ନେଲ୍ କ୍ୟୁଆର୍ କୋଡ୍ ପ୍ରସ୍ତୁତ କରି ଚର୍ଚ୍ଚାରେ ଶିଶିର
ଟିକିରି,୯ା୫(ଡି.ଏନ୍.ଏ.): ଟେକ୍ନୋଲୋଜି ଯୁଗରେ ମନୁଷ୍ୟ ନିଜର ଆବଶ୍ୟକତାକୁ ପୂରଣ କରିବା ଦିଗରେ ପ୍ରତ୍ୟେକ ଜିନିଷକୁ ସରଳ କରିବାକୁ ଉଦ୍ୟମ ଚଳାଇଛି। ସେହିପରି ଏବେକା ସମୟରେ ବିଭିନ୍ନ ସ୍ଥାନରେ କ୍ୟୁଆର୍ କୋଡ୍(କ୍ୱିକ୍ ରେସ୍ପନ୍ସ କୋଡ୍) ବିଭିନ୍ନ କ୍ଷେତ୍ରରେ ବ୍ୟବହାର ହେଉଛି। ପ୍ରାୟ ସମସ୍ତ…
ଯୌନ ଶୋଷଣ ଅଭିଯୋଗ ମାମଲା: ଝରିଗାଁ ବିଧାୟକଙ୍କୁ ଗିରଫ ଦାବି ତେଜୁଛି
ଉମରକୋଟ,୯ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି।…
ଚିଲିକା ବିଧାୟକଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ରିପୋର୍ଟ ଯାଞ୍ଚ
ଖୋର୍ଦ୍ଧା ଅଫିସ,୯ା୫: ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକଙ୍କ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ପରେ ଅନ୍ତରୀଣ ଜାମିନରେ ଆସିଛନ୍ତି। ରବିବାର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଧାୟକ…
ନିର୍ବାଚନ ପ୍ରତିଶ୍ରୁତି କେତେ ପାଳିଛ ରିପୋର୍ଟ ଦିଅ
ଭୁବନେଶ୍ୱର,୯ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଶାସକ ବିଜେଡି ରାଜ୍ୟବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି(ଇସ୍ତାହାର)କିଭଳି କାର୍ଯ୍ୟକାରୀ ହୋଇଛି ତା’ର ରିପୋର୍ଟ ଦେଖାଯିବ। ଏହାଛଡା ସେସବୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ ବିଭାଗ ଗତ ୩ ବର୍ଷ ମଧ୍ୟରେ କ’ଣ ସବୁ ପଦକ୍ଷେପ ନେଇଛନ୍ତି…
ଉଦଳାରେ ହାଜତ ମୃତ୍ୟୁ
ଉଦଳା,୯ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳାରେ ରବିବାର ହାଜତ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ହେପାଜତରେ ଥିବା ଯୁବକ ପ୍ରଦୀପ ଦାସ(୩୫)ଙ୍କୁ ପିଟି ପିଟି ମାରି ଦିଆଯାଇଥିବା ତାଙ୍କ କକାପୁଅ ଭାଇ ରାଧାକାନ୍ତ ଦାସ କହିଛନ୍ତି। ଘଟଣାକୁ ନେଇ ଉଦଳା ଡାକ୍ତରଖାନାରେ…
ଇଚ୍ଛାମୃତ୍ୟୁ ପାଇଁ ପିହୁ ମା’ଙ୍କ ନିବେଦନ
ବରୀ,୯ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକ ବିଞ୍ଝାରପୁର ଥାନା ଅଧୀନ ମଧୁସୂଦନପୁର ଗ୍ରାମର ପିହୁ ନାମ୍ନୀ ଜଣେ ୨ ବର୍ଷର ଶିଶୁ ୨୦୨୦ ଅଗଷ୍ଟ ୯ରେ ଗାଁ ଦାଣ୍ଡରେ ଖେଳୁଥିବାବେଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ଅପହରଣ କରାଯାଇଥିବା ନେଇ ପିହୁଙ୍କ ମା’…
କୁକୁଡ଼ା ହତ୍ୟାରେ କାନ୍ଦିଲା ପୂରା ସହର
ମିସିସିପିର ଏକ ଛୋଟ ସହରରେ ଗୋଟିଏ କୁକୁଡ଼ାକୁ ହତ୍ୟା କରାଯାଇଛି। ୧୮,୦୦୦ ଜନସଂଖ୍ୟା ବିଶିଷ୍ଟ ସମଗ୍ର ସହରରେ କୁକୁଡ଼ା ହତ୍ୟାକୁ ନେଇ ଉତ୍ତେଜନା ଦେଖାଦେଇଛି। କୁକୁଡ଼ା ମୃତ୍ୟୁକୁ ନେଇ ଲୋକଙ୍କ ଆଖିରେ ଲୁହ ଶୁଖୁନି। ଜଣେ ପୋଲିସ କର୍ମଚାରୀ କୁକୁଡ଼ାକୁ ହତ୍ୟା…
ଇଡଲି ଆମ୍ମାଙ୍କୁ ବଡ଼ ଉପହାର ଦେଲେ ଆନନ୍ଦ ମହିନ୍ଦ୍ରା
ଚେନ୍ନାଇ,୮।୫: ତାମିଲନାଡୁର ଭାଡିଭେଲାମପାଲାୟାମର ବାସିନ୍ଦା ଏମ କମଲାଥଲଙ୍କୁ ମାତୃ ଦିବସରେ ବଡ଼ ଉପହାର ମିଳିଛି। ଇଡଲି ଆମ୍ମା ନାମରେ ଜଣାଶୁଣା କମଲାଥଲଙ୍କୁ ଦେଶର ପ୍ରତିଷ୍ଠିତ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ଏକ ଘର ଭେଟି ଦେଇଛନ୍ତି। ଏନେଇ ମହିନ୍ଦ୍ରା ଟୁଇଟ୍ ଯୋଗେ ସୂଚନା…
ହଠାତ୍ ୟୁକ୍ରେନରେ ପହଞ୍ଚିଲେ ଆମେରିକାର ଫାଷ୍ଟ ଲେଡି
କ୍ୱିଭ୍,୮।୫: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ତ୍ରୀ ତଥା ଫାଷ୍ଟ ଲେଡି ଜିଲ ବାଇଡେନ ରବିବାର ହଠାତ୍ ପଶ୍ଚିମ ୟୁକ୍ରେନରେ ପହଞ୍ଚତ୍ଛନ୍ତି। ଏଠାରେ ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସ୍ତ୍ରୀ ଓଲେନା ଜେଲେନସ୍କାଙ୍କ ସହ ସାକ୍ଷାତ କରିଥିଲେ। ୟୁକ୍ରେନ ସୀମାବର୍ତ୍ତୀ…
ଟସ୍ ଜିତିଲା ଦିଲ୍ଲୀ
ପୁଣେ,୮।୫: ଆଇପିଏଲ ୨୦୨୨ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଉଭୟ ଦଳ ପ୍ଲେ ଅଫରେ ସ୍ଥାନ ପାଇବା…
ପଦ୍ମଶ୍ରୀ ରଜତ କରଙ୍କ ପରଲୋକ
ଭୁବନେଶ୍ୱର,୮।୫(ବ୍ୟୁରୋ): ବିଶିଷ୍ଟ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ପରଲୋକ। ହୃଦ୍ଘାତରେ ରାଜଧାନୀର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କର ପରଲୋକ ଘଟିଛି। ଏନେଇ ତାଙ୍କ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା।…
ବିଧାନସଭା ପାଚେରିରେ ଉଡିଲା ଖଲିସ୍ତାନୀ ପତାକା
ଧର୍ମଶାଳା,୮।୫: ହିମାଚଳ ପ୍ରଦେଶ ଧର୍ମଶାଳା ସ୍ଥିତ ବିଧାନସଭାର ପାଚେରିରେ ରବିବାର ଖଲିସ୍ତାନୀ ପତାକା ଉଡୁଥିବାର ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ, ପାଚେରିରେ ଖଲିସ୍ତାନ ସମର୍ଥରେ ସ୍ଲୋଗାନ ମଧ୍ୟ ଲେଖାଯାଇଛି। ପୋଲିସ ଏହି ଘଟଣାର ସୂଚନା ପାଇବା ମାତ୍ରେ ତୁରନ୍ତ ପତାକା…

