ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ପୂର୍ବତନ ଉପବାଚସ୍ପତି, ବିଧାୟକ
ଛତ୍ରପୁର,୧୧ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ୧୯ ନଂ. ଜୋନ୍ ଜିଲାପରିଷଦ ସଭ୍ୟ ପାଇଁ ବିଜେଡି ପ୍ରାର୍ଥୀ ରଶ୍ମିତା ନାହାକଙ୍କ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ଛତ୍ରପୁର ବିଜେଡି ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହି…
ଖସିଲା ସେନସେକ୍ସ
ମୁମ୍ବାଇ,୧୧।୩: ଶୁକ୍ରବାର ଷ୍ଟକ ମାର୍କେଟ ଖୋଲିବା ମାତ୍ରେ ସେନସେକ୍ସ ହ୍ରାସ ପାଇଛି। ଗତ ତିନି ଦିନ ଧରି ବାଣିଜ୍ୟରେ କ୍ରମାଗତ ଅଭିବୃଦ୍ଧି ଉପରେ ବ୍ରେକ ଲାଗିଛି। ବ୍ୟବସାୟ ଆରମ୍ଭରେ ବିଏସ୍ଇ ସେନସେକ୍ସ ୬୫୦ ପଏଣ୍ଟ ଖସି ୫୮,୨୭୫ ସ୍ତରରେ ଖୋଲିଛି। ସେହିଭଳି,…
ପୁନରୁଦ୍ଧାର ଅପେକ୍ଷାରେ ପୁରୀ ସଂଗ୍ରହାଳୟ
ପୁରୀ ଅଫିସ,୧୧।୨: ସଂସ୍କୃତି ଓ ଐତିହ୍ୟର ବାର୍ତ୍ତାବହ କୁହାଯାଉଥିବା ପୁରୀ ସଂଗ୍ରହାଳୟ ଏବେ ଅବହେଳିତ ହୋଇପଡ଼ିଛି। ଉଦ୍ଘାଟନ ଦିନଠାରୁ ଅର୍ଥାତ ଦୀର୍ଘ ୩୦ବର୍ଷ ହେଲା ସଂଗ୍ରହାଳୟ ଭଡ଼ାଘରେ ଚାଲିଛି। ଏଠାରେ ଅନେକ ଦୁର୍ମୂଲ୍ୟ କଳାକୃତି, ପଥର ମୂର୍ତ୍ତି, ସୋଲ କାରୁକାର୍ଯ୍ୟ ଓ…
‘ଉଚିତ ସମୟରେ ହିଁ ଆମେ ହସ୍ତକ୍ଷେପ କରିବୁ’
ନୂଆଦିଲ୍ଲୀ,୧୧।୨: “ଆମେ ଉଚିତ ସମୟରେ ହିଁ ଆମେ ହସ୍ତକ୍ଷେପ କରିବୁ”। ଏଭଳି କହି କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କୀତ ଆବେଦନ ଉପରେ ତୁରନ୍ତ ଶୁଣାଣି କରିବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ହିଜାବ ପରିଧାନ ଉପରେ ଅନ୍ତିମ…
ଭୁବନେଶ୍ୱର ବିମାନବନ୍ଦରକୁ ‘ଭଏସ୍ ଅଫ୍ କଷ୍ଟମର’ ମାନ୍ୟତା
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଏୟାରପୋର୍ଟ କାଉନ୍ସିଲ ଇଣ୍ଟରନ୍ୟାଶନାଲ(ଏସିଆଇ) ଅଧୀନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ୨୦୨୧ ପାଇଁ ‘ଯାତ୍ରୀଙ୍କ ସ୍ବର’ ବା ‘ଭଏସ୍ ଅଫ୍ କଷ୍ଟମର’ ମାନ୍ୟତା ମିଳିଛି। ଏହାସହିତ ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆର ସାତୋଟି ବିମାନବନ୍ଦର ଏହି ମାନ୍ୟତା ପାଇଛନ୍ତି।…
ଲାଲୁଙ୍କ ପରିବାରରେ ଫାଟ! ସାନ ଭାଇ ଭାଷଣ ଦେବାରୁ ଉଠି ଚାଲିଗଲେ ବଡ ଭାଇ
ପାଟନା,୧୧।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରରେ ପୁଣି ପାଟ ଦେଖାଯାଇଛି। ଜାତୀୟ କାର୍ଯ୍ୟନିର୍ବାହୀ ବୈଠକରେ ତେଜସ୍ବୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କ ମଧ୍ୟରେ ବିଭେଦ ଥିବା ଦେଖାଯାଇଛି। ତେଜସ୍ବୀ ସଭାରେ କହିବା ଆରମ୍ଭ କରିବା ମାତ୍ରେ…
ଆଚରଣ ବିଧି ଉଲ୍ଲଂଘନ କଲା ବିଜେଡି
ବାଲେଶ୍ୱର ଅଫିସ,୧୧ା୨: ନିର୍ବାଚନ କମିଶନ ସାରା ଓଡ଼ିଶାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ କରିଥିବାବେଳେ ବିଭିନ୍ନ ସ୍ଥାନରେ ସରକାରୀ ଦଳ ପକ୍ଷରୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ହେଉଥିବାର ଦେଖିବାକୁ ମିଳୁଛି। ନିର୍ବାଚନ କମିଶନ କରୋନାକୁ…
ଥମୁନି ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୧୧।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାର ୦୭୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୫୭ଙ୍କ ମୃତ୍ୟୁ ଘଟିଛି। ନୂତନ…
ଚେତାବନୀ ଦେଲେ ଆମେରିକା ରାଷ୍ଟ୍ରପତି
ଓ୍ବାଶିଂଟନ୍,୧୧।୨: ୟୁକ୍ରେନ ସଙ୍କଟକୁ ନେଇ ଆମେରିକା ଏବଂ ରୁଷିଆ ମଧ୍ୟରେ ତକ୍ତତା ବୃଦ୍ଧି ପାଉଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଗୁରୁବାର ପୁଣି ଚେତାବନୀ ଦେଇଛନ୍ତି। ଆମେରିକାର ନାଗରିକମାନଙ୍କୁ ତୁରନ୍ତ ୟୁକ୍ରେନ ଛାଡିବାକୁ ବାଇଡେନ୍ କହିଛନ୍ତି। ରୁଷୀୟ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ…
ଆଜି ରାଜ୍ୟରୁ ୧୫୭୨ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୫୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୧୮ ଜଣ ଚିହ୍ନଟ ହୋଇଥିବା…
ଏଡିଏମ୍ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ସୁନ୍ଦରଗଡ଼,୧୧ା୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଏମ୍ ବିଶ୍ୱଜିତ୍ ମହାପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକକାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନ ସମେତ ଜଗତସିଂହପୁର ଜିଲାର ପୈତୃକ ଘର ଜଡ଼ାତିରା, ରଘୁନାଥପୁରର ରେଢ଼ୁଆ,…
କେନ୍ଦ୍ରରେ ପହଞ୍ଚିନି ବିଧାନ ପରିଷଦ ସଂକଳ୍ପ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶାରେ ବିଧାନ ପରିଷଦ ଗଠନ ସମ୍ପର୍କିତ କୌଣସି ସଂକଳ୍ପ କେନ୍ଦ୍ର ସରକାରଙ୍କ ହସ୍ତଗତ ହୋଇନାହିଁ। ଏଭଳି କିଛି ସଂକଳ୍ପ କେନ୍ଦ୍ର ପାଖରେ ପହଞ୍ଚି ନାହିଁ ବୋଲି କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ୍ ରିଜିଜୁ ଗୁରୁବାର ବିଜେଡି ରାଜ୍ୟ…
Archives


