ଦୈନିକ ସଂକ୍ରମଣ ୪୦ ହଜାର ତଳେ…
ନୂଆଦିଲ୍ଲୀ, ୧୪।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି…
ଏନ୍ଏଚ୍ଆର୍ସିରେ ମଡେଲ ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା
ଭୁବନେଶ୍ୱର,୧୪।୨(ବ୍ୟୁରୋ): ଇନ୍ଫୋସିଟି ଥାନା ନନ୍ଦନବିହାର ଅଞ୍ଚଳରେ ରହୁଥିବା ମଡେଲର ସୌମ୍ୟରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟାକୁ ୧୩ଦିନ ବିତିଛି। ପରିବାର ଲୋକଙ୍କ ଅଭିଯୋଗ ସତ୍ତ୍ୱେ ସୌମ୍ୟଙ୍କ ପ୍ରେମିକା ଓ ତାଙ୍କ ପରିବାର ଲୋକଙ୍କ ବିରୋଧରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇନାହିଁ। ତେଣୁ ଭାରତୀୟ ବିକାଶ…
ଅପମୃତ୍ୟୁ ମାମଲା କରି ବସିପଡ଼ିଛି ପୋଲିସ
କଟକ,୧୪।୨: କଟକ-ଭୁବନେଶ୍ୱର ମଝି ବମ୍ଫକୁଦଠାରେ ଘରୋଇ ଠିକା ସଂସ୍ଥା ଦ୍ୱାରା ନିର୍ମାଣାଧୀନ ୮ତାଲା ବିଶିଷ୍ଟ ଅଟାଳିକାରୁ ପଡ଼ି ଶନିବାର ଜଣେ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ମୃତ ଶ୍ରମିକ ମୟୂରଭଞ୍ଜର ସୁକାନ୍ତ ତନ୍ତୀ (୪୦)। ସେ ଦୀର୍ଘ ଦିନ ହେବ ଉକ୍ତ ଠିକା…
ଅନ୍ଲାଇନ୍, ଅଫ୍ଲାଇନ୍ରେ ହେବ କ୍ଲାସ ପ୍ରମୋଶନ ପରୀକ୍ଷା
ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜ୍ୟରେ ସ୍କୁଲ୍ଗୁଡ଼ିକ ପର୍ଯ୍ୟାୟକ୍ରମେ ଖୋଲୁଛି। ଅଷ୍ଟମରୁ ଦ୍ୱାଦଶ ପାଠପଢ଼ା ଆରମ୍ଭ ହୋଇଛି। ସେହିଭଳି ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲୁଥିଲେ ମଧ୍ୟ ପାଠପଢ଼ା ୨୮ରୁ ଆରମ୍ଭ ହେବ। ସେ ପର୍ଯ୍ୟନ୍ତ ଅନ୍ଲାଇନ୍ରେ କ୍ଲାସ୍ ଚାଲୁଥିବ। ତେବେ ସ୍କୁଲ୍…
ମନରେ ସେବା ଭରିଦେଲା ପ୍ରେମ
ପୁରୀ ଅଫିସ,୧୪।୨: ଦରିଆ ସେପାରିର ପ୍ରେମ। ଏହି ପ୍ରେମ ଭିତରେ ମାଇଲ ମାଇଲର ଦୂରତା। ଭାଷା, ଚାଲିଚଳଣି ଓ ପରମ୍ପରା ଦୃଷ୍ଟିକୋଣରୁ ଉଭୟ ଏକଦମ୍ ଭିନ୍ନ। ତଥାପି ମିଶିଛି ମନ। ଦୁହେଁ ପରସ୍ପରର ହୃଦୟର ଭାଷାକୁ ବୁଝିପାରି ବିବାହ ବନ୍ଧନରେ ବାନ୍ଧି…
ପ୍ରଶଂସିକାରୁ ଜୀବନସାଥୀ: ଶ୍ରୀତମ ଦାସ
ପ୍ରଶଂସିକାରୁ ଜୀବନସାଥୀ – ଶ୍ରୀତମ ଦାସ (ଅଭିନେତା) ପ୍ରଶଂସିକାରୁ ପ୍ରେମିକା ଏବଂ ପରେ ଜୀବନସାଥୀ। ବିବାହର ୬/୭ ବର୍ଷ ପୂର୍ବରୁ ଭୁବନେଶ୍ୱରରେ ମୋ ସହ ପୁନମ୍ଙ୍କର ଦେଖା ହୋଇଥିଲା। ପରେ ହଠାତ୍ ଦିନେ ପୁନମ୍ ମୋତେ ଫୋନ୍ କରିଥିଲେ। ଧୀରେ ଧୀରେ…
ଜେଲେନସ୍କିଙ୍କୁ ବାଇଡେନ୍ଙ୍କ ପ୍ରତିଶ୍ରୁତି ପୁଟିନ୍ଙ୍କୁ ଦିଆଯିବ କଡ଼ା ଜବାବ…
ଓ୍ବାଶିଂଟନ୍/କାଇଭ୍,୧୪ା୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନ ପ୍ରତିପକ୍ଷ ଭୋଲୋଡିମିର ଜେଲେନସ୍କିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ କଲେ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ଙ୍କୁ କଡ଼ା ଜବାବ ଦିଆଯିବ। ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ନେଇ…
ଭାଲେଣ୍ଟାଇନ୍ @ ୭୪
ପ୍ରେମୀଯୁଗଳଙ୍କ ପାଇଁ ଉଦାହରଣ ପାଲଟିଛନ୍ତି କଟକର ବାଳକୃଷ୍ଣ ମାଝୀ ଓ ଆଲୋଚନା ଦେବୀ। ବିବାହର ୭୪ ବର୍ଷ ପରେ ମଧ୍ୟ ଉଭୟଙ୍କ ପରସ୍ପର ପ୍ରତି ଭଲପାଇବା କମିନାହିଁ। ବାରଙ୍ଗ ବ୍ଲକ ଅଧୀନ କେନ୍ଦୁପାଟଣା ଗ୍ରାମରେ ଉଭୟ ଜନ୍ମଗ୍ରହଣ କରିଥିଲେ। ଆଲୋଚନାଙ୍କ ବାପା…
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ୧୬୫ ବିଧାନସଭା ଆସନ ପାଇଁ ମତଦାନ ଜାରି…
ଲକ୍ଷ୍ନୌ/ପଣଜୀ/ଡେରାଡୁନ୍,୧୪ା୨: ସୋମବାର ୩ ରାଜ୍ୟର ୧୬୫ ଆସନରେ ମତଦାନ ଆରମ୍ଭ ହୋଇଛି। ସେଥିମଧ୍ୟରେ ଉତ୍ତରପ୍ରଦେଶରେ ଦ୍ୱିତୀୟ ପର୍ଯ୍ୟାୟରେ ୯ ଟି ଜିଲାର ୫୫ ଆସନରେ ଭୋଟିଂ ଜାରି ରହିଛି। ଅପରପକ୍ଷରେ ଗୋଆ ଓ ଉତ୍ତରାଖଣ୍ଡରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଦାନ…
ପ୍ରେମ ପାଇଁ…
ପ୍ରେମର ପରିଭାଷାକୁ ପରିପ୍ରକାଶ ପାଇଁ ପାଳନ ହେଉଛି ପ୍ରେମ ଦିବସ ବା ଭାଲେଣ୍ଟାଇନ୍ସ ଡେ’। ଏହି ଦିନଟିକୁ ସ୍ମରଣୀୟ କରିବା ପାଇଁ ରାଜଧାନୀ ସମେତ ସବୁଠି ସ୍ବତନ୍ତ୍ର ପ୍ରସ୍ତୁତି । କେହି କେହି ନିଜ ପାର୍ଟନର ସହ ଲଙ୍ଗ୍ଡ୍ରାଇଭ୍ରେ ଯିବାକୁ ପ୍ଲାନ୍…
ନାଗପୁରରୁ ମୁମ୍ବାଇ ବୁଲେଟ୍ ଟ୍ରେନ୍ ୩.୫ ଘଣ୍ଟା ଲାଗିବ
ନାଗପୁର,୧୪।୨: ନାଗପୁରରୁ ମୁମ୍ବାଇ ମଧ୍ୟରେ ବୁଲେଟ ଟ୍ରେନ୍ ଚଳାଚଳ ପାଇଁ ଭାରତୀୟ ରେଲଓ୍ବେ ପ୍ରସ୍ତାବ ରଖିଛି। ସମୃଦ୍ଧି ଏକ୍ସପ୍ରେସ୍ ପ୍ରସ୍ତୁତ ହୋଇଗଲେ ଏହି ଦୁଇ ସହର ମଧ୍ୟରେ ୭୬୬ କିଲୋମିଟର ଦୂରତା ଅତିକ୍ରମ କରିବାକୁ ମାତ୍ର ୩.୫ ଘଣ୍ଟା ସମୟ ଲାଗିବ।…
୪୪% କୋଭିଡ୍ ମୃତ୍ୟୁରେ ପ୍ରଭାବିତ ହୋଇଥିଲା ଫୁସ୍ଫୁସ୍
ମୁମ୍ବାଇ,୧୪।୨: କରୋନା ମହାମାରୀର ତୃତୀୟ ଲହର ବେଳେ ଜାନୁୟାରୀରେ ପ୍ରାଣ ହରାଇଥିବା ରୋଗୀଙ୍କ ମଧ୍ୟରୁ ପ୍ରାୟ ୪୪ ପ୍ରତିଶତଙ୍କ ଫୁସ୍ଫୁସ୍ କ୍ଷତିଗ୍ରସ୍ତ ହୋଇଥିଲା। ସେମାନଙ୍କଠାରେ ଗୁରୁତର ଶ୍ୱାସକ୍ରିୟା ସମସ୍ୟା ଓ ଅନ୍ୟାନ୍ୟ ଜଟିଳତା ଦେଖାଦେଇଥିଲା ବୋଲି ମହାରାଷ୍ଟ୍ର ସରକାରଙ୍କ କୋଭିଡ୍ ମୃତ୍ୟୁ…
Archives


