Home

ୟୁକ୍ରେନ୍‌ ଯୁଦ୍ଧକୁ ବିବାଦ ଭାବେ ଉଲ୍ଲେଖ କଲା ଜାତିସଂଘ ସୁରକ୍ଷା ପରିଷଦ…

ନ୍ୟୁୟର୍କ, ୮।୫ : ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନଏସ୍‌ସି) ପ୍ରଥମ ଥର ପାଇଁଦ୍‌ ସର୍ବସମ୍ମତି କ୍ରମେ ଏହାର ବିବୃତ୍ତି ଜାରି କରିଛି। ୧୦ ସପ୍ତାହ ଧରି ଚାଲିଥିବା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ମିଳିତ ଜାତିସଂଘର ସେକ୍ରେଟେରୀ…

ତାଇଓ୍ବାନ ଆକାଶ ମାର୍ଗରେ ଅନୁପ୍ରବେଶ କଲେ ୧୮ ଚାଇନା ବିମାନ…

ତାଇପେଇ ସିଟି, ୮।୫ : ତାଇୱାନର ଆକାଶ ମାର୍ଗରେ ଚାଇନାର ୧୮ଟି ସାମରିକ ବିମାନ ଅନୁପ୍ରବେଶ କରିଛି। ଏନେଇ ତାଇଓ୍ବାନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସାମରିକ ବିମାନ ଗୁଡିକ ତାଇଓ୍ବାନର ବାୟୁ ପ୍ରତିରକ୍ଷା ଜୋନରେ ପ୍ରବେଶ କରିଛି। ଇତିମଧ୍ୟରେ ଚଳିତ…

ସକ୍ରିୟ ମାମଲା ୨୦ ହଜାର ଟପିଲା…

ନୂଆଦିଲ୍ଲୀ, ୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଗୋଟିଏ କମ୍ପାନୀରେ ୮୪ ବର୍ଷ

ବୟସ ୧୦୦ ବର୍ଷ। ତଥାପି ସେ ଅଫିସ୍‌ ଯାଉଛନ୍ତି, ନିଷ୍ଠାର ସହ କାମ କରୁଛନ୍ତି। ସେପୁଣି ଗୋଟିଏ ଅଫିସ୍‌ରେ ଦୀର୍ଘ ୮୪ ବର୍ଷ ଧରି ଅର୍ଥାତ୍‌ ୧୯୩୮ରୁ ଆଜିଯାଏଁ କାମ କରି ଆସୁଛନ୍ତି। ତେଣୁ ତାଙ୍କ ନାମ ପୃଥିବୀର ସବୁଠାରୁ ଅନୁଗତ…

ବିଜୟ ଦିବସ ପରେଡ ଅଭ୍ୟାସରେ ଥର୍ମୋନ୍ୟୁକ୍ଲିୟର ମିଶାଇଲ ପ୍ରଦର୍ଶନ କରି ପଶ୍ଚିମ ଦେଶକୁ ଚେତାବନୀ ଦେଲା ରୁଷିଆ

ମସ୍କୋ,୮ ।୫: ଆଉ ମାତ୍ର ଦିନକ ପରେ ରୁଷିଆ ପାଳନ କରିବାକୁ ଯାଉଛି ତା’ର ବିଜୟ ଦିବସ ବା ଭିକ୍ଟ୍ରି ଡେ’ । ଏଥିପାଇଁ ପ୍ରସ୍ତୁତି ଯୋରସୋରରେ ଚାଲିଛି । ବିଜୟ ଦିବସ ପରେଡ ଅଭ୍ୟାସ ସମୟରେ ରୁଷିଆ ପଶ୍ଚିମ ଦେଶକୁ…

୫ ବର୍ଷରେ ୧% ମହିଳାଙ୍କୁ ନିଯୁକ୍ତି

ନୂଆଦିଲ୍ଲୀ,୮।୫: ଭାରତରେ ମାତ୍ର ୩୨% ବିବାହିତା ମହିଳା ଓ ଝିଅ (୧୫ରୁ ୪୯ ବର୍ଷୀୟା) ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩% ରୋଜଗାର କରୁଥିବାବେଳେ ଅବଶିଷ୍ଟ ୧୫ ପ୍ରତିଶତ ଅର୍ଥ ଉପାର୍ଜନ କରନ୍ତି ନାହିଁ। ଜାତୀୟ ପରିବାର ସ୍ବାସ୍ଥ୍ୟ…

ଖାର୍କିଭ ଦଖଲ ଲକ୍ଷ୍ୟରେ ରୁଷିଆ, ନଷ୍ଟକଲା ଆମେରିକା-ୟୁରୋପୀୟ ଅସ୍ତ୍ର ଭଣ୍ଡାର

କ୍ୱିଭ,୮ ।୫: ମାରିଉପୋଲକୁ ନିଜ କବଜାକୁ ଆଣିବା ପରେ ଏବେ ରୁଷିଆ ସେନାଙ୍କ ଲକ୍ଷ୍ୟରେ ରହିଛି ଡୋନେସ୍କ, ଲୁହାଂନ୍ସ ଓ ଖାର୍କିଭ । ଖାର୍କିବ ଦଖଲ ଟାର୍ଗେଟରେ ଥିବା ରୁଷିଆ ସେନା ଶନିବାର ୟୁକ୍ରେନ ସେନାର ଆକ୍ରମଣକୁ ଦୁର୍ବଳ କରିବାକୁ ଉକ୍ତ…

କେକେଆର୍‌ର ଶୋଚନୀୟ ପରାଜୟ…

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଶୋଚନୀୟ ପରାଜୟ ସ୍ୱୀକାର କରିଛି । ଧାର୍ଯ୍ୟ ୧୭୭ ରନ୍ ଲକ୍ଷ୍ୟର ପିଛା କରି କେକେଆର୍ ୧୪.୩…

୧୫ ଦିନ ହେବ ଟ୍ରାନ୍ସଫର୍ମର ଅଚଳ, ଅନ୍ଧାରରେ ଉପଭୋକ୍ତା

କୋକସରା,୭ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋତମୁଣ୍ଡା ପଞ୍ଚାୟତର କରାଡଙ୍ଗରୀପଡ଼ା ଓ ଟେମେରା ପଞ୍ଚାୟତର ଖୁର୍ସେଲଗୁଡ଼ା ଗ୍ରାମରେ ଥିବା ବିପିଏଲ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ୧୫ ଦିନ ହେବ ପୋଡ଼ିଯାଇଛି। ଫଳରେ ଉଭୟ ଗ୍ରାମର ଉପଭୋକ୍ତା ଅନ୍ଧାରରେ ଦିନ କାଟୁଛନ୍ତି। କରାଡଙ୍ଗରୀ ପଡ଼ାରେ…

ଫଳ କିଣାକୁ ନେଇ ୨ ଗ୍ରାହକଙ୍କୁ ହାଣିଲେ ଦୋକାନୀ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଶନିବାର ଜଣେ ଫଳ ଦୋକାନୀଙ୍କ ଆକ୍ରମଣରେ ପୌରାଞ୍ଚଳ ଅନ୍ତର୍ଗତ ବୈଦ୍ୟରାଜପୁରର କେବୁଲ ବ୍ୟବସାୟୀ ସଞ୍ଜିତ୍‌ କୁମାର ସାହୁ ଓ ତାଙ୍କର ଜଣେ ସହଯୋଗୀ ପ୍ରମୋଦ ପରିଡ଼ା ଗୁରୁତର ହୋଇଛନ୍ତି। ସଞ୍ଜିତ୍‌ଙ୍କ ବେକକୁ…

ଅପରାଧିଙ୍କୁ ସୁରକ୍ଷା ଦେଉଛନ୍ତି ଭାଜପା ସରକାର, ସିସୋଦିଆଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୭।୫ : ଆମ୍‌ ଆଦ୍‌ମୀ ପାର୍ଟି ପକ୍ଷରୁ ଭାଜପା ସରକାରଙ୍କ ଟାର୍ଗେଟ କରାଯାଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ ଶନିବାର କହିଛନ୍ତି ଯେ, ଭାଜପା ସରକାର ଅପରାଧିଙ୍କୁ ସୁରକ୍ଷା ଦେଉଛନ୍ତି। ପଞ୍ଜାବ ହିଂସାକାଣ୍ଡରେ ଭାଜପା ଏଭଳି କରିଥିବା ସିସୋଦିଆ ଅଭିଯୋଗ…

କେକେଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୭୭ …

ମୁମ୍ବାଇ, ୭।୫: ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୩ ତମ ମ୍ୟାଚ୍‌ରେ ଶନିବାର କୋଲକାତା ନାଇଟ୍‌ ରାଇଡର୍ସ୍‌(କେକେଆର) ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ପୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?