ଦିନରେ ୯୦୦୬ ନୂଆ ସଂକ୍ରମିତ ଚିହ୍ନଟ

ବେଜିଂ,୪ ।୪: କରୋନା ମହାମାରୀର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ପୁଣିଥରେ ଏହି ମହାମାରୀ ମୁଣ୍ଡ ଟେକିଲାଣି । ଗୋଟିଏ ଦିନରେ ହଜାର ହଜାର ସଂଖ୍ୟାରେ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଫଳରେ ଏବେ ଏହା ସାଧାରଣ ଜନତା ଓ ସରକାରଙ୍କ ଚିନ୍ତା…

କୃଷିଭିତ୍ତିକ ଜିଲାରେ ନାହିଁ ଆଦର୍ଶ କୃଷି ଉଦ୍ୟାନ

କେନ୍ଦ୍ରାପଡ଼ା ଅଫିସ, ୪ା୪: ରାଜ୍ୟର ପ୍ରତି ଜିଲାରେ ଆଦର୍ଶ କୃଷି ଉଦ୍ୟାନ ପ୍ରତିଷ୍ଠା ହୋଇଛି। ଉଦ୍ୟାନ କୃଷି ମିଶନ ଅଧୀନରେ ଉନ୍ନତ ଧରଣର ଆମ୍ବ, ନଡ଼ିଆ, ପିଜୁଳି, ଅମୃତଭଣ୍ଡା, ସପୁରି ଆଦି ସହ ଫୁଲଚାରା ଘରୋଇ ବଗିଚା ପାଇଁ ସୁଲଭ ମୂଲ୍ୟରେ…

ଚାକିରି ଦେବାକୁ କହି ଠକେଇ: ୫ ଗିରଫ

ଦାମନଯୋଡି,୪ା୪(ଡି.ଏନ.ଏ.): ନାଲକୋ ଠିକାଦାରଙ୍କ ଅଧୀନରେ ଚାକିରି ଦେବାକୁ କହି ଠକେଇ କରିବା ଅଭିଯୋଗରେ ୫ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଅରୋଶ୍ରୀ ସ୍କିଲ ଡେଭଲପମେଣ୍ଟ ସେଣ୍ଟରର ସନ୍ତୋଷ ବରାଡ, ରାୟଗଡ଼ାର ସୁଧୀର ଚୌଧୁରୀ, ସୁନୀଲ ଚୌଧୁରୀ, ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର…

ଚୌକି ତଳେ ଭୂକମ୍ପ

ଇସ୍‌ଲାମାବାଦ,୪ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ଉପବାଚସ୍ପତି କାସିମ ଶାହ ସୁରି ରବିବାର ବିରୋଧୀଙ୍କ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ସମ୍ବିଧାନ ଅନୁଚ୍ଛେଦ ୫ର ଉଲ୍ଲଂଘନ କହି ଖାରଜ କରିଛନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଅନାସ୍ଥା ପ୍ରସ୍ତାବକୁ କେବଳ ଏଡ଼ାଇବାରେ ସଫଳ ହୋଇଛନ୍ତି…

ଆକାଶରୁ ଖସିଲା ଧାତବ ବସ୍ତୁ

ମୁମ୍ବାଇ,୪।୪: ମହାରାଷ୍ଟ୍ର ଚନ୍ଦ୍ରପୁର ତହସିଲର ସିନ୍ଧଓ୍ବୋହିର ଏକ ଖୋଲା ପଡ଼ିଆରେ ଗୋଲାକାର ମେଟାଲ ଅବ୍‌ଜେକ୍ଟ ଦେଖିବାକୁ ମିଳିଛି। ଶନିବାର ରାତିରେ ସ୍ଥାନୀୟ ଲୋକେ ଆକାଶରେ ଦୀର୍ଘକାୟ ବସ୍ତୁ ଜଳୁଥିବାର ଦେଖିଥିଲେ। ଏହାର କିଛି ସମୟ ପରେ ଏକ ଉତ୍ତପ୍ତ ମେଟାଲ ରିଙ୍ଗ୍‌…

୭ ମାସର ଗର୍ଭବତୀଙ୍କୁ ମାରିଦେଲେ

ବଲାଙ୍ଗୀର ଅଫିସ,୪ା୪: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତଲିଉଡାର ଗ୍ରାମରେ ଜଣେ ୭ ମାସର ଗର୍ଭବତୀ ମହିଳାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ବାମୀ ଓ ଶାଶୁଙ୍କ ବିରୋଧରେ ମୃତା ମହିଳାଙ୍କ ପରିବାର ଲୋକେ ସଦର…

ଉପା ଅଧ୍ୟକ୍ଷତା ଚର୍ଚ୍ଚାକୁ ପାଓ୍ବାରଙ୍କ ଖଣ୍ଡନ

ପୁଣେ,୪।୪: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା)ର ଅଧ୍ୟକ୍ଷ ହୋଇପାରନ୍ତି ବୋଲି କିଛିଦିନ ହେଲା ଚର୍ଚ୍ଚା ହେଉଥିଲା। ଏପରିକି ଏନ୍‌ସିପି ଯୁବ ସଂଗଠନରେ ଏନେଇ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ତେବେ ପାଓ୍ବାର…

କେନାଲରୁ ମଣିଷ ଖପୁରି ଜବତ

ଜଗତ୍‌ସିଂହପୁର ଅଫିସ,୪।୪: ଜଗତ୍‌ସିଂହପୁର ଥାନା ମାର୍କଣପୁର ଅନ୍ତର୍ଗତ ବଡ଼ବାଗ ନିକଟ ଶୁଖିଲା ମାଛଗଁା କେନାଲରୁ ଶନିବାର ଗୋଟିଏ ମଣିଷ ଖପୁରି ଜବତ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ମାମଲା (ନଂ. ୧୮/୨୨) ରୁଜୁ କରାଯାଇଛି। ଉକ୍ତ ଖପୁରିକୁ ପରୀକ୍ଷା ପାଇଁ କଟକସ୍ଥିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri