ଟି-୨୦ ଆଗ, ଟେଷ୍ଟ ପଛ
ମୁମ୍ବାଇ,୧୫।୨: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ଆଗାମୀ ସିରିଜର କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି। ବିସିସିଆଇ ଏନେଇ ମଙ୍ଗଳବାର ଘୋଷଣା କରିଛି। ଶ୍ରୀଲଙ୍କା ଭାରତ ଗସ୍ତରେ ଆସି ଟି-୨୦ ଓ ଟେଷ୍ଟ ସିରିଜ ଖେଳିବ। ପୁଣିଥରେ ପିଙ୍କ ବଲ୍ରେ ଏହି…
ଭୋର୍ ସାଢ଼େ ୨ଟାରେ ୟୁକ୍ରେନ୍ ଉପରେ ଆକ୍ରମଣ କରିବ ରୁଷିଆ, ଆମେରିକାର ଦାବି…
ଓ୍ପାଶିଂଟନ, ୧୫।୨ : ୟୁକ୍ରେନ୍ ଉପରେ ବୁଧବାର ସ୍ଥାନୀୟ ସମୟ ଭୋର୍ ସାଢ଼େ ୫ଟାରେ ରୁଷିଆ ଆକ୍ରମଣ କରିବାର ଯୋଜନା କରିଛି ବୋଲି ଆମେରିକା ପ୍ରତିରକ୍ଷା ବିିଭାଗ ପକ୍ଷରୁ ଦାବି କରାଯାଇଛି। ସ୍ଥାନୀୟ ସମୟ ଭୋର୍ ୩ଟାରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର…
୪ ମାସ ମଧ୍ୟରେ ନିଯୁକ୍ତି କ୍ଷେତ୍ର-ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସଂରକ୍ଷଣ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୧୫।୨ : ଆସନ୍ତା ୪ ମାସ ମଧ୍ୟରେ ରାଜ୍ୟରେ ନିଯୁକ୍ତି କ୍ଷେତ୍ରରେ ତଥା ସମସ୍ତ ଶିକ୍ଷାନୁଷ୍ଠାନରେ ଟ୍ରାନ୍ସଜେଣ୍ଡରଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବାକୁ ରାଜସ୍ଥାନ ହାଇକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ସେମାନଙ୍କୁ ସମାଜର ପଛୁଆ ବର୍ଗରେ ସାମିଲ୍ କରିବା…
ଟ୍ରମ୍ପଙ୍କ ସହ ଚା’ ପିଇଲେ ଦେବାକୁ ପଡ଼ୁଛି ୩୭ ଲକ୍ଷ, ଫଟୋ ଉଠାଇବାକୁ ୨୨ ଲକ୍ଷ
ଓ୍ବାଶିଂଟନ,୧୫।୨: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚର୍ଚ୍ଚାରେ ରହିବାକୁ ପସନ୍ଦ କରନ୍ତି। ଏବେ ସେ ନିଜର ବୟାନ ପାଇଁ ନୁହେଁ, ବରଂ ରୋଜଗାରକୁ ନେଇ ଖବର ଶିରୋନାମା ପାଲଟିଛନ୍ତି। ରାଷ୍ଟ୍ରପତି ପଦ ଛାଡ଼ିବା ପରେ ସେ ବ୍ୟକ୍ତିଗତ ଭାବେ କୋଟି…
ବାଇକ୍ ରଖି ଚା’ ପିଉଥିଲେ କଣ୍ଟ୍ରାକ୍ଟର: ଡିକି ଭାଙ୍ଗି ୯୦ ହଜାର ଲୁଟିନେଲେ ଦୁର୍ବୃତ୍ତ
ଝାରସୁଗୁଡା ଅଫିସ, ୧୫।୨: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଜୋବ ନିକଟସ୍ଥ ସୀତାରା ଛକରୁ ମଙ୍ଗଳବାର ଦୁର୍ବୃତ୍ତମାନେ ଏକ ବାଇକ ଡିକି ଭାଙ୍ଗି ୯୦ହଜାର ଟଙ୍କା ଲୁଟ କରି ଫେରାର ହୋଇଯାଇଛନ୍ତି। ଲୁଟର ଶିକାର ହୋଇଥିବା ବ୍ୟକ୍ତି କାଳୀନଗର କଲୋନୀର…
ନିର୍ବାଚନ ପରେ ପେଟ୍ରୋଲ-ଡିଜେଲ ଦାମ୍ ୧୫ ଟଙ୍କା ବଢ଼ିବା ଆଶଙ୍କା, ୮ ବର୍ଷର ରେକର୍ଡ ଭାଙ୍ଗିଲା ଆଶୋଧିତ ତୈଳ…
ନୂଆଦିଲ୍ଲୀ, ୧୫।୨ : ସମ୍ପ୍ରତି ଦେଶର ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ଆଦି ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଜାରି ରହିଛି। ଏହାପରେ ପେଟ୍ରୋଲ-ଡିଜେଲ ଦାମ୍ ୧୫ ଟଙ୍କା ବଢ଼ିବା ଆଶଙ୍କା ସୃଷ୍ଟି ହୋଇଛି। ଅନ୍ତର୍ଜାତୀୟ ବଜାରରେ ଆଶୋଧିତ…
ପୁଣି ପରଦାକୁ ଫେରୁଛି ଏକତା କପୁରଙ୍କ ସୁପରହିଟ ସିରିଏଲ୍
ମୁମ୍ବାଇ: ଟିଭି ପରଦାରେ ପ୍ରସାରିତ ହେଉଥିବା ଏକତା କପୁରଙ୍କ ବେଶ୍ ଲୋକପ୍ରିୟ ଧାରାବାହିକ ‘କଁ୍ୟୁକି ଶାଶ କଭି ବୋହୁ ଥି’ ପୁଣି ଥରେ ପରଦାକୁ ଫେରୁଛି। ସେହି ସମୟରେ ଏକ ଦଶନ୍ଧୀ ଧରି ଘରେ ଘରେ ବେଶ୍ ପରିଚିତ ଓ ଲୋକପ୍ରିୟ…
୪ ମାସ ପରେ ଜେଲ୍ରୁ ବାହାରିଲେ ଆଶିଷ…
ଲଖିମପୁର, ୧୫।୨ : ଉତ୍ତରପ୍ରଦେଶ ଲଖିମପୁର ଖେରି ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଜାମିନ୍ ମିଳିଛି। ୪ ମାସ ପରେ ସେ ଲଖିମପୁର ଜେଲ୍ରୁ ବାହାରକୁ ଆସିଛନ୍ତି। ଗତ ସପ୍ତାହରେ ଆହ୍ଲାବାଦ୍ ହାଇକୋର୍ଟଙ୍କ ଲକ୍ଷ୍ନୌ ବେଞ୍ଚ୍ ଆଶିଷଙ୍କ ଜାମିନ୍ ମଞ୍ଜୁର…
କୋହଲିଙ୍କୁ ଦଳରୁ ବାହାର କରିଦେବେ କି? ପ୍ରଶ୍ନ ଶୁଣି ଏଭଳି କହିଲେ ରୋହିତ
ନୂଆଦିଲ୍ଲୀ,୧୫।୨: କ୍ୟାରିୟରର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛନ୍ତି ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି। ତିନୋଟିଯାକ ଫର୍ମାଟରେ ତାଙ୍କ ପ୍ରଦର୍ଶନ ବହୁତ ଖରାପ ରହିଛି। ଏବେ କୋହଲିଙ୍କ ଫର୍ମକୁ ନେଇ ବଡ଼ ବୟାନ ଦେଇଛନ୍ତି ଅଧିନାୟକ ରୋହିତ ଶର୍ମା।…
ଯୁଦ୍ଧ ହେଲେ ପୃଥିବୀରେ ବଢ଼ିବ ଦରଦାମ୍,ତେଲରେ ଲାଗିବ ନିଆଁ….
ମସ୍କୋ, ୧୫।୨ : ୟୁକ୍ରେନ୍ ଉପରେ ରୁଷିଆର ସମ୍ଭାବ୍ୟ ଆକ୍ରମଣ ନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଆତଙ୍କ ସୃଷ୍ଟି ହୋଇଛି। ଯୁଦ୍ଧ ହେଲେ ପୃଥିବୀରେ ଦରଦାମ୍ ବଢ଼ିବାର ଆଶଙ୍କା ଦେଖାଦେଇଛି। ରୁଷିଆ ପ୍ରାକୃତିକ ଗ୍ୟାସ୍ର ସର୍ବବୃହତ୍ ସପ୍ଲାୟର। ଏହା ସହିତ ଅଶୋଧିତ ତୈଳ…
ଦଣ୍ଡାଦେଶ ଆସିବା ଯାଏ ହଟଓ୍ବାର ଜେଲ୍ରେ ରହିବେ ଲାଲୁ
ରାଞ୍ଚି,୧୫।୨: ଗୋଖାଦ୍ୟ ଦୁର୍ନୀତି ମାମଲା ସହ ଜଡିତ ଡୋରାଣ୍ଡା ଟ୍ରେଜେରୀରୁ ୧୩୯.୩୫କୋଟି ଟଙ୍କା ବେଆଇନ ଭାବେ ପ୍ରତ୍ୟାହାର କରାଯିବା ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ରାଞ୍ଚି ସ୍ଥିତ…
ନର୍ଡ ଷ୍ଟ୍ରିମ-୨ ପ୍ରକଳ୍ପ ଉପରେ ପ୍ରଶ୍ନଚିହ୍ନ…
ଓ୍ବାଶିଂଟନ/ମସ୍କୋ, ୧୫।୨ : ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ ତେବେ ନର୍ଡ ଷ୍ଟ୍ରିମ-୨ ନିର୍ମାଣ କ୍ଷେତ୍ରରେ ସଙ୍କଟ ଉପୁଜିବାର ଆଶଙ୍କା ରହିଛି। ଏହାକୁ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବରୁ କହି…
Archives


