Home

ଆରାମଦାୟକ ‘ଡଗ୍‌ ବେଡ୍‌’

କିଛି କଥା ଶୁଣିବାକୁ ଅଜବ ଲାଗୁଥିଲେ ମଧ୍ୟ ଏହା ଶତ ପ୍ରତିଶତ ସତ ହୋଇଥାଏ। ଏବେ ମଣିଷମାନଙ୍କ ପାଇଁ ଏକ ବେଡ୍‌ ତିଆରି ହୋଇଛି। ଯାହାର ନାମ୍‌ ଡଗ୍‌ ବେଡ୍‌। ଏହା କୁକୁର ପରି ତିଆରି ହୋଇଛି। ଏହା ଉପରେ କୁକୁରମାନଙ୍କ…

ହିସାରରେ ୫ ହଜାର ବର୍ଷ ପୁରାତନ ସହରର ସନ୍ଧାନ…

ହିସାର, ୮।୫ : ହରିୟାଣାର ହିସାରରେ ୫ ହଜାର ବର୍ଷ ପୁରାତନ ସହରର ସନ୍ଧାନ ମିଳିଛି। ମାଟିତଳେ ପୋତି ହୋଇଥିବା ହରପ୍ପା ସଭ୍ୟତା ସମୟର ଏହି ସହର ବୋଲି ପ୍ରତ୍ନତାତ୍ତ୍ୱିକ ଖନନ ବେଳେ ପ୍ରମାଣ ମିଳିଛି। ପାଞ୍ଚ ହଜାର ବର୍ଷ ପୂର୍ବେ…

ବ୍ରଜରାଜନଗର ଉପନିର୍ବାଚନ: ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କଲା ଭାଜପା

ଝାରସୁଗୁଡା ଅଫିସ,୮।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆସନ୍ତା ୩୧ତାରିଖରେ ନିର୍ବାଚନ ହେବ। ଏହାକୁ ନେଇ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ପକ୍ଷରୁ ପ୍ରାର୍ଥୀ କିଏ ହେବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଭାଜପାରେ…

ପୁଣି ରିମାଣ୍ଡରେ ଗଲେ ପାୟଲ-ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡପ ମାମଲାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଏବଂ ପ୍ରେମିକ ବିକାଶ କୁମାର ପୁଣି ରିମାଣ୍ଡରେ ଯିବେ। ଏହି ପ୍ରେମୀ ଯୁଗଳଙ୍କୁ ତମାଣ୍ଡୋ ଥାନା ପୋଲିସ ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡରେ…

ଇସ୍ପାତ କାରଖାନାରେ ଶ୍ରମିକଙ୍କ ଆକ୍ରମଣ, ୧୯ ପୋଲିସ ଆହତ, ୧୨ ଗାଡ଼ି କ୍ଷତିଗ୍ରସ୍ତ…

ପାଲଘର, ୮।୫ : ମହାରାଷ୍ଟ୍ରର ପାଲଘରର ଇସ୍ପାତ କାରଖାନା ଉପରେ ଏକ ଭିଡ଼ ଆକ୍ରମଣ ଘଟଣା ଘଟିଛି। ଭିଡ଼ରେ ଅଧିକାଂଶ ଲୋକ ଶ୍ରମିକ ସଂଗଠନ ସହିତ ଜଡିତ ଏବଂ ଶ୍ରମିକ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇସ୍ପାତ…

ୟୁକ୍ରେନ ସ୍କୁଲ ଉପରେ ରୁଷିଆର ବୋମାମାଡ଼

କ୍ୱିଭ୍‌,୮ା୫: ୟୁକ୍ରେନର ବିଲୋହୋରିଭ୍‌କାସ୍ଥିତ ଏକ ସ୍କୁଲରେ ରୁଷିଆ ବୋମାମାଡ଼ କରିଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୦ ଜଣଙ୍କ ମୃତ୍ୟୁ ଆଶଙ୍କା ରହିଛି। ରବିବାର ଦେଶର ଲୁହାନସ୍କ ଅଞ୍ଚଳର ରାଜ୍ୟପାଳ ଶେରି ଗାଇଦାଇ ଏହି ସୂଚନା ଦେଇଛନ୍ତି। ଗାଇଦାଇ କହିଛନ୍ତି,…

ଐତିହାସିକ ରେକର୍ଡ, ଏପ୍ରିଲ୍‌ରେ କାଶୀ ବିଶ୍ୱନାଥ ମନ୍ଦିରକୁ ମିଳିଛି ୫.୪୫ କୋଟି ଦାନ…

ବାରାଣସୀ, ୮।୫ : ଶ୍ରୀ କାଶୀ ବିଶ୍ୱନାଥ ଧାମ ନିର୍ମାଣ ହେବା ପରଠାର ଏକ ମାସ ମଧ୍ୟରେ ସର୍ବାଧିକ ଦାନ ପାଇଁ ଏକ ଐତିହାସିକ ରେକର୍ଡ ହୋଇଛି। ପ୍ରକାଶିତ ତଥ୍ୟ ଅନୁଯାୟୀ, ଏପ୍ରିଲ ମାସରେ ମନ୍ଦିରକୁ ୫.୪୫ କୋଟି ଟଙ୍କାର ଦାନ…

ଦିଲ୍ଲୀ ଗସ୍ତରେ କଂଗ୍ରେସ ନେତା

ଭୁବନେଶ୍ବର,୮।୫(ବ୍ୟୁରୋ): ଦଳୀୟ ହାଇକମାଣ୍ଡଙ୍କ ଡାକରାରେ ଦିଲ୍ଲୀ ଗସ୍ତ କଲେ କଂଗ୍ରେସ ନେତା। ରବିବାର ଶରତ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ, ସୁରେଶ ରାଉତରାୟ, ସନ୍ତୋଷ ସିଂହ ସାଲୁଜା, ରାଜନ ଏକ୍କା, ରମେଶ ଜେନା, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଓ…

ଏମିତି ଦ୍ୱୀପ, ଯାହା ଦେଖିବାକୁ କଦଳୀ ପରି

ବିଶ୍ୱରେ ଏମିତି ଏକ ଦ୍ୱୀପ ରହିଛି, ଯାହା ଦେଖିବାକୁ କଦଳୀ ପରି। ଏମିତି ଆକୃତିର ଦ୍ୱୀପ ନାଇଜେରିଆର ଲାଗୋସରେ ରହିଛି। ଏହି ଦ୍ୱୀପର ନାଁ ‘ବାନାନା ଆଇସ୍‌ଲାଣ୍ଡ୍‌’। ନାଁ ଶୁଣି ଆପଣ ଭାବିବେନି ଯେ, ଏଠାରେ କଦଳୀ ବୋଧେ ବହୁତ ଚାଷ…

ରାଜ୍ୟର ୪ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରେ ସୃଷ୍ଟ ଅବପାତ ବାତ୍ୟା ‘ଅସାନି’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୦ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

କୁଲଗାମ୍‌ ଏନ୍‌କାଉଣ୍ଟର, ପାକିସ୍ତାନୀ ଆତଙ୍କବାଦୀ ନିହତ…

ଶ୍ରୀନଗର, ୮।୫ : ଜମ୍ମୁ-କଶ୍ମୀରର କୁଲଗାମ ଅଞ୍ଚଳରେ ଆତଙ୍କବାଦୀ ଏବଂ ମିଳିତ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ରବିବାର ସକାଳ ୮ଟା ୫୦ରେ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ…

ହିମାଚଳପ୍ରଦେଶ ବିଧାନସଭା ମୁଖ୍ୟ ଫାଟକରେ ଖଲିସ୍ତାନ ପତାକା…

ଶିମଲା, ୮।୫ : ହିମାଚଳପ୍ରଦେଶର ବିଧାନସଭାର ମୁଖ୍ୟ ଫାଟକରେ ଖାଲିସ୍ତାନ ସମର୍ଥକ ପତାକା ଲଗାଯାଇଛି। ଏନେଇ ଉତ୍ତେଜନା ପ୍ରକାଶ ପାଇଛି। ଧର୍ମଶାଳାରେ ସ୍ଥାନୀୟ ଲୋକ ପ୍ରଶାସନକୁ ଏ ବିଷୟରେ ଅବଗତ କରାଇଥିଲେ। ପରେ ପତାକା ହଟାଇବା ସହିତ ତଦନ୍ତ ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?