ବରଗଡ଼ରେ ଯୋଗ ଦେଲେ ନୂଆ ଏସ୍ପି
ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ନୂତନ ଏସ୍ପି ଭାବେ ଶୁକ୍ରବାର ପରମାର୍ ସ୍ମିତ୍ ପୁରୁଷୋତ୍ତମ ଦାଶ ଯୋଗଦାନ କରିଛନ୍ତି। ୨୦୧୩ ବ୍ୟାଚ୍ ଆଇପିଏସ୍ ଅଫିସର ପରମାର୍ ଏହା ପୂର୍ବରୁ ନବରଙ୍ଗପୁର ଏସ୍ପି ଭାବେ କାର୍ଯ୍ୟରତ ଥିଲେ। ବରଗଡ଼ ଜିଲାରେ ଶାନ୍ତିଶୃଙ୍ଖଳା ରକ୍ଷା…
‘ମସଜିଦ୍ରେ ଆଜାନ ପାଇଁ ଲାଉଡସ୍ପିକର ଲଗାଇବା ମୌଳିକ ଅଧିକାର ନୁହେଁ’
ନୂଆଦିଲ୍ଲୀ,୬।୫: ସାରା ଦେଶରେ ଲାଉଡସ୍ପିକର ବିବାଦ ମଧ୍ୟରେ ଆହ୍ଲାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମସଜିଦ୍ରେ ଆଜାନ ପାଇଁ ଲାଉଡସ୍ପିକର ବ୍ୟବହାର କରିବା ଏକ ମୌଳିକ ଅଧିକାର ନୁହେଁ ବୋଲି ଆହ୍ଲାବାଦ ହାଇକୋର୍ଟ କହିଛନ୍ତି। ଲାଉଡସ୍ପିକର ବ୍ୟବହାର ପାଇଁ ଅନୁମତି…
ମା’ଙ୍କୁ ମିଳିଲାନି ମାତୃକାଳୀନ ଛୁଟି: ହାଇକୋର୍ଟ ଗଲେ ୩ ମାସର ଶିଶୁ
ନୂଆଦିଲ୍ଲୀ,୬।୫: ଦିଲ୍ଲୀ ନଗର ସମିତି(ଏନଡିଏମସି) ରେ କାର୍ଯ୍ୟ କରୁଥିବା ଜଣେ ମହିଳାଙ୍କୁ ମାତୃକାଳୀନ ଛୁଟି ନ ମିଳିବାରୁ ତାଙ୍କ ୩ ମାସର ଶିଶୁ ନ୍ୟାୟ ପାଇଁ ଦିଲ୍ଲୀ ହାଇକୋର୍ଟରେ ଯାଇଛନ୍ତି। ଶିଶୁଟି ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ କୁହାଯାଇଛି ଯେ, ଏନଡିଏମସି…
ମୁଁ କୋହଲିଙ୍କ ସହ ବ୍ୟାଟିଂ କରିପାରିବି ନାହିଁ; କାହିଁକି ଏମିତି କହିଲେ ମାକ୍ସଓ୍ବେଲ୍
ପୁଣେ,୬।୫:ଆଇପିଏଲ ୨୦୨୨ର ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବ୍ୟାଟ୍ସମ୍ୟାନ୍ ଗ୍ଲେନ୍ ମାକ୍ସଓ୍ବେଲ୍ ରନଆଉଟ୍ ହୋଇଥିଲେ। ଏହି ସମୟରେ ତାଙ୍କ ସହ କ୍ରିଜ୍ରେ ଥିଲେ ବିରାଟ କୋହଲି। ମ୍ୟାଚ୍ ପରେ ମାକ୍ସଓ୍ବେଲ୍ ଥଟ୍ଟା କରି…
ରୁଷିଆ-ୟୁକ୍ରେନ ଯୁଦ୍ଧ ଯୋଗୁ ବଢୁଛି ତୈଳ ଦର
ନ୍ୟୁୟର୍କ,୬ା୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୁଇ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଲାଗିରହିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଯୋଗୁ ଖାଦ୍ୟ ଏବଂ ଶକ୍ତିର ଅଭାବ ପରିଲକ୍ଷିତ ହେଉଛି। ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦ…
ଭାଜପା ନେତା ତାଜିନ୍ଦର ପାଲ ସିଂ ବାଗା ଗିରଫ
ନୂଆଦିଲ୍ଲୀ,୬।୫:ଭାଜପା ନେତା ତାଜିନ୍ଦର ପାଲ ସିଂ ବାଗାଙ୍କୁ ପଞ୍ଜାବ ପୋଲିସ ଦିଲ୍ଲୀରୁ ଗିରଫ କରିଛି। ଉତ୍ତେଜନାମୂଳକ ବିବୃତ୍ତି ତଥା ଅପରାଧିକ ଭୟଭୀତତା ସୃଷ୍ଟି କରିବା ଅପରାଧରେ ଏପ୍ରିଲ ୧ରେ ବାଗାଙ୍କ ବିରୋଧରେ ଏକ ମାମଲା ପଞ୍ଜାବ ପୋଲିସ ରୁଜୁ କରିଥିଲା। ମାର୍ଚ୍ଚ…
ଆଜି ରାଜ୍ୟରୁ ୧୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮ ଜଣ ଚିହ୍ନଟ ହୋଇଥିବା…
ଦେଶରେ କରୋନା ସଂକ୍ରମଣ ପୁଣି ବଢୁଛି
ନୂଆଦିଲ୍ଲୀ,୬।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ଶୁକ୍ରବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ…
ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଶୁକ୍ରବାର ୨୨ଟି ଜିଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର…
ମେ ଶେଷ ସୁଦ୍ଧା ସରିବ ଆଠଗଡ଼ ବସ୍ଷ୍ଟାଣ୍ଡ କାମ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସ୍ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ମେ ମାସ ଶେଷସୁଦ୍ଧା ସମ୍ପୂର୍ଣ୍ଣ ହେବ। ଗୁରୁବାର ଲୋକସେବା ଭବନରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ନିଷ୍ପତ୍ତି…
ସହରାଞ୍ଚଳରେ ଖୁବ୍ଶୀଘ୍ର ଇ-ବସ୍ ସେବା
ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍) ସମ୍ପର୍କରେ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ସହରାଞ୍ଚଳରେ ପରିବହନ କ୍ଷେତ୍ରରେ ‘ମୋ ବସ୍’ ସେବା ବର୍ତ୍ତମାନ ଏକ ଅତ୍ୟାଧୁନିକ ଆରାମ…

