Home

ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ୧୭୪ ରନ୍‌ର ଟାର୍ଗେଟ୍‌

ପୁଣେ,୪।୫: ପୁଣେର ଏମସିଏ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ୪୯ତମ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୭୩ ରନ୍‌ କରିଛି।…

ଚିଲିକା ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଛି। ସ୍ବାସ୍ଥ୍ୟଗତ କାରଣ ଯୋଗୁ ବୁଧବାର ହାଇକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ଆଉ ୭ ଦିନ ବଢ଼ାଇଥିବା ବିଧାୟକଙ୍କ ଓକିଲ ଅଭିନବ ଚାନ୍ଦ ସୂଚନା ଦେଇଛନ୍ତି। ଏପ୍ରିଲ ୨୨ରେ…

କୋହଲିଙ୍କୁ ପଛରେ ପକାଇଲେ ଧୋନୀ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ଭେଟୁଛି। ଏହି ମ୍ୟାଚ୍‌ ରେ ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ…

ଘର କିଣିଲେ ପୃଥ୍ବୀ ଶ’, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ଜବରଦସ୍ତ ପ୍ରଦର୍ଶନ କରୁଥିବା ଯୁବ କ୍ରିକେଟର ପୃଥ୍ବୀ ଶ’ ନିଜର ଘର କିଣିଛନ୍ତି। ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲସ ପକ୍ଷରୁ ଖେଳୁ ଥିବା ଏହି ୨୨ ବର୍ଷୀୟ କ୍ରିକେଟର ୧୦.୫ କୋଟି ଟଙ୍କା ଦେଇ ଏହି…

୩ ପୋଲିସ କର୍ମଚାରୀ ନିଲମ୍ବିତ

ବାରିପଦା ଅଫିସ,୪ା୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନାର ୩ ଜଣ ପୋଲିସ କର୍ମଚାରୀଙ୍କୁ ବୁଧବାର ମୟୂରଭଞ୍ଜ ଏସ୍‌ପି ନିଲମ୍ବନ କରିଛନ୍ତି। ଗୋରୁ ଗାଡ଼ିରୁ ଚାନ୍ଦା ଆଦାୟ ସମ୍ପର୍କିତ ଏକ ଅଡିଓ ଭାଇରାଲ ସମ୍ପର୍କରେ ସୂଚନା ପାଇ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ…

ଝାଡ଼ାବାନ୍ତିରେ ୨ ମୃୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଖାସପା ଗ୍ରାମରେ ଗତ ୪ ଦିନ ଧରି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗ୍ରାମର ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିମାନେ ହେଲେ…

ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର ପାଖାପାଖି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏଠାରୁ ଆସୁଥିବା ବିମାନ ଯାତ୍ରୀଙ୍କ…

୨୭୯ ବୁଥ୍‌ରେ ଭୋଟ ଦେବେ ୨.୧୪ ଲକ୍ଷ ଭୋଟର

ଭୁବନେଶ୍ୱର,୪।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ମେ’ ୩୧ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଜୁନ ୩ରେ ହେବ ଭୋଟ ଗଣତି। ଏଥିନେଇ ବୁଧବାରଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ମେ ୧୧ ପର୍ଯ୍ୟନ୍ତ ଆଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ।…

ପ୍ରେସ ସ୍ବାଧୀନତା: ତଳକୁ ଖସି ୧୫୦ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୪।୫: ବିଶ୍ୱରେ ପ୍ରେସ ସ୍ବାଧୀନତା ସୂଚକାଙ୍କରେ ତଳକୁ ଖସିଲା ଭାରତ। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ସୂଚକାଙ୍କରେ ଭାରତର ସ୍ଥାନ ଆହୁରି ତଳକୁ ଖସିଛି। ୨୦୨୧ରେ ଏହି ସୂଚକାଙ୍କରେ ୧୮୦ ଦେଶ ମଧ୍ୟରେ ଭାରତ ୧୪୨ତମ ସ୍ଥାନରେ ଥିଲା। ହେଲେ ୨୦୨୨ରେ…

ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଲେ ପ୍ରତୀକ ସିଂ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେଇଛନ୍ତି ଆଇପିଏସ୍‌ ପ୍ରତୀକ ସିଂ। ୨୦୧୪ ବ୍ୟାଚ୍‌ର ଆଇପିଏସ ପ୍ରତୀକ ସିଂଙ୍କୁ ଡିସିପି ଅଫିସରେ ଅତିରିକ୍ତ ଡିସିପି, ଏସିପି ଓ ଆଇଆଇସିମାନେ ସ୍ବାଗତ କରିଥିଲେ। ଭୁବନେଶ୍ୱରରେ କାମ କରିବା ତାଙ୍କ ପାଇଁ ଚ୍ୟାଲେଞ୍ଜ ହେବ…

ଟସ୍‌ ଜିତିଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପୁଣେର ଏମସିଏ ଷ୍ଟାଡିୟମରେ ଖେଳାଯାଉଛି । ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…

ଆଇନ ଜାଲରେ ଫସିଲା ରଣବୀରଙ୍କ ‘ଜୟେଶଭାଇ ଜୋରଦାର’

ମୁମ୍ବାଇ: ଆଇନ ଜାଲରେ ଫସିଛି ଫିଲ୍ମ ‘ଜୟେଶଭାଇ ଜୋରଦାର’। ନିକଟରେ ଏହାର ଟ୍ରେଲର ରିଲିଜ ହୋଇଥିଲା । ଏହାକୁ ଦର୍ଶକ ବେଶ ପସନ୍ଦ କରିଥିଲେ ହେଁ ସେଥିରେ ଦେଖାଯାଇଥିବା କିଛି ଦୃଶ୍ୟକୁ ନେଇ ବିବାଦ ଉପୁଜିଛି। ଟ୍ରେଲରରେ ଦେଖାଯାଇଥିବା ଗର୍ଭସ୍ଥ ଶିଶୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?