ବରଯାତ୍ରୀରେ ନାଚୁଥିବା ବେଳେ ଚାଲିଗଲା ଯୁବକଙ୍କ ଜୀବନ
ଉଜ୍ଜେନ,୭।୫: ମଧ୍ୟପ୍ରଦେଶର ଉଜ୍ଜେନରେ ଏକ ଅଘଟଣ ଘଟିଛି। ବରଯାତ୍ରୀରେ ଡିଜେ ବାଜୁଥିବା ବେଳେ ନାଚୁ ନାଚୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଡିଜେର ତୀବ୍ର ଶବ୍ଦ ଯୋଗୁ ଉକ୍ତ ଯୁବକଙ୍କ ହାର୍ଟ ଆଟାକ୍ ହେବାରୁ ମୃତ୍ୟୁ ହୋଇଥିବା ନେଇ ଚିକିତ୍ସା କରୁଥିବା…
ପୋଲିସକର୍ମୀଙ୍କ ଉପରେ ଗୁଳି ଚଳାଇଲେ ଆତଙ୍କବାଦୀ
ଶ୍ରୀନଗର,୭।୫:ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ନିଜର ଦବ୍ଦବା ଜାରି ରଖିଛନ୍ତି। କେତେବେଳେ ଯବାନ ତ କେତେବେଳେ ପୋଲିସଙ୍କୁ ଆଉ କେତେବେଳେ ସାଧାରଣ ନାଗରିକଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରୁଛନ୍ତି। ଇତିମଧ୍ୟରେ ଶନିବାର ସକାଳେ କେନ୍ଦ୍ରୀୟ କଶ୍ମୀରର ଶ୍ରୀନଗର ଜିଲାରେ ଜଣେ ପୋଲିସକର୍ମୀଙ୍କୁ ଆତଙ୍କବାଦୀମାନେ ଗୁଳିଚଳାଇଛନ୍ତି। ଏଥିରେ…
ମହଙ୍ଗା ମାଡ: ପୁଣି ବଢିଲା ଘରୋଇ ରୋଷେଇ ଗ୍ୟାସ ସିଲିଣ୍ଡର ଦାମ
ନୂଆଦିଲ୍ଲୀ,୭ ।୫: ପୁଣିଥରେ ରୋଷେଇ ଘରେ ହୋଇଛି ମଡଙ୍ଗା ମାଡ। ଘରୋଇ ଏଲପିଜି ସିଲିଣ୍ଡରର ଦାମ ୫୦ ଟଙ୍କା ବୃଦ୍ଧି ହୋଇଛି। ୧୪.୨ କିଲୋ ଘରୋଇ ରୋଷେଇ ଗ୍ୟାସର ଦାମ ୫୦ଟଙ୍କା ବୃଦ୍ଧି ହେବା ଫଳରେ ଏବେ ଗୋଟିଏ ସିଲିଣ୍ଡରର ଦାମ…
ଇନ୍ଦୋରରେ ଦୁଇ ମହଲା ଘରେ ଲାଗିଲା ନିଆଁ: ୭ ଜୀବନ୍ତ ଦଗ୍ଧ
ଇନ୍ଦୋର,୭ ।୫: ମଧ୍ୟପ୍ରଦେଶ ଇନ୍ଦୋରର ସ୍ୱର୍ଣ୍ଣବାଗ କଲୋନୀରେ ଶନିବାର ଭିଷଣ ନିଆଁ ଲାଗିଥିବା ଜଣାପଡିଛି । ଏକ ଦୁଇ ମହଲା କୋଠାରେ ନିଆଁ ଲାଗିଯିବା ଫଳରେ ୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ…
ଫେରାର ପୂର୍ବତନ ସରପଞ୍ଚ ଗିରଫ
ଧାମନଗର,୭ା୫(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ସମୟରେ ବୁଥ୍ ରିଗିଂ ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେରାର ଥିବା ପଧାନୀ ପଞ୍ଚାୟତର ପୂର୍ବତନ ସରପଞ୍ଚ କ୍ଷୀରୋଦ କୁମାର ଜେନାଙ୍କୁ ଶୁକ୍ରବାର ଗିରଫ କରିଛି। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ସମର୍ଥକମାନେ ପଧାନୀ…
ଶାସକ ଦଳର ନେତାଙ୍କ ପାଇଁ ଆଇନ ଅବାଟରେ ଯାଉଛି : କଂଗ୍ରେସ
ଭୁବନେଶ୍ୱର,୭ା୫(ବ୍ୟୁରୋ): ଶାସକ ବିଜୁ ଜନତା ଦଳର ନେତା ଓ ମନ୍ତ୍ରୀଙ୍କ ଯୋଗୁ ରାଜ୍ୟରେ ଆଇନ ଅବାଟରେ ଯାଉଛି ବୋଲି କଂଗ୍ରେସ ଅଭିଯୋଗ ଆଣିଛି। ଶୁକ୍ରବାର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବିଜେଡି ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ।…
‘ବାଘ ଇଲାକାରେ ଭାଲୁ ଦାଦାଗିରିକୁ ବରଦାସ୍ତ କରାଯିବ ନାହିଁ’
ପାପଡ଼ାହାଣ୍ଡି, ୭ା୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବିଡିଓଙ୍କୁ କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଦୁର୍ବ୍ୟବହାର କରିଥିବା ନେଇ ବିଜେଡି ଅଭିଯୋଗ କରିଛି। ଏଥିନେଇ ନବରଙ୍ଗପୁର ଜିଲା ବିଜେଡି ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯାଇଛି। ଶତାଧିକ…
ସବୁ ଏସ୍ପି ଅଫିସ ଘେରିଲା ଭାଜପା
ଭୁବନେଶ୍ୱର,୭ା୫(ବ୍ୟୁରୋ): ବିଜେଡି ଶାସନରେ ଦୁଇଟି ଆଇନ। ଶାସକ ବିଜେଡି ସଭାପତିଙ୍କ ଇଙ୍ଗିତରେ ଆଇନ କାର୍ଯ୍ୟକାରୀ ହେଉଛି। ବିଜେଡି ସପକ୍ଷବାଦୀଙ୍କ ପାଇଁ ଗୋଟେ ପ୍ରକାର ଏବଂ ବିପକ୍ଷବାଦୀଙ୍କ ଲାଗି ଆଉ ଗୋଟେ ପ୍ରକାର। ରାଜନୈତିକ ହିଂସାପରାୟଣ, ହୀନ ରାଜନୈତିକ ସ୍ବାର୍ଥ, ବିରୋଧୀଙ୍କ କଣ୍ଠରୋଧ…
ଡାକବାଜି ଯନ୍ତ୍ର ବ୍ୟବହାର ମୌଳିକ ଅଧିକାର ନୁହେଁ: ହାଇକୋର୍ଟ
ପ୍ରୟାଗରାଜ,୭ା୫ (ଆଇଏଏନ୍ଏସ୍): ମସ୍ଜିଦରେ ଡାକବାଜି ଯନ୍ତ୍ର ଲଗାଇବା ଲାଗି ଏକ ଆବେଦନକୁ ଆଲ୍ଲାହାବାଦ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଡାକବାଜି ଯନ୍ତ୍ର ବ୍ୟବହାର କରିବା ମୌଳିକ ଅଧିକାର ନୁହେଁ ବୋଲି ଅଦାଲତ କହିଛନ୍ତି। ଆଜାନ ପାଇଁ ନୂରୀ ମସ୍ଜିଦରେ ଡାକବାଜି ଯନ୍ତ୍ର ସ୍ଥାପନ…
ଡବ୍ଲ୍ୟୁଏଚ୍ଓ ରିପୋର୍ଟକୁ ନେଇ ବିବାଦ: ମୃତ୍ୟୁସଂଖ୍ୟା ସ୍ପଷ୍ଟ ଲାଗି କମିଶନ ବସାଅ
ନୂଆଦିଲ୍ଲୀ,୭ା୫: ଭାରତରେ କୋଭିଡ୍ ମହାମାରୀରେ ୪୭ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ରିପୋର୍ଟ ପ୍ରକାଶ ପାଇବା ପରେ ଏହାକୁ ନେଇ ବିବାଦ ଦେଖାଦେଇଛି। ମୃତ୍ୟୁସଂଖ୍ୟା ସ୍ପଷ୍ଟ କରିବା ନିମନ୍ତେ ସବୁ ରାଜନୈତିକ ଦଳର ସଦସ୍ୟଙ୍କୁ…
କ୍ୟାରିନ୍ ହ୍ବାଇଟ୍ ହାଉସ୍ ପ୍ରେସ୍ ସଚିବ
ଓ୍ବାଶିଂଟନ,୭ା୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ହ୍ବାଇଟ୍ ହାଉସ୍ ପ୍ରେସ୍ ସଚିବ ଭାବେ କୃଷ୍ଣକାୟ କ୍ୟାରିନ୍ ଜିନ୍ପିଏରେଙ୍କ ନାମ ଘୋଷଣା କରିଛନ୍ତି। ଆମେରିକା ଇତିହାସରେ ପ୍ରଥମଥର ପାଇଁ ଜଣେ କୃଷ୍ଣକାୟ ଏବଂ ଏଲ୍ଜିବିଟି ମହିଳାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ପଦରେ ନିଯୁକ୍ତି ମିଳିଛି।…
‘ଭାଇ ମୋତେ ୨ ଥର ହତ୍ୟା ପାଇଁ ଉଦ୍ୟମ କରିଥିଲେ’
ହାଇଦ୍ରାବାଦ,୭ା୫: ହାଇଦ୍ରାବାଦରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ମାମଲାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଶୟଦ ମୋବିନ ଅହମଦ ଏବଂ ମହମ୍ମଦ ମାସୁଦ ଅହମଦଙ୍କୁ ସ୍ଥାନୀୟ କୋର୍ଟରେ ହାଜର ପରେ ପୋଲିସ ୧୪ ଦିନିଆ ରିମାଣ୍ଡରେ ନେଇଛି। ତେଲଙ୍ଗାନା…

