ଅନୁଚ୍ଛେଦ ୩୫୫ ଲାଗୁ ନେଇ କଂଗ୍ରେସ-ତୃଣମୂଳ ମୁହାଁମୁହିଁ…
କୋଲକାତା, ୨୮।୩ : ପଶ୍ଚିମବଙ୍ଗରେ ଅନୁଚ୍ଛେଦ ୩୫୫ ଲାଗୁ କରିବାକୁ ନେଇ ଏବେ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟ କଂଗ୍ରେସ କମିଟି ଅଧ୍ୟକ୍ଷ ଅଧୀର ରଞ୍ଜନ ଚୌଧୁରୀ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଶାସନରେ ଆଇନ ଶୃଙ୍ଖଳା ପରିସ୍ଥିତି…
ପୂରଣ ହେବ ବିଦ୍ୟୁତ୍ ଅଭାବ, ନିର୍ମାଣ କରାଯିବ ୧୦ ନ୍ୟୁକ୍ଲିୟର ପ୍ଲାଣ୍ଟ୍…
ନୂଆଦିଲ୍ଲୀ, ୨୮।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚାଭିଳାଷୀ ପ୍ରକଳ୍ପ ପ୍ରତି ଘରେ ବିଦ୍ୟୁତ୍ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତରେ ନୂଆ ବିଦ୍ୟୁତ୍ ଉତ୍ପାଦନ ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଏହା ଅନ୍ତର୍ଗତ ୨୦୨୩ ଠାରୁ ଭାରତ ୧୦ଟି ଆଣବିକ…
୧୨ ବର୍ଷ ହେଲା ଛୁଇଁନାହାନ୍ତି ଖାଦ୍ୟ: ଗୋଡ଼ି, ପଥର ଖାଇ ବଞ୍ଚିଛନ୍ତି ଏହି ବ୍ୟକ୍ତି
ଛତିଶଗଡ଼ର ଯଶପୁର ଜିଲାର ଉଦ୍ୟାନ ବିକାଶ ବ୍ଲକ ଛିପତାଲା ବାସିନ୍ଦା ସନ୍ତୋଷ ଲାକ୍ରାଙ୍କ ନାମ ଏବେ ବେଶ୍ ଚର୍ଚ୍ଚାରେ। କାରଣ ସନ୍ତୋଷ ଦୀର୍ଘ ୧୨ ବର୍ଷ ହେଲା ଅନ୍ନ ସ୍ପର୍ଶ ନ କରି କେବଳ ଗୋଡ଼ି, ପଥର ଖାଇ ଜୀବନ ବଞ୍ଚାଇଛନ୍ତି।…
ପାର୍ଲାମେଣ୍ଟରେ ଜଣେ ଏମ୍ପିଙ୍କୁ ଏମିତି ପ୍ରଶ୍ନ ପଚାରିଲେ ଅଧ୍ୟକ୍ଷ: ସମସ୍ତେ ହସିଲେ
ନୂଆଦିଲ୍ଲୀ,୨୮।୩: ପାର୍ଲାମେଣ୍ଟରେ ବେଳେବେଳେ ଗମ୍ଭୀର ଆଲୋଚନା ମଧ୍ୟରେ ହସ ଏବଂ ଥଟ୍ଟାର ମୁହୂର୍ତ୍ତ ମଧ୍ୟ ଦେଖାଯାଏ। ନିକଟରେ ରାଜ୍ୟ ସଭାରେ ସମାନ ଘଟଣା ଦେଖିବାକୁ ମିଳିଥିଲା। ମାଲାୟାଲମ ଅଭିନେତା ତଥା କେରଳ ଭାଜପା ଏମ୍ପି ସୁରେଶ ଗୋପୀ ଏକ ନୂଆ ରୂପରେ…
ଲଗାତର ଦ୍ୱିତୀୟଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରମୋଦ
ପାଣାଜୀ,୨୮।୩: ଗୋଆର ମୁଖ୍ୟମନ୍ତ୍ରୀ ଭାବରେ ସୋମବାର ଶପଥ ଗ୍ରହଣ କରିଛନ୍ତି ପ୍ରମୋଦ ସାୱନ୍ତ। ରାଜଧାନୀ ପାଣାଜୀସ୍ଥିତ ଶ୍ୟାମା ପ୍ରସାଦ ମୁଖାର୍ଜୀ ଷ୍ଟାଡିୟମରେ ଆୟୋଜିତ ଏକ ସମାରୋହରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
୧୨ ଲକ୍ଷ ଟଙ୍କା ଜୋରିମନା ଦେବେ ରୋହିତ ଶର୍ମା
ମୁମ୍ବାଇ,୨୮।୩: ଆଇପିଏଲ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ଏହି ମ୍ୟାଚରେ ଦିଲ୍ଲୀ ସମ୍ମୁଖରେ ୧୭୮ରନ ଟାର୍ଗେଟ ରଖିଥିଲା। ଏହାର ଜବାବରେ ଦିଲ୍ଲୀ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ…
ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ନେଇ କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ନବୀନ ସେଠାରେ ଆଲୋଚନା କରିବେ। ଏଥିସହ ଆଜି ହେବାକୁ ଥିବା ବିବିସି ସ୍ପୋର୍ଟସ ‘ଓ୍ବିମେନ ଅଫ୍ ଦ…
୧୨ ବଲ୍ରେ ହିରୋରୁ ଜିରୋ ପାଲଟିଲେ ଏହି କ୍ରିକେଟର୍
ମୁମ୍ବାଇ,୨୮।୩: ଆଇପିଏଲ୍ ୨୦୨୨ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦଳର ପୁରୁଣା ଅଭ୍ୟାସ ବଦଳି ନାହିଁ। ରବିବାର ପଞ୍ଜାବ କିଙ୍ଗସ ବିପକ୍ଷରେ ୨୦୫ ରନ ସ୍କୋର କରିବା ସତ୍ତ୍ୱେ ଦଳ ମ୍ୟାଚ ହାରିଛି। ଓଡିନ ସ୍ମିଥ ମାତ୍ର ୮ଟି ବଲରେ ଅପରାଜିତ…
ରାତିରେ ବୁଲୁଥିବା ଲୋକଙ୍କୁ ପଚରାଉଚରା କରିବା ପୋଲିସର ଅଧିକାର: ହାଇକୋର୍ଟ…
ମୁମ୍ବାଇ, ୨୮।୩ : ଯେଉଁମାନେ ରାତିରେ ବୁଲାବୁଲି କରିଥାନ୍ତି ସେମାନଙ୍କୁ ପଚରାଉଚରା କରିବା ପୋଲିସର ଅଧିକାର ରହିଛି ବୋଲି ବମ୍ବେ ହାଇକୋର୍ଟ କହିଛନ୍ତି। ଏହା ସହିତ କୋର୍ଟ ଜଣେ ବ୍ୟକ୍ତିଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଏଥିରେ ଆବେଦନକାରୀ ତାଙ୍କ ବିରୋଧରେ ଦାଖଲ…
ସଶକ୍ତ ଗଣତନ୍ତ୍ର ପାଇଁ କଂଗ୍ରେସ ସୁଦୃଢ଼ ହେବା ଆବଶ୍ୟକ, ନୀତିନଙ୍କ ମନ୍ତବ୍ୟ…
ନୂଆଦିଲ୍ଲୀ, ୨୮।୩ : ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ନୀତିନ ଗଡକରୀ କହିଛନ୍ତି ଯେ ଏକ ଉତ୍ତମ ତଥା ସଶକ୍ତ ଗଣତନ୍ତ୍ର ପାଇଁ କଂଗ୍ରେସକୁ ସୁଦୃଢ଼ ହେବା ଆବଶ୍ୟକ। ଏହା ସହିତ ସେ କଂଗ୍ରେସ ଛାଡିଥିବା ଲୋକଙ୍କୁ ଦଳର ଆଦର୍ଶ…
ରାୟଗଡ଼ାରେ ଭାରତ ବନ୍ଦ
ରାୟଗଡ଼ା ଅଫିସ,୨୮ା୩: ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଶ୍ରମିକ କୃଷକ ବିରୋଧ ନୀତି ଜନ ବିରୋଧ ନୀତି ବିରୋଧରେ ସୋମବାର ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ଓଡ଼ଶା ଶାଖା ପକ୍ଷରୁ ରାୟଗଡ଼ାର କପିଳାସ ରୋଡ୍ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ୨୮ ଏବଂ ୨୯…
କାମ କଲାନି ସୁରେଶ, ଅପରାଜିତାଙ୍କ ପ୍ରଭାବ
ଖୋର୍ଦ୍ଧା ଅଫିସ,୨୮ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ଶାସକ ଦଳ ବିଜେଡି ବାଜି ମାରି ନେଇଛି। ୪ଟି ପୌର ଆସନରେ ବିଜେଡି ବହୁମତ ହାସଲ କରିଥିବା ବେଳେ ଅଧ୍ୟକ୍ଷ ପଦବୀ ମଧ୍ୟ ବିଜେଡି ହାତକୁ ଯାଇଛି। ପୁଣି ଥରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି…
Archives


