ଟିନା ଡାବିଙ୍କ ସହ ନିର୍ବନ୍ଧ ପରେ ରାତାରାତି ଷ୍ଟାର ପାଲଟିଲେ ଆଇଏଏସ୍ ପ୍ରଦୀପ
ନୂଆଦିଲ୍ଲୀ,୩୦।୩: ୨୦୧୫ରେ ୟୁପିଏସସି ପରୀକ୍ଷାରେ ଟପ୍ପର ହୋଇଥିବା ଟିନା ଡାବି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ଏବେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ୨୦୧୩ ବ୍ୟାଚ ଆଇଏଏସ୍ ଅଧିକାରୀ ପ୍ରଦୀପ ଗାୱାଣ୍ଡେଙ୍କ ସହ ତାଙ୍କର ନିର୍ବନ୍ଧ ଶେଷ ହୋଇଛି। ଏହି…
ସୋରଡ଼ା ଏନ୍ଏସି ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ
ସୋରଡ଼ା,୩୦ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ସୋରଡ଼ା ଏନ୍ଏସିର ନବନିର୍ବାଚିତ ଅଧ୍ୟକ୍ଷ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଶିବଶଙ୍କର ପଣ୍ଡା। ଏହିଅବସରରେ କାର୍ଯ୍ୟନିର୍ବାହୀ ଅଧିକାରୀ ଦୂତିକୃଷ୍ଣ ପାତ୍ର ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସ୍ବାଗତ କରିଥିଲେ। ସହରର ଆବଶ୍ୟକ ସୁବିଧା, ସମସ୍ୟା…
ଏନ୍ଏସି ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ
କେସିଙ୍ଗା,୩୦ା୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ନବ ନିର୍ବାଚିତ ଅଧ୍ୟକ୍ଷ ନୃପରାଜ ଯାଦବ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନ୍ଏସିର ନିର୍ବାହୀ ଅଧିକାରିଣୀ ମିସ୍ କିରଣ ବେହେରା ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ସ୍ବାଗତ କରିଥିଲେ। ପରେ ଅଧ୍ୟକ୍ଷ ସମର୍ଥକଙ୍କ ସହିତ ନିଜ…
ଶୂନ୍ୟକାଳରେ ପ୍ରଶ୍ନ: ବିବାହରେ ୫୦ ବରଯାତ୍ରୀ-୧୧ ପ୍ରକାର ଖାଦ୍ୟ ବାଧ୍ୟତା ମୂଳକ…
ନୂଆଦିଲ୍ଲୀ, ୩୦।୩ : କଂଗ୍ରେସ ଏମ୍ପି ଜସବୀର ସିଂ ଗିଲ ବୁଧବାର ଲୋକସଭାରେ କେନ୍ଦ୍ର ସରକାରଙ୍କୁ ଏକ ଆଇନ ପ୍ରଣୟନ କରିବାକୁ ଅନୁରୋଧ କରିଛନ୍ତି ଯେ ବିବାହରେ ସର୍ବାଧିକ ୫୦ ବରଯାତ୍ରୀ ଏବଂ ୧୧ ପ୍ରକାର ଖାଦ୍ୟ ପ୍ରସ୍ତୁତ ହେବା ବାଧ୍ୟତାମୂଳକ…
କଂଗ୍ରେସ ସ୍ଥାନରେ ପହଞ୍ଚିବାକୁ ଏଏପିକୁ ଲାଗିବ ୨୦ ବର୍ଷ, କହିଲେ ପ୍ରଶାନ୍ତ…
ନୂଆଦିଲ୍ଲୀ, ୩୦।୩ : ପଞ୍ଜାବ ବିଧାନସଭା ନିର୍ବାଚନରେ ଏକପାଖିଆ ବିଜୟ ପରେ ଆମ ଆଦମୀ ପାର୍ଟି(ଏଏପି) ଜାତୀୟ ସ୍ତରରେ ପାଦ ବିସ୍ତାର କରିବା ଆରମ୍ଭ କରିଛି। ଚଳିତ ବର୍ଷ ଗୁଜୁରାଟ ଏବଂ ହିମାଚଳ ପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଏବେ…
୪୩ ବର୍ଷ ବୟସରେ କନିଆଁ ହେବାକୁ ସଜ
ବମ୍ବେ: ୪୩ ବର୍ଷ ବୟସରେ ପୁଣି କନିଆଁ ହେବାକୁ ସଜ ହେଲେଣି ବଲିଉଡର ପ୍ରସିଦ୍ଧ ଗାୟିକା କନିକା କପୁର। କନିକା ତାଙ୍କ ଦୀର୍ଘଦିନର ପ୍ରେମିକ ତଥା ଏନ୍ଆର୍ଆଇ ବ୍ୟବସାୟୀ ଗୌତମଙ୍କୁ ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ମେ’ ୨୦ରେ ଦୁହେଁ ହାତକୁ…
କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା
ନୂଆଦିଲ୍ଲୀ,୩୦।୩: କେନ୍ଦ୍ର ସରକାରୀଙ୍କ କର୍ମଚାରୀଙ୍କ ପାଇଁ ଖୁସି ଖବର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର ମିଳିଛି। ଏହି ବୈଠକରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା(ଡିଏ) ଏବଂ ପେନସନଭୋଗୀଙ୍କ ପାଇଁ…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ, ଧନୁତୀରରେ ଆକ୍ରମଣ; ଜଣେ ଗୁରୁତର
ଠାକୁରମୁଣ୍ଡା,୩୦ା୩(ଡି.ଏନ୍.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କ ଟାଙ୍ଗିଆ ଓ ଧନୁତୀର ଆକ୍ରମଣରେ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, ଜମିଜମା ବିବାଦକୁ ନେଇ ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଧାତିକିଡିହା ଗ୍ରାମର…
ଚାପୁଡା ଖାଇବା ପରେ ବଦଳିଗଲା କ୍ରିସ ରକଙ୍କ ଭାଗ୍ୟ
ଚଳିତବର୍ଷ ଓସ୍କାର ବିତରଣ ଉତ୍ସବରେ ଏକ ବିବାଦୀୟ ଘଟଣା ଘଟିଥିଲା। ଏହି ସମାରୋହକୁ ହୋଷ୍ଟିଂ କରୁଥିବା କ୍ରିସ ରକଙ୍କୁ ଶକ୍ତ ଚାପୁଡା ମାରିଥିଲେ ଅଭିନେତା ୱିଲ ସ୍ମିଥ। ଏହି ବିବାଦ ସମଗ୍ର ବିଶ୍ୱରେ ଚର୍ଚ୍ଚା ସୃଷ୍ଟି କରିଛି। ଏହି ଘଟଣା ପରେ…
କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ
ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, କିଛି ଦୁର୍ବୃତ୍ତ…
ସରିସ୍କା ଅଭୟାରଣ୍ୟରେ ନିଆଁ, ୨୭ ବାଘ-୨୫୦ରୁ ଅଧିକ ଚିତା ସଙ୍କଟରେ, ଜନବସତି ମୁହାଁ ବନ୍ୟପ୍ରାଣୀ…
ଅଲଓ୍ବର, ୩୦।୩ : ରାଜସ୍ଥାନର ଅଲୱାର ଜିଲାର ସରିସ୍କା ଟାଇଗର ରିଜର୍ଭରେ ଲାଗିଥିବା ନିଆଁ ଏପର୍ଯ୍ୟନ୍ତ ଲିଭିନି। ବାୟୁସେନା ହେଲିକପ୍ଟରଗୁଡିକ କ୍ରମାଗତ ଭାବରେ ପାଣି ଛିଞ୍ଚୁଛନ୍ତି। ୩୦୦ରୁ ଅଧିକ ବନ କର୍ମଚାରୀ, ହୋମଗାର୍ଡ, ଗାଇଡ, ପ୍ରଶାସନିକ ଅଧିକାରୀ ଏବଂ ଗ୍ରାମବାସୀ ନିଆଁ…
ଖୁବ୍ଶୀଘ୍ର ଆଲିଆ ହେବେ ମିସେସ୍ କପୁର
ବମ୍ବେ: ଦୀର୍ଘଦିନରୁ ପରସ୍ପରକୁ ଡେଟ୍ କରୁଛନ୍ତି ବଲିଉଡ୍ ଅଭିନେତା ରଣବୀର କପୁର-ଅଭିନେତ୍ରୀ ଆଲିଆ ଭଟ୍ଟ। ଲଗାତାର ଭାବେ ଉଭୟଙ୍କ ବିବାହକୁ ନେଇ ଖବର ଶୁଣିବାକୁ ମିଳୁଛି। ହେଲେ ସେମାନେ ବ୍ୟକ୍ତିଗତ ଭାବେ କୌଣସି ଘୋଷଣା କରି ନ ଥିବାରୁ ଉକ୍ତ ଖବର…
Archives


