Home

ସଂକଳ୍ପରେ ଅଟକିଛି ବିଧାନ ପରିଷଦ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୧୫ରୁ ବିଧାନ ପରିଷଦ ଗଠନ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସରକାର ୫ ଜଣିଆ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟମାନେ ବିଭିନ୍ନ ରାଜ୍ୟ ଗସ୍ତ କରି ସରକାରଙ୍କୁ ରିପୋର୍ଟ ମଧ୍ୟ ଦେଇଛନ୍ତିି। ବିଧାନସଭାରେ…

ଆଜି ହଗ୍‌ ଡେ’: ସାଥୀଙ୍କ ନିକଟରେ ଏପରି ପ୍ରକାଶ କରନ୍ତୁ ମନର ଭାବନା

ପ୍ରେମ ପାଇଁ ଯଦିଓ ନିର୍ଦ୍ଦିଷ୍ଟ ଦିନ,ବାର, ତିଥି ନାହିଁ ତଥାପି ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ପ୍ରେମ ଋତୁ। ଫେବୃୟାରୀ ୭ରୁ ଏହା ଆରମ୍ଭ ହୋଇଥିବା ବେଳେ ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ୍‌ ୧୪ରେ ଶେଷ ହେବ। ଭାଲେଣ୍ଟାଇନ ସପ୍ତାହର ଷଷ୍ଠ ଦିନରେ…

ଆମେରିକାର ଚେତାବନୀ, ବେଜିଂ ଅଲିମ୍ପିକ୍ସ ସମୟରେ ୟୁକ୍ରେନ ଉପରେ ଆକ୍ରମଣ କରିପାରେ ରୁଷିଆ

ୱାଶିଂଟନ,୧୨ ।୨: ୟୁକ୍ରେନ୍ ମାମଲାରେ ରୁଷିଆ ସହ ପଶ୍ଚିମ ଦେଶର ତୁତୁ ମେମେ ଜାରି ରହିଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ, ଜର୍ମାନ ଚାନସଲର ଓଲାଫ ସ୍କୋଲ୍‌ଜ ଓ ଫ୍ରାନ୍ସ ରାଷ୍ଟ୍ରପତି ଇମୈନୁଏଲ ମ୍ୟାକ୍ରୋ ସମେତ ପଶ୍ଚିମ ଦେଶର ନେତାମାନେ…

ବିଶାଖାପାଟଣା ସ୍ଥାନାନ୍ତର ହୋଇପାରେ ଆନ୍ଧ୍ରପ୍ରଦେଶ ରାଜଧାନୀ

ନୂଆଦିଲ୍ଲୀ,୧୧।୨: ତେଲୁଗୁ ନୂଆବର୍ଷ ଉଗାଡ଼ି ସମୟରେ କିମ୍ବା ଏହା ପରେ ଆନ୍ଧ୍ରପ୍ରଦେଶ ରାଜଧାନୀ ଅମରାବତୀରୁ ବିଶାଖାପାଟଣା ସ୍ଥାନାନ୍ତର ହୋଇପାରେ। ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରାଜଧାନୀ ସ୍ଥାନାନ୍ତର ପାଇଁ ଏକ ପ୍ରକାର ମନ ସ୍ଥିର କରିଥିବା ଜଣାପଡ଼ିଛି। ସେ ୩ ରାଜଧାନୀ ପରିବର୍ତ୍ତେ…

ଆଇପିଏଲ୍‌ ନିଲାମ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ବଡ ଝଟ୍‌କା

ନୂଆଦିଲ୍ଲୀ,୧୧।୨: ଟିମ୍‌ ଇଣ୍ଡିଆର ପୂର୍ବତନ ଓପନର୍‌ ଓ୍ବାସିମ୍‌ ଜାଫର ଶୁକ୍ରବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ପଞ୍ଜାବ କିଙ୍ଗ୍ସର ବ୍ୟାଟିଂ ପ୍ରଶିକ୍ଷକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇର ପୂର୍ବତନ ରଣଜୀ କିମ୍ବଦନ୍ତୀ କ୍ରିକେଟରଙ୍କ ଏହି ନିଷ୍ପତ୍ତି ଆଇପିଏଲ୍‌ ୨୦୨୨ ମେଗା ନିଲାମ…

ମମିତା ମେହେର ହତ୍ୟା ମାମଲା: ଚାର୍ଜଶିଟ୍‌ ଦାଖଲ କଲା ବଲାଙ୍ଗୀର ପୋଲିସ

ବଲାଙ୍ଗୀର ଅଫିସ,୧୧।୨: କଳାହାଣ୍ଡି ଜିଲାର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ବଙ୍ଗୋମୁଣ୍ଡା ଜେଏମ୍‌ଏଫ୍‌ସି କୋର୍ଟରେ ବଲାଙ୍ଗୀର ପୋଲିସ ପକ୍ଷରୁ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ଡ୍ରାଇଭର ରାଧେଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଆସନ୍ତା…

ଏବର୍ଷ ବି କଟକଣାରେ ଜାଗର ଯାତ୍ରା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ବର୍ଷ କୋଭିଡ କଟକଣାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳନ କରାଯିବ। ରାତି ୧୦ଟାରେ ମହାଦୀପ ଉଠିବ। ଶୁକ୍ରବାର ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଜିଲାପାଳଙ୍କ ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।

ଟିମ୍‌ ଇଣ୍ଡିଆର କ୍ଲିନ୍‌ ସୁଇପ୍‌

ଅହମ୍ମଦାବାଦ,୧୧।୨: ଅନ୍ତିମ ତଥା ତୃତୀୟ ଦିନିକିଆ ମ୍ୟାଚ୍‌ରେ ବିଜୟ ସହ ସିରିଜ ପୋଛି ନେଲା ଟିମ ଇଣ୍ଡିଆ। ଏଠାରେ ଅନୁଷ୍ଠିତ ଶେଷ ଦିନିକିଆରେ ଜବରଦସ୍ତ ବୋଲିଂ କରି ଟିମ୍‌ ଇଣ୍ଡିଆ ୯୬ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏଥିସହ ଭାରତ ତିନିମ୍ୟାଚ…

‘ଅଧା ବାଟରେ ଛାଡ଼ିବୁନି ହାତ ମୋର’

ଭୁବନେଶ୍ୱର,୧୧।୨: ଭ୍ୟାଲେଣ୍ଟାଇନ୍‌ ସପ୍ତାହର ଆଜି ପଞ୍ଚମ ଦିନ ଅର୍ଥାତ ପ୍ରୋମିସ୍‌ ଡେ(ପ୍ରତିଶ୍ରୁତି ଦିବସ)। ପ୍ରେମୀଯୁଗଳ ମାନେ ନିଜ ନିଜ ସାଥୀଙ୍କୁ ଏହି ଦିନରେ ପ୍ରତିଶ୍ରୁତି ଦେଉଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଧାବିକା ଦୂତି ଚାନ୍ଦ। ସମଲିଙ୍ଗୀ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିବା…

ଯବାନଙ୍କ ଉପରକୁ ଗ୍ରେନେଡ୍‌ ଫିଙ୍ଗିଲେ ଆତଙ୍କବାଦୀ: ଜଣେ ଶହୀଦ, ୪ ଆହତ

ବାନ୍ଦିପୋରା,୧୧।୨: ଉତ୍ତର କାଶ୍ମୀରର ବାନ୍ଦିପୋରାରେ ଆତଙ୍କବାଦୀଙ୍କ ଆକ୍ରମଣରେ ଶୁକ୍ରବାର ଜଣେ ଏସ୍‌ପିଓର ଯବାନ ଶହୀଦ ହୋଇଛନ୍ତି। ଏଥିସହ ୪ ଜଣ ଯବାନ ଆହତ ହେବାର ଖବର ମିଳିଛି। ତେବେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ସାହାର୍ଯ୍ୟରେ ସୁରକ୍ଷାକର୍ମୀଙ୍କ ଗାଡ଼ି ଉପରକୁ ଆକ୍ରମଣ କରିଥିଲେ। ଏହାପରେ…

ଟି-୨୦ ସିରିଜ୍‌ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା: ଏକାସହ ବାଦ ପଡ଼ିଲେ ଦୁଇ ମ୍ୟାଚ୍‌ ବିଜେତା

ନୂଆଦିଲ୍ଲୀ,୧୧।୨: ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଜିତିବା ପରେ ଟିମ୍‌ଇଣ୍ଡିଆର ଲକ୍ଷ୍ୟ ଟି-୨୦ ସିରିଜ୍‌ ଜିତିବା ଉପରେ ରହିଛି। ୧୬ ଫେବୃୟାରୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମୁକାବିଲା ଅନୁଷ୍ଠିତ ହେବ। ହେଲେ ଏହା ପୂର୍ବରୁ ଅଧିନାୟକ ରୋହିତ ଶର୍ମାଙ୍କୁ…

ଘରକୁ ଫେରିବା ପରେ ଏଭଳି ଟୁଇଟ୍‌ କଲେ ସୁନୀଲ

ବମ୍ବେ: ଅଭିନେତା ତଥା କମେଡିଆନ୍‌ ସୁନୀଲ ଗ୍ରୋଭର ନିକଟରେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କର ହାର୍ଟ ସର୍ଜରୀ କରାଯାଇଥିଲା। ଏବେ ସେ ଘରକୁ ଫେରିଥିବା ବେଳେ ନିଜର ସ୍ବାସ୍ଥ୍ୟାବସ୍ଥା ନେଇ ପ୍ରଶଂସକଙ୍କୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ନିଜସ୍ବ ଶୈଳୀରେ ସୁନିଲ ଧନ୍ୟବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri