ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….
ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ ଦେଇଛନ୍ତି ଯେ ତେହେରାନକୁ କେବେବି ପରମାଣୁ ଅସ୍ତ୍ର ହାସଲ କରିବାକୁ ଅନୁମତି ଦିଆଯିବ…
ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍ଟ୍ରପିକାଲ୍) ପଶ୍ଚିମୀ ଜେଟ୍ ଷ୍ଟ୍ରିମ୍ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି। ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ପବନ ସହିତ କୁଆପଥର…
ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!
ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି ଯେ ଏହି ସପ୍ତାହରେ ଏହା ବନ୍ଦ ହେବ ନାହିଁ। ହ୍ବାଇଟ ହାଉସରେ ସାମ୍ବାଦିକଙ୍କ…
ଟ୍ରମ୍ପ୍ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ
ନୂଆଦିଲ୍ଲୀ,୧୭।୩: ଇରାନ୍ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍ ଯୁଦ୍ଧ ବନ୍ଦ କରିବାକୁ ନିଷ୍ପତ୍ତି ନେଇପାରୁନାହାନ୍ତି କି ଇରାନକୁ ମଧ୍ୟ ରୋକିବାକୁ ବୁଦ୍ଧି ପାଉନାହାନ୍ତି। ଯୁଦ୍ଧ…
ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ
ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ପରିସ୍ଥିତି କ୍ରମଶଃ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଗତ କିଛି ଦିନ…
SCBରେ ନିଆଁ: ରିପୋର୍ଟ ମାଗିଲେ NHRC
କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। SCB ମେଡିକାଲରେ…
ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ
ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା । ହେଲେ ଜ୍ବାଇଁ ହଠାତ୍ କ୍ରୋଧିତ ହୋଇ ତାଙ୍କ ଶାଶୁ ଏବଂ ଶଳାଙ୍କୁ…
ଛତ୍ରପୁରରେ ଭୟଙ୍କର ଗ୍ୟାସ୍ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍
ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ ବାହାରି ପାରି ନାହିଁ। ଯୋଗାଣ ବାଟ…
ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…
ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। (ଜି.ଆର. କେସ ନଂ.୨୩୬/୨୩) ଅନୁଯାୟୀ ହତ୍ୟା ଉଦ୍ୟମ…
IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ
ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଦାବି କରିଛି ଯେ ସେମାନଙ୍କର ବାୟୁସେନା ଇରାନର ସର୍ବୋଚ୍ଚ ନେତା ଆୟତୁଲ୍ଲା…
ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…
ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି,…
କ୍ରସ୍ ଭୋଟିଂକୁ ମାନିନେଲେ ସୌଭିକ୍, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି
ଭୁବନେଶ୍ୱର,୧୬ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ ହୋଇଥିବା ଜୋର୍ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍ ଦେଇଛି। ବାପାଙ୍କୁ ବହିଷ୍କାର…

