ଚାକିରି ଦେବାକୁ କହି ଠକେଇ: ୫ ଗିରଫ
ଦାମନଯୋଡି,୪ା୪(ଡି.ଏନ.ଏ.): ନାଲକୋ ଠିକାଦାରଙ୍କ ଅଧୀନରେ ଚାକିରି ଦେବାକୁ କହି ଠକେଇ କରିବା ଅଭିଯୋଗରେ ୫ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ଭୁବନେଶ୍ୱରର ଅରୋଶ୍ରୀ ସ୍କିଲ ଡେଭଲପମେଣ୍ଟ ସେଣ୍ଟରର ସନ୍ତୋଷ ବରାଡ, ରାୟଗଡ଼ାର ସୁଧୀର ଚୌଧୁରୀ, ସୁନୀଲ ଚୌଧୁରୀ, ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର…
ଚୌକି ତଳେ ଭୂକମ୍ପ
ଇସ୍ଲାମାବାଦ,୪ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ଉପବାଚସ୍ପତି କାସିମ ଶାହ ସୁରି ରବିବାର ବିରୋଧୀଙ୍କ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ସମ୍ବିଧାନ ଅନୁଚ୍ଛେଦ ୫ର ଉଲ୍ଲଂଘନ କହି ଖାରଜ କରିଛନ୍ତି। ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଅନାସ୍ଥା ପ୍ରସ୍ତାବକୁ କେବଳ ଏଡ଼ାଇବାରେ ସଫଳ ହୋଇଛନ୍ତି…
ଆକାଶରୁ ଖସିଲା ଧାତବ ବସ୍ତୁ
ମୁମ୍ବାଇ,୪।୪: ମହାରାଷ୍ଟ୍ର ଚନ୍ଦ୍ରପୁର ତହସିଲର ସିନ୍ଧଓ୍ବୋହିର ଏକ ଖୋଲା ପଡ଼ିଆରେ ଗୋଲାକାର ମେଟାଲ ଅବ୍ଜେକ୍ଟ ଦେଖିବାକୁ ମିଳିଛି। ଶନିବାର ରାତିରେ ସ୍ଥାନୀୟ ଲୋକେ ଆକାଶରେ ଦୀର୍ଘକାୟ ବସ୍ତୁ ଜଳୁଥିବାର ଦେଖିଥିଲେ। ଏହାର କିଛି ସମୟ ପରେ ଏକ ଉତ୍ତପ୍ତ ମେଟାଲ ରିଙ୍ଗ୍…
୭ ମାସର ଗର୍ଭବତୀଙ୍କୁ ମାରିଦେଲେ
ବଲାଙ୍ଗୀର ଅଫିସ,୪ା୪: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତଲିଉଡାର ଗ୍ରାମରେ ଜଣେ ୭ ମାସର ଗର୍ଭବତୀ ମହିଳାଙ୍କୁ ପିଟି ପିଟି ମାରି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ବାମୀ ଓ ଶାଶୁଙ୍କ ବିରୋଧରେ ମୃତା ମହିଳାଙ୍କ ପରିବାର ଲୋକେ ସଦର…
ଉପା ଅଧ୍ୟକ୍ଷତା ଚର୍ଚ୍ଚାକୁ ପାଓ୍ବାରଙ୍କ ଖଣ୍ଡନ
ପୁଣେ,୪।୪: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ମୁଖ୍ୟ ଶରଦ ପାଓ୍ବାର ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା)ର ଅଧ୍ୟକ୍ଷ ହୋଇପାରନ୍ତି ବୋଲି କିଛିଦିନ ହେଲା ଚର୍ଚ୍ଚା ହେଉଥିଲା। ଏପରିକି ଏନ୍ସିପି ଯୁବ ସଂଗଠନରେ ଏନେଇ ଏକ ପ୍ରସ୍ତାବ ଗୃହୀତ ହୋଇଥିଲା। ତେବେ ପାଓ୍ବାର…
କେନାଲରୁ ମଣିଷ ଖପୁରି ଜବତ
ଜଗତ୍ସିଂହପୁର ଅଫିସ,୪।୪: ଜଗତ୍ସିଂହପୁର ଥାନା ମାର୍କଣପୁର ଅନ୍ତର୍ଗତ ବଡ଼ବାଗ ନିକଟ ଶୁଖିଲା ମାଛଗଁା କେନାଲରୁ ଶନିବାର ଗୋଟିଏ ମଣିଷ ଖପୁରି ଜବତ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ମାମଲା (ନଂ. ୧୮/୨୨) ରୁଜୁ କରାଯାଇଛି। ଉକ୍ତ ଖପୁରିକୁ ପରୀକ୍ଷା ପାଇଁ କଟକସ୍ଥିତ…
କେଜ୍ରିଓ୍ବାଲଙ୍କୁ ଦିଲ୍ଲୀ ମେୟର କହିଲା ଭାଜପା
ନୂଆଦିଲ୍ଲୀ,୪।୪(ପି.ଟି.): ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ସିଂ ମାନ୍ ସେଠାକୁ ଦୁଇଦିନିଆ ଗସ୍ତରେ ଯାଇ ଆମ୍ ଆଦ୍ମୀ ପାର୍ଟିକୁ ଥରେ ସୁଯୋଗ ଦେବା…
ବିଜେଡିରେ ମିଶିଲେ ଜଟଣୀର ୩ କାଉନ୍ସିଲର
ଭୁବନେଶ୍ୱର,୪।୪(ବ୍ୟୁରୋ): ଜଟଣୀ ପୌର ପରିଷଦର ୩ ଜଣ ନବନିର୍ବାଚିତ ସ୍ବାଧୀନ କାଉନ୍ସିଲର ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ୬୦ ନମ୍ବର ୱାର୍ଡର କର୍ପୋରେଟର ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଦଳ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ ଜଟଣୀର ୧୨ ନମ୍ବର…
୨୨ରେ ବିଦ୍ୟୁତ୍ ଅଫିସ ଘେରିବ ସିପିଆଇ
ଭୁବନେଶ୍ୱର,୪।୪ (ବ୍ୟୁରୋ): ରାଜ୍ୟରେ ଦେଖାଦେଇଥିବା ବିଦ୍ୟୁତ୍ ବିଭ୍ରାଟର ପ୍ରତିବାଦ ସ୍ବରୂପ ଆସନ୍ତା ୨୨ ତାରିଖରେ ସିପିଆଇ ପକ୍ଷରୁ ରାଜ୍ୟର ସମସ୍ତ ବିଦ୍ୟୁତ୍ ଅଫିସ୍ ଘେରାଉ କରାଯିବ। ଏ ନେଇ ରବିବାର ପାର୍ଟିର ରାଜ୍ୟ ମୁଖ୍ୟାଳୟ ଭଗବତୀ ଭବନଠାରେ ରମଣୀରଞ୍ଜନ ରାଉତରାୟଙ୍କ ସଭାପତିତ୍ୱରେ…
ଚଣ୍ଡିଗଡ଼କୁ ନେଇ ପଞ୍ଜାବ, ହରିୟାଣା ମୁହଁ।ମୁହିଁ
ଚଣ୍ଡିଗଡ଼,୪।୪: ରାଜ୍ୟ ରାଜଧାନୀ ଚଣ୍ଡିଗଡ଼କୁ ନେଇ ପଞ୍ଜାବ ଏବଂ ହରିୟାଣା ସରକାର ଏବେ ମୁହଁ।ମୁହିଁ ହୋଇଛନ୍ତି। ଚଣ୍ଡିଗଡ଼କୁ ପଞ୍ଜାବକୁ ହସ୍ତାନ୍ତର କରାଯାଉ ଦାବି କରି ସେଠାର ଆମ୍ ଆଦ୍ମୀ ପାର୍ଟି ସରକାର ବିଧାନସଭାରେ ପ୍ରସ୍ତାବ ଗୃହୀତ କରାଇଥିଲେ। ଏହା ପରେ ହରିୟାଣାର…
କାଜୁ ଜଙ୍ଗଲରୁ ମିଳିଲା ନରକଙ୍କାଳ
କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଏକଟାଗୁଡା ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ରବିବାର ଏକ ନରକଙ୍କାଳ ମିଳିଛି। ଖବରପାଇ ଏସଡିପିଓ ମନୋଜ କୁମାର ପୂଜାରୀଙ୍କ ନେତୃତ୍ୱରେ ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚତ୍ ସେଠାରେ ପଡିଥିବା ନରକଙ୍କାଳକୁ ଜବତ କରି ଛାନଭିନ…
ଗଛରେ ବାନ୍ଧି ଯୁବକଙ୍କୁ ଲଣ୍ଡା କଲେ ଗ୍ରାମବାସୀ
ମହାକାଳପଡ଼ା,୪ା୪(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଉପକୂଳ ଅଞ୍ଚଳରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଶନିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶିଥିବା ଯୁବକଙ୍କୁ ଗାଁ ଲୋକେ ଗଛରେ ବାନ୍ଧି ଲଣ୍ଡା କରିଛନ୍ତି। ରବିବାର ସକାଳେ ଏ…
Archives


