Home

ଏମିତି ଏକ ସ୍ଥାନ, ଯାହା ଅବିକଳ ଭାରତ ମାନଚିତ୍ର ପରି

ଆମ ଦେଶରେ ଏପରି ଅନେକ ଜିନିଷ ଅଛି, ଯାହା ବିଷୟରେ ଆମେ କେହି ସମ୍ପୂର୍ଣ୍ଣ ଜାଣି ନ ଥାଉ। ଭାରତ ସହ ଜଡ଼ିତ ଆଶ୍ଚର୍ଯ୍ୟଜନକ କଥା ଜାଣିଲେ ଦେଶର ଗର୍ବ ବଢ଼ିଥାଏ। ହିମାଳୟଠାରୁ ନୀଳଗିରି ଏବଂ ଗୁଜରାଟରୁ ଅରୁଣାଚଳ ପ୍ରଦେଶ ପର୍ଯ୍ୟନ୍ତ…

ଶୂନ-କୋଭିଡ ନୀତି ପାଳନ ନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରପତିଙ୍କ ଚେତାବନୀ…

ବେଜିଂ, ୭।୫ : ଚାଇନାରେ ଶୂନ-କୋଭିଡ ନୀତି ଜାରି ଯୋଗୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସାଂଘାଇ ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସାଧାରଣ ନାଗରିକଙ୍କ ଏହା ପାଳନ କରିବାକୁ ରାଷ୍ଟ୍ରପତି ଶି ଜିନପିଙ୍ଗ କଡା ଚେତାବନୀ ଦେଇଛନ୍ତି। ଜିନପିଙ୍ଗ କହିଛନ୍ତି…

ଲ୍ୟାଣ୍ଡଫଲ କରିବ ନାହିଁ ବାତ୍ୟା

ଭୁବନେଶ୍ୱର,୭।୫(ବ୍ୟୁରୋ): ସ୍ଥଳଭାଗ ଛୁଇଁବ ନାହିଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା। ଏନେଇ ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବନି। ବରଂ ୧୦ ତାରିଖ ସନ୍ଧ୍ୟା ପରେ ବାତ୍ୟା ଦିଗ…

ବେଲୁଚିସ୍ତାନରେ ଭୂକମ୍ପ ଝଟ୍‌କା: ୨୦୦ ପରିବାର ବାସହୀନ

ଇସଲାମାବାଦ,୭ା୫: ପାକିସ୍ତାନର ବେଲୁଚିସ୍ତାନରେ ବଡ଼ ଧରଣର ଭୂକମ୍ପ ହୋଇଛି। ଭୂକମ୍ପ ପରେ ଖୁଜଦାର ଜିଲାରେ ଅତି କମ୍‌ରେ ୮୦ଟି ଘର ଭୁଶୁଡ଼ି ପଡ଼ିବାରୁ ୨୦୦ରୁ ଅଧିକ ପରିବାର ବାସହୀନ ହୋଇପଡ଼ିଛନ୍ତି। ପାଣିପାଗ ବିଭାଗ ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଔରନାଜୀ ନିକଟରେ ଥିଲା।…

ଟୁଇଟର ଡିଲ୍‌ରେ ନୂଆ ପ୍ରତିବନ୍ଧକ, ଏଲୋନ ମସ୍କଙ୍କ ବିରୋଧରେ ମାମଲା, ୨୦୨୫ ପର୍ଯ୍ୟନ୍ତ ରୋକ ଦାବି …

ଓ୍ବାଶିଂଟନ୍‌, ୭।୫ : ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର କ୍ରୟ ଘୋଷଣା କରିଥିବା ଏଲୋନ ମସ୍କଙ୍କ ଅସୁବିଧା ବଢ଼ିବାରେ ଲାଗିଛି। ଫ୍ଲୋରିଡା ପେନ୍‌ସନ ଫଣ୍ଡ୍‌ ଏହି ଡିଲକୁ ବନ୍ଦ କରିବା ପାଇଁ ମସ୍କ ଏବଂ ଟୂଇଟର ବିରୋଧରେ ମାମଲା ରୁଜୁ କରିଛି।…

ଏଣିକି ମଦ ପିଇ ଗାଡ଼ି ଚଳାଇଲେ ସିଧା କୋର୍ଟଚାଲାଣ

ଭୁବନେଶ୍ୱର,୭।୫(ବ୍ୟୁରୋ): ମଦ ପିଇ ଗାଡ଼ି ଚଳାଇଲେ ପଡ଼ିବେ ଅସୁବିଧାରେ। କାରଣ ଏଣିକି ଜରିମାନା ନୁହେଁ ବରଂ ଚାଳକମାନଙ୍କୁ ଅଟକ ରଖି କୋର୍ଟଚାଲାଣ କରାଯିବ। ଦରକାର ପଡ଼ିଲେ ସେମାନଙ୍କର ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ। ମଦ୍ୟପ ଡ୍ରାଇଭରଙ୍କୁ ସାବାଡ କରିବାକୁ ଯାଇ…

ଗିନିଜ ବୁକ୍‌ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଲା କେନ୍ଦୁଝରର ୭୨ ଫୁଟର ରଥ

କେନ୍ଦୁଝର,୭।୫(ସ୍ବ.ପ୍ର.): କେନ୍ଦୁଝରର କାଠରେ ନିର୍ମିତ ରଥ ବିଶ୍ୱର ସବୁଠାରୁ ଉଚ୍ଚ ରଥର ମାନ୍ୟତା ଲାଭ କରିବା ସହ ଗିନିଜ ବୁକ୍ସ ଅଫ୍‌ ୱାର୍ଲଡ୍‌ ରେକର୍ଡସରେ ସ୍ଥାନ ପାଇଛି। ଉପଜିଲାପାଳ ରାମଚନ୍ଦ୍ର କିସ୍କୁ ଏନେଇ ସୂଚନା ଦେଇଛନ୍ତି। କେନ୍ଦୁଝରର ରଥଯାତ୍ରାରେ ତିନି ଠାକୁର…

ପିବିକେଏସ୍‌ ଜିତିଲା ଟସ୍‌, ପ୍ରଥମେ ବ୍ୟାଟିଂ…

ମୁମ୍ବାଇ, ୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୨ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ (ଆର୍‌ଆର୍‌) ବିପକ୍ଷରେ ପଞ୍ଜାବ କିଙ୍ଗସ(ପିବିକେଏସ୍‌) ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ପିବିକେଏସ୍‌…

୩୦ ତଳେ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ସରକାରୀ ବସ୍‌ରେ ଯାତ୍ରା କଲେ ଷ୍ଟାଲିନ୍‌

ଚେନ୍ନାଇ,୭।୫: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ୍‌ଙ୍କ ଉଦାରତା ସାମ୍ନାକୁ ଆସିଛି। ସରକାରୀ ବସ୍‌ରେ ସାଧାରଣ ଜନତାଙ୍କ ସହ ଯାତ୍ରା କଲେ ଷ୍ଟାଲିନ୍‌। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଷ୍ଟାଲିନ୍‌ ସରକାର ଶନିବାର ନିଜର…

ଚର୍ଚ୍ଚିତ ସୁବେର ହତ୍ୟା ମାମଲାରେ ୩ଆରଏସ୍‌ଏସ୍‌ କର୍ମକର୍ତ୍ତା ଗିରଫ

ଥିରୁଭାନ୍ତପୁରମ,୭।୫: ସୁବେର ହତ୍ୟା ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କେରଳ ପୋଲିସ ୩ଜଣ ଆରଏସ୍‌ଏସ୍‌ କର୍ମକର୍ତ୍ତାଙ୍କୁ ଗିରଫ କରିଛି। ଶନିବାର ଏହି ହତ୍ୟା ମାମଲାରେ ସୁଚିତ୍ରାନ, ଗିରିଶ ଏବଂ ଜିନେଶ ନାମକ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ,…

ଟିଏମ୍‌ସି ଏମ୍‌ପିଙ୍କ ପତ୍ନୀ ରୁଜିରାଙ୍କ ନାଁରେ ଓ୍ବାରେଣ୍ଟ

କୋଲାକାତା,୭।୫: ତୃଣମୂଳ କଂଗ୍ରେସର ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। କୋଇଲା ଚୋରା ଚାଲାଣ ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ବୋହୁ ରୁଜିରାଙ୍କ ନାଁରେ ୱାରେଣ୍ଟ ଜାରି ହୋଇଥିବା ଜଣାପଡ଼ିଛି। କୋଇଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?