‘ରାଜ୍ୟବାସୀଙ୍କୁ ନିରବିଚ୍ଛିନ୍ନ ବିଜୁଳି ଯୋଗାଅ’
ଭୁବନେଶ୍ୱର,୬ା୫(ବ୍ୟୁରୋ): ବିଧାନସଭା ବିଦ୍ୟୁତ୍ ଓ ଶକ୍ତି ବିଭାଗ ଗୃହ କମିଟିର ପ୍ରଥମ ବୈଠକରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଅଧ୍ୟକ୍ଷତା କରି ଗ୍ରାମାଞ୍ଚଳ ବିଦ୍ୟୁତ୍ ସମସ୍ୟା ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହାସହ ବିଦ୍ୟୁତ୍ ଉତ୍ପାଦନରେ ଓଡ଼ିଶା ଏକ ବଳକା ରାଜ୍ୟ ହୋଇଥିବାରୁ…
ଗୁଜରାଟକୁ ୧୭୮ର ଟାର୍ଗେଟ ଦେଲା ମୁମ୍ବାଇ
ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ଭଲ ଆରମ୍ଭ କରିଥିଲେ ହେଁ ଏହାର ଇନିଂସକୁ ୨୦ ଓଭରରେ ୧୭୭/୬ରେ ସୀମିତ ରଖିଛି ଗୁଜରାଟ ଟାଇଟାନ୍ସ। ରଶିଦ ଖାଁଙ୍କ ପ୍ରଭାବୀ ବୋଲିଂ ଗୁଜରାଟକୁ ସଫଳ ପ୍ରତ୍ୟାବର୍ତ୍ତନ କରାଇବାରେ…
କ୍ରାଇମ୍ବ୍ରାଞ୍ଚ ଏଡିଜି ଭାବେ ଦାୟିତ୍ୱ ନେଲେ ଅରୁଣ ବୋଥ୍ରା
କଟକ ଅଫିସ, ୬ା୫- କ୍ରାଇମବ୍ରାଞ୍ଚ ଏଡିଜି ଭାବେ ୧୯୯୬ ବ୍ୟାଚ୍ର ଆଇପିଏସ୍ ଅଫିସର ଅରୁଣ ବୋଥ୍ରା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ଏଡିଜି ସଞ୍ଜୀବ ପଣ୍ଡା ତାଙ୍କୁ ଏହି ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ଏହି ଅବସରରେ…
ଥାନାରେ ପହଞ୍ଚିଲା ଚପଲ ଚୋରି ମାମଲା
ଭୋପାଳ,୬।୫: ମଧ୍ୟପ୍ରଦେଶ ଉଜ୍ଜେନ ଜିଲାରୁ ଏକ ନିଆରା ମାମଲା ସାମ୍ନାକୁ ଆସିଛି। ସବୁବେଳେ ଲୋକମାନେ ଚୋରି, ମାରପିଟ କିମ୍ବା କୌଣସି ଅପରାଧିକ ମାମଲାକୁ ନେଇ ଥାନାରେ ପହଞ୍ଚିଥାନ୍ତି। କିନ୍ତୁ କେବେ କେହି ଶୁଣିଛନ୍ତି କି, କୌଣସି ବ୍ୟକ୍ତି ନିଜର ଚପଲ ଚୋରି…
ଶନିବାର ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର, ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ: ଏସ୍ଆର୍ସି
ଭୁବନେଶ୍ୱର,୬।୫(ବ୍ୟୁରୋ): ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ବାତ୍ୟାର ରୂପ ନେବ କି ନାହିଁ ଏଯାଏ ସ୍ପଷ୍ଟ ହୋଇନାହିଁ। ଏହା ଏବେ ଲଘୁଚାପରେ ପରିଣତ ହୋଇଥିବା ବେଳେ ବଙ୍ଗୋପସାଗର ଆଡ଼କୁ ମୁହାଁଇଛି, ଯାହା ଶନିବାର ସୁଦ୍ଧା ଅବପାତର ରୂପ ନେବା ପରେ ହିଁ…
ତେଲ ବିଲ୍ ଜାଲିଆତି: ୨ କର୍ମଚାରୀଙ୍କୁ ନିଲମ୍ବିତ କଲା ଓଟିଡିସି
ଭୁବନେଶ୍ୱର,୬ା୫(ବ୍ୟୁରୋ): ତେଲ ବିଲ୍ରେ ଜାଲିଆତି କରି ନିକଟରେ ୩ ପୋଲିସ କର୍ମଚାରୀ ନିଲମ୍ବନ ହେବାର ଗୋଟିଏ ମାସ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଜର ୨ ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ଓଟିଡିସିର ପରିବହନ ମ୍ୟାନେଜର ଓ ଜଣେ…
ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୧୬ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୬।୫: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ କରୋନା ସଂକ୍ରମଣ ସଖ୍ୟା ହଜାରେରୁ ଅଧିକ ରହିଥିବା ଦେଖିବାକୁ ମିଳିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୦,୭୦୯ କରୋନା ଟେଷ୍ଟ କରାଯାଇଥିବା ବେଳେ…
ହେଲିକପ୍ଟରରେ ପିଲାଙ୍କୁ ବୁଲାଇଲେ ବଘେଲା
ବଳରାମପୁର,୬।୫: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଭୂପେଶ ବଘେଲାଙ୍କ ବଡ଼ ବଦାନ୍ୟତା। କୁନି ପିଲାଙ୍କ କଥା ରଖିବାକୁ ଯାଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ହେଲିକ୍ଟରରେ ବୁଲାଇଥିବା ଦେଖିବାକୁ ମିଳିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଏଭଳି କାର୍ଯ୍ୟକୁ…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଗୁଜରାଟ
ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ର ୫୧ତମ ମ୍ୟାଚ ଶୁକ୍ରବାର ଗୁଜରାଟ ଟାଇଟାନ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଉଛି। ଗୁଜରାଟ ଟାଇଟାନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ବ୍ୟାଟିଂ…
ମାରିବାକୁ ଚାହୁଁଥିଲେ ବାପା, କୋଳେଇ ନେଇଥିଲେ ମା’; ଲୁହ ଆଣିଦେବ ଏହି ଆଇପିଏଲ୍ର ଷ୍ଟାରଙ୍କ କାହାଣୀ…
ନୂଆଦିଲ୍ଲୀ,୬।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)୨୦୨୨ରେ ଦମ୍ଦାର ପ୍ରଦର୍ଶନ କରି ଚର୍ଚ୍ଚାରେ ଓ୍ବେଷ୍ଟଇଣ୍ଡିଜ୍ ଅଲରାଉଣ୍ଡର ରୋଭମାନ ପାଓ୍ବେଲ। ସେ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ଅଂଶ। ଗୁରୁବାର ଖେଳାଯାଇଥିବା ମ୍ୟାଚ୍ରେ ରୋଭମାନ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଉଲ୍ଲେଖନୀୟ ବ୍ୟାଟିଂ କରି ଦଳକୁ ୨୧ରନ୍ରେ ବିଜେତା…
ମୃତ ଭାଜପା କର୍ମକର୍ତ୍ତାଙ୍କ ପରିବାରଙ୍କୁ ଭେଟିଲେ ଶାହା: ସିବିଆଇ ତଦନ୍ତ ଦାବି
କୋଲକାତା,୬।୫: କୋଲକାତା କାଶୀପୁର ଅଞ୍ଚଳରେ ଶୁକ୍ରବାର ସକାଳେ ଭାଜପାର ଜଣେ କର୍ମକର୍ତ୍ତାଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର କରାଯିବା ପରେ ପରିବାରଲୋକଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ଇତିମଧ୍ୟରେ ଦୁଇ ଦିନିଆ ଗ୍ରସ୍ତରେ କୋଲକାତା ଯାଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୃତ…
ଟ୍ରୋଲ ହେଉଛନ୍ତି ଅଙ୍କିତା
ବମ୍ବେ: ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ନିକଟରେ ବନ୍ଧୁ ନତାଲ୍ୟା ମହାଜନଙ୍କ ଜନ୍ମଦିନ ପାର୍ଟିରେ ଯୋଗଦେବାକୁ ସ୍ବାମୀ ବିକ୍କି ଜୈନଙ୍କ ସହ ପହଞ୍ଚିଥିଲେ ସେ। ଉଭୟ କଳା ରଙ୍ଗର ପୋଷାକକୁ ବାଛିଥିଲେ ହେଁ…

