Home

ମଣିପୁରରେ ଆଉ ଏକ ବିସ୍ଫୋରଣ

ଇମ୍ଫାଲ,୭ା୫: ମଣିପୁରର ଇମ୍ଫାଲ ଇଷ୍ଟ ଜିଲାରେ ଶୁକ୍ରବାର ସକାଳେ ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଛି। ରିମୋଟ କଣ୍ଟ୍ରୋଲ ଦ୍ୱାରା ହୋଇଥିବା ଏହି ବିସ୍ଫୋରଣରେ ୪ଟି କାର୍‌ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଦିନକ ପୂର୍ବରୁ ଇମ୍ଫାଲ ସହରର ନାଗମପାଲସ୍ଥିତ ଏକ ସ୍ପେୟାରପାଟର୍‌ସ ଦୋକାନ…

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ କେହି ବିଜୟୀ ହେବେ ନାହିଁ

ଜାତିସଂଘ,୭ା୫: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ କୌଣସି ପକ୍ଷ ବିଜୟୀ ହେବେନାହିଁ ବୋଲି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତ କହିଛି। ଆକ୍ରମଣ ହେଉଥିବା ଅଞ୍ଚଳରୁ ନିରୀହ ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯିବା ଜରୁରୀ ବୋଲି ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ଟି.ଏସ୍‌. ତିରୁମୂର୍ତ୍ତି…

ଆଗରେ ଅନେକ ଆହ୍ବାନ

ମାନିଲା,୭ା୫: ଦକ୍ଷିଣପୂର୍ବ ଏସୀୟ ରାଷ୍ଟ୍ର ଫିଲିପାଇନ୍ସ ମେ’ ୯ରେ ନୂଆ ରାଷ୍ଟ୍ରପତି ବାଛିବ। ୧୯୩୫ ମସିହାରୁ ଚାଲିଥିବା ସାଧାରଣ ନିର୍ବାଚନରେ ଏଥର ସପ୍ତଦଶ ରାଷ୍ଟ୍ରପତି ଓ ଷୋଡ଼ଶ ଉପରାଷ୍ଟ୍ରପତି ନିର୍ବାଚିତ ହେବେ। ୧୯୮୭ରେ ପ୍ରଣୀତ ଫିଲିପାଇନ୍ସ ସମ୍ବିଧାନ ଅନୁସାରେ ବର୍ତ୍ତମାନର ରାଷ୍ଟ୍ରପତି…

ମୁମ୍ବାଇର ଅବିଶ୍ୱସନୀୟ ବିଜୟ

ମୁମ୍ବାଇ,୬।୫: ଶେଷ ଓଭରରେ ୯ ରନ କରିପାରିଲାନି ଗୁଜରାଟ ଟାଇଟାନ୍ସ। ଡେଥ୍‌ ଓଭରରେ ଡାନିଏଲ୍‌ ସାମ୍ସ ଚମତ୍କାର ବୋଲିଂ କରି ମାତ୍ର ୩ ରନ ବ୍ୟୟ କରି ମୁମ୍ବାଇ ଇଣ୍ଡିଆନ୍ସକୁ ଅବିଶ୍ୱସନୀୟ ବିଜୟ ଭେଟିଦେଲେ। ଫଳରେ ୧୯ତମ ଓଭର ପର୍ଯ୍ୟନ୍ତ ମ୍ୟାଚକୁ…

ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲା ଶ୍ରୀଲଙ୍କା

କଲମ୍ବୋ,୬।୫: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କା ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଛି। ରାଷ୍ଟ୍ରପତି ଗୋଟାବାୟା ରାଜାପାକ୍ସେ ଶୁକ୍ରବାର ଏନେଇ ଘୋଷଣା କରିଛନ୍ତି। ଶୁକ୍ରବାର ମଧ୍ୟରାତ୍ରିରୁ ଏହି ଜରୁରୀକାଳୀନ ପରିସ୍ଥିତି ଲାଗୁ କରାଯିବ ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି।…

ସତ୍ୟ ଗୁରୁତ୍ୱପୂର୍ଣ୍ଣ, କାହାର ମନ୍ତବ୍ୟ ନୁହେଁ: ନୀତୀଶ

ପାଟନା,୬।୫: ବିହାର ପଛୁଆ ରାଜ୍ୟ ହେବା ପାଇଁ ନୀତୀଶ କୁମାରଙ୍କ ୧୫ବର୍ଷର ଶାସନ ଦାୟୀ ବୋଲି ଗୁରୁବାର ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ସମାଲୋଚନା କରିଥିଲେ। ନୂଆ ଚିନ୍ତାଧାରା ଓ ଉଦ୍ୟମରେ ରାଜ୍ୟରେ ବିକାଶ ଆଣିବା ଲାଗି ସେ ଏକ ମିଶନ…

ଅଣୁଅସ୍ତ୍ର ବ୍ୟବହାର କରିବନି ରୁଷିଆ

ମସ୍କୋ,୬।୫: ୟୁକ୍ରେନ୍‌ ବିରୋଧରେ ରୁଷିଆ ଅଣୁଅସ୍ତ୍ର ବ୍ୟବହାର କରିବ ନାହିଁ ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର କୁହାଯାଇଛି। ରୁଷିଆର ଆଣବିକ ଅସ୍ତ୍ର ବ୍ୟବହାର ପାଶ୍ଚାତ୍ୟ ଦେଶଗୁଡ଼ିକ ପାଇଁ ବିପଦ ସୃଷ୍ଟି କରିବ ବୋଲି ଆଲୋଚନା ହୋଇଆସୁଛି। ମସ୍କୋ ୟୁକ୍ରେନ୍‌…

ହାର୍ଦ୍ଦିକ ନୁହେଁ ଜିଗ୍ନେଶ ହେଲେ କଂଗ୍ରେସର ପୋଷ୍ଟର ବୟ

ଅହମଦାବାଦ,୬।୫: ଗତ କିଛି ଦିନରୁ ଗୁଜରାଟର ପଟିଦାର ନେତା ହାର୍ଦ୍ଦିକ ପଟେଲଙ୍କ ରାଜ୍ୟ ନେତୃତ୍ୱକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଭାଜପାକୁ ଖୋଲାଖୋଲି ଭାବେ ପ୍ରଶଂସା କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ଏହାପରେ ଖୁବ୍‌ଶୀଘ୍ର ହାର୍ଦ୍ଦିକ ପଟେଲ…

ରୋହିତଙ୍କ ବ୍ୟାଟିଂର ଫ୍ୟାନ୍‌ ପାଲଟିଲେ ରଣବୀର ସିଂହ

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ର ୫୧ତମ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜରାଟ ଟାଇଟନ୍ସ ମୁହାଁମୁହିଁ ହେଉଛନ୍ତି। ଏହି ହାଇଭୋଲ୍ଟେଜ୍‌ ମୁକାବିଲାରେ ଗୁଜରାଟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ମୁମ୍ବାଇକୁ ବ୍ୟାଟିଂ ଲାଗି ଆମନ୍ତ୍ରିତ କରିଥିଲେ। ଲଗାତାର ଭାବେ…

ବ୍ରଜରାଜନଗର ଉପନିର୍ବାଚନ: କଂଗ୍ରେସର ପ୍ରାର୍ଥୀ ହେବେ କିଶୋର ପଟେଲ

ଝାରସୁଗୁଡା ଅଫିସ୍‌,୬।୫: ବ୍ରଜରାଜନଗର ଉପନିର୍ବାଚନରେ କଂଗ୍ରେସ ଦଳର ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏଥିନେଇ ରାଜ୍ୟସ୍ତରୀୟ ଚୟନ କମିଟି ଶୁକ୍ରବାର ସର୍ବସମ୍ମତିକ୍ରମେ ଦଳର ବରିଷ୍ଠନେତା ତଥା ପୂର୍ବତନ ବାଚସ୍ପତି କିଶୋର ପଟେଲଙ୍କ ନାମ ଘୋଷଣା କରିଛି।…

ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ

କାଠମାଣ୍ଡୁ,୬।୫: ହିମାଳୟର କାଞ୍ଚନଜଙ୍ଘା ଶୃଙ୍ଗ ନିକଟରେ ଜଣେ ଭାରତୀୟ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ଚଳିତ ବର୍ଷ ହିମାଳୟ ଆରୋହଣ ଋତୁରେ ଏହା ତୃତୀୟ ମୃତ୍ୟୁ ଘଟଣା। ବିଶ୍ୱର ତୃତୀୟ ସର୍ବୋଚ୍ଚ ଗିରିଶୃଙ୍ଗ କାଞ୍ଚନଜଙ୍ଘା ନିକଟ ତଥା ୮,୨୦୦ ମିଟର ଉଚ୍ଚରେ ନାରାୟଣନ…

କରନ୍‌ଙ୍କ ଶୋ’ର ପ୍ରଥମ ଅତିଥି ହେବେ ଆଲିଆ-ରଣବୀର

ବମ୍ବେ: ଟେଲିପରଦାରେ ନୁହେଁ ବରଂ ଓଟିଟି ପ୍ଲାଟଫର୍ମରେ ଦେଖିବାକୁ ମିଳିବ ନିର୍ଦ୍ଦେଶକ କରନ୍‌ ଜୋହରଙ୍କ ଲୋକପ୍ରିୟ ଶୋ’ ‘କଫି ଉଇଥ୍‌ କରନ୍‌’। ପ୍ରଥମେ ଏହା ଆଉ ଫେରିବ ନାହିଁ ବୋଲି କୁହାଯାଉଥିଲା। ହେଲେ ପରେ ଏହା ସ୍ବତନ୍ତ୍ର ଭାବେ ଡିଜ୍‌ନୀ ଆଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?