Home

୩୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୩୧।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୨୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଛି। ଅପରପକ୍ଷରେ…

ଅର୍ଥନୈତିକ କରିଡୋର ବାହାନାରେ ଯୁବତୀ ଚୋରା ଚାଲାଣ ର଼୍ୟାକେଟ…

ଇସଲାମାବାଦ/ବେଜିଂ, ୩୧।୩ : କରୋନା ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସହ ଜଡିତ ପ୍ରକଳ୍ପ ପାଇଁ ଚାଇନାର ଶ୍ରମିକଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏଥି ସହିତ, ପାକିସ୍ତାନର ସଂଖ୍ୟାଲଘୁ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଯୁବତୀମାନଙ୍କର ଚୋରା ଚାଲାଣ ର଼୍ୟାକେଟ ସକ୍ରିୟ ହେବାରେ ଲାଗିଛି।…

ଭାରତ ସହିତ ସମୁଦ୍ର ସୁରକ୍ଷା ବୁଝାମଣାରେ ଶ୍ରୀଲଙ୍କା ପାଇଁ କୌଣସି ସମସ୍ୟା ନାହିଁ…

କଲମ୍ବୋ, ୩୧।୩ : ଶ୍ରୀଲଙ୍କା ସରକାର କହିଛନ୍ତି ଯେ ନିକଟରେ ଭାରତ ସହ ସ୍ବାକ୍ଷରିତ ସାମୁଦ୍ରିକ ସୁରକ୍ଷା ଚୁକ୍ତିନାମା ଦ୍ୱାରା ଦେଶର ସୁରକ୍ଷା ପ୍ରତି କୌଣସି ବିପଦ ଅବା ସମସ୍ୟା ସୃଷ୍ଟି ହେଉନାହିଁ। ସେ କହିଛନ୍ତି ଯେ ଦେଶର କିଛି ଗଣମାଧ୍ୟମ…

ଖୁବ୍‌ଶୀଘ୍ର ସ୍ବଦେଶୀ ୪ଜି ନେଟ୍‌ଓ୍ବର୍କ: ଅଶ୍ୱିନୀ

ନୂଆଦିଲ୍ଲୀ,୩୧।୩ : ଭାରତରେ ଖୁବ୍‌ଶୀଘ୍ର ସ୍ବଦେଶୀ ୪ଜି ମୋବାଇଲ୍‌ ନେଟଓ୍ବର୍କ ସେବା କାର୍ଯ୍ୟକାରୀ ହେବାକୁ ଯାଉଛି। ଚଳିତ ବର୍ଷ ଶେଷ ସୁଦ୍ଧା ୫ଜି ନେଟ୍‌ଓ୍ବର୍କ ପ୍ରସ୍ତୁତ ହୋଇଯିବ ବୋଲି ଟେଲିକମ୍‌ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଧବାର ଲୋକ ସଭାରେ କହିଛନ୍ତି। ବହୁବର୍ଷ…

ଓଟିଟି, ଓ୍ବେବ୍‌ ଚ୍ୟାନେଲ ପାଇଁ ରହୁ ସେନ୍‌ସରଶିପ୍‌

ନୂଆଦିଲ୍ଲୀ,୩୧।୩: ଓଟିଟି ପ୍ଲାଟଫର୍ମ ଏବଂ ଓ୍ବେବ୍‌ ଚ୍ୟାନେଲଗୁଡ଼ିକରେ ଅଶ୍ଳୀଳ ଦୃଶ୍ୟ ଓ ଧର୍ମୀୟ ଉତ୍ତେଜନାପୂର୍ଣ୍ଣ ବିଷୟବସ୍ତୁର ପ୍ରସାରଣ କରାଯାଉଛି। ସେଗୁଡ଼ିକୁ କାଟଛାଣ୍ଟ କରିବା ଲାଗି କେନ୍ଦ୍ର ସରକାର ଆଇନ ଆଣନ୍ତୁ ବୋଲି ବିଜେଡି ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ବୁଧବାର କହିଛନ୍ତି। ରାଜ୍ୟ…

ରାମ୍‌କୋ ସିମେଣ୍ଟର ୨ ଅଧିକାରୀଙ୍କୁ ଜବାବ ତଲବ

ଯାଜପୁର ଅଫିସ,୩୧ା୩: କ୍ଷତିଗ୍ରସ୍ତ ଓ ପ୍ରଭାବିତ ଲୋକଙ୍କ ସ୍ବାର୍ଥକୁ ଭୁଲି ଶିଳ୍ପସଂସ୍ଥାଗୁଡ଼ିକ କେବଳ ନିଜ ଲାଭ ପାଇଁ ବ୍ୟଗ୍ର । ଏଥିପାଇଁ ଲୋକଙ୍କୁ ପ୍ରତିଶ୍ରୁତି ଦେଇ ଠକିବା ଅପେକ୍ଷା ସରକାରଙ୍କ ଦ୍ୱାରା ପ୍ରଣିତ ଜନଶୁଣାଣିକୁ ନ ମାନିବାକୁ ଉଚିତ ମଣୁଛନ୍ତି ।…

୩ ମାସର ଝିଅକୁ ୭ ଥର ବିକ୍ରି

ଅମରାବତୀ,୩୧।୩: ଆନ୍ଧ୍ରପ୍ରଦେଶ ବିଜୟଓ୍ବାଡାରେ ଜଣେ ତିନିମାସର ଶିଶୁକନ୍ୟାକୁ ୨ ମାସରେ ୭ ଥର ବିକ୍ରି କରାଯାଇଛି। ପୋଲିସ ୧୧ ଜଣଙ୍କୁ ଗିରଫ କରିଛି। କନ୍ୟା ସନ୍ତାନର ବାପା ମନୋଜ ମୁଖ୍ୟ ଅଭିଯୁକ୍ତ ବୋଲି ପୋଲିସ କହିଛି। ଲଗାତର ୩ କନ୍ୟା ଜନ୍ମ…

ଶ୍ରୀଲଙ୍କାରେ ମିଳୁନି ଖାଦ୍ୟ, ଔଷଧ

କଲମ୍ବୋ,୩୧।୩: ଦ୍ୱୀପଦେଶ ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ କ୍ରମେ ଉତ୍କଟ ହେବାରେ ଲାଗିଛି। ଗାଡ଼ିରେ ତେଲ ପକାଇବା ପାଇଁ ଲୋକେ ଦିନ ସାରା ଧାଡ଼ିରେ ଛିଡ଼ାହୋଇ ମୂର୍ଚ୍ଛା ଯାଉଥିବାବେଳେ ରାତିରେ ବିଜୁଳି ରହୁ ନ ଥିବାରୁ ଅନ୍ଧାରରେ ରହିବାକୁ ପଡ଼ୁଛି। ଚଳିତ ମାସ…

ନୂଆଦିଲ୍ଲୀ ଗସ୍ତରେ ଆମେରିକା ଡେପୁଟି ଏନ୍‌ଏସ୍‌ଏ

ନୂଆଦିଲ୍ଲୀ, ୩୧ା୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଅର୍ଥନୀତି ସମ୍ପର୍କିତ ଜାତୀୟ ସୁରକ୍ଷା ଉପପରାମର୍ଶଦାତା (ଡେପୁଟି ଏନ୍‌ଏସ୍‌ଏ) ଦଲୀପ ସିଂ ବୁଧବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତକରି ଶୀର୍ଷ ନେତୃବୃନ୍ଦଙ୍କ ସହ ୟୁକ୍ରେନ୍‌ ଆକ୍ରମଣ ଉପରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏହି…

ଆଜି ଆସିବେ ରୁଷିଆ ବହିର୍ବ୍ୟାପାର ମନ୍ତ୍ରୀ

ବେଜିଂ, ୩୧ା୩: ୟୁକ୍ରେନ୍‌-ରୁଷିଆ ଯୁଦ୍ଧ ଭିତରେ ବିଶ୍ୱରେ ନୂଆ ଓ୍ବାଲର୍‌ଡ ଅର୍ଡର (ବିଶ୍ୱର ଘଟଣାବଳୀକୁ ନିୟନ୍ତ୍ରଣ କରୁଥିବା ଏକ ବ୍ୟବସ୍ଥା ଯାହାକି ବୈଶ୍ୱିକ ସ୍ଥିରତା ପାଇଁ ପ୍ରତିଷ୍ଠିତ) ସୃଷ୍ଟି ହେଉଛି। ବୈଶ୍ୱିକ ଅସ୍ଥିରତା ମଧ୍ୟରେ ରୁଷିଆ ଓ ଚାଇନା ଏହି ଭିଜନ୍‌କୁ…

ଲେଉଟି ମାରୁଛି ରୁଷିଆ

କିଭ୍‌/ମସ୍କୋ, ୩୧ା୩: ଗୋଟିଏ ପଟେ ଶାନ୍ତି ଆଲୋଚନାରେ ଆକ୍ରମଣ ହ୍ରାସ ପ୍ରତିଶ୍ରୁତି, ଅନ୍ୟପଟେ ସୈନ୍ୟ ଗତିବିଧି ବଢ଼ାଇ ଯୁଦ୍ଧର ତୀବ୍ରତା ବୃଦ୍ଧି। ତୁର୍କୀର ଇସ୍ତାନବୁଲରେ ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଶାନ୍ତି ଆଲୋଚନାରେ ଅଗ୍ରଗତି ହୋଇଥିବା କୁହାଯିବା ପରେ ଯାହା ଆଶା…

ପାନ୍‌-ଆଧାର ଲିଙ୍କ୍‌ ହୋଇ ନ ଥିଲେ ଜରିମାନା

ନୂଆଦିଲ୍ଲୀ,୩୧।୩(ପି.ଟି.): ମାର୍ଚ୍ଚ ୩୧ ସୁଦ୍ଧା ଟିକସଦାତାମାନେ ସେମାନଙ୍କ ସ୍ଥାୟୀ ଆକାଉଣ୍ଟ ନମ୍ବର (ପାନ୍‌) ସହ ଆଧାର ନମ୍ବର ଲିଙ୍କ୍‌ କରି ନ ଥିଲେ ୫୦୦ରୁ ୧,୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଆୟକର ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri