ପୁଣି ପରଦାରେ ଏକାଠି ନଜର ଆସିବେ ଶାହରୁଖ-କାଜୋଲ
ବଲିଉଡ ଅଭିନେତା ଶାହାରୁଖ ଖାନ ଏବଂ କାଜୋଲ ଇଣ୍ଡଷ୍ଟ୍ରୀର ସବୁଠୁ ହିଟ୍ ଯୋଡି ଭାବେ ପରିଚିତ। ଆଜି ବି ୯୦ ଦଶକର ଫିଲ୍ମ ‘ଦିଲ୍ଓ୍ବାଲେ ଦୁଲ୍ହନିଆଁ ଜାୟେଙ୍ଗେ’ରେ ଉଭୟଙ୍କ କେମେଷ୍ଟ୍ରୀକୁ ଦର୍ଶକ ମନେ ରଖିଛନ୍ତି। ୭ ବର୍ଷ ପରେ କାଜୋଲ ଏବଂ…
‘ଦେଶର ସ୍ଥିତି ଏବେ ଠିକ୍ ନାହିଁ’
ନୂଆଦିଲ୍ଲୀ,୩।୫: ଇଦ୍-ଉଲ୍-ଫିତର୍ ଅବସରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। କୋଲକତାର ରେଡ ରୋଡରେ ଉପସ୍ଥିତ ଲୋକଙ୍କୁ ସମ୍ବୋଧିତ କରି ସେ କହିଛନ୍ତି, ଦେଶର ଅବସ୍ଥା ଭଲ ନାହିଁ।…
ପୁଣି ବଢୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୩।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…
ଗତ ୨୪ ଘଣ୍ଟାରେ ରାଜ୍ୟରେ ୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୩।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩ ଜଣ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ
ପାଟଣା,୩।୫ (ସ୍ବ. ପ୍ର.): ୨୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଡିଆନାଳି ବିଦ୍ୟୁତ୍ ଷ୍ଟ୍ରକଚର ନିକଟରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟଜଣେ ଗୁରୁତର…
ରାଜସ୍ଥାନରେ ସାମ୍ପ୍ରଦାୟିକ ହିଂସା: ଇଣ୍ଟରନେଟ୍ ସେବା ବନ୍ଦ
ଜୟପୁର,୩।୫: ରାଜସ୍ଥାନର ଯୋଧପୁରରେ ଇଦ ପୂର୍ବ ରାତିରେ ସାମ୍ପ୍ରଦାୟିକ ଉତ୍ତେଜନା ପରିସ୍ଥିତି ଉପୁଜିଛି। ଯୋଧପୁରର ଜଲୋରୀ ଗେଟ୍ ନିକଟରେ ଲାଉଡସ୍ପିକର ଏବଂ ପତାକା ଲାଗିବାକୁ ନେଇ ଦୁଇ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ସେଠାରେ ପଥର ଫିଙ୍ଗାଫିଙ୍ଗି ବେଳେ ତିନି…
ଆଜି ଇଦ୍-ଉଲ୍-ଫିତର: ଜାମା ମସଜିଦ୍ରେ କଡ଼ା ସୁରକ୍ଷା ଭିତରେ ନମାଜ ପାଠ
ନୂଆଦିଲ୍ଲୀ,୩।୫:ଆଜି ସମଗ୍ର ଦେଶରେ ଇଦ୍-ଉଲ୍-ଫିତର ଅର୍ଥାତ୍ ଇଦ୍ ପାଳନ କରାଯାଉଛି। ଏହି ଅବସରରେ ମୁସଲମାନ ଭଉଣୀ ଓ ଭାଇମାନେ ସକାଳେ ଦିଲ୍ଲୀର ଜାମା ମସଜିଦରେ ଆଲ୍ଲାଙ୍କୁ ଶାନ୍ତି ଏବଂ ସମୃଦ୍ଧତା ପାଇଁ ପ୍ରାର୍ଥନା କରିଥିଲେ। ଇଦ ପାଇଁ ଦିଲ୍ଲୀରେ ସ୍ବତନ୍ତ୍ର ସୁରକ୍ଷା…
ରୁଷିଆ- ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କିଏ ଜିତିବ, ପ୍ରଧାନମନ୍ତ୍ରୀ ମୋଦି କଲେ ଖୁଲାସା
ବର୍ଲିନ,୩।୫: ତିନି ଦିନିଆ ୟୁରୋପ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଲିନରେ ଜର୍ମାନୀର ଚାନସେଲର ଓଲାଫ ସ୍କୋଲ୍ଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ସମୟରେ ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ଆଭିମୁଖ୍ୟ…
ଆସିବ ନୂଆ ଭୂତଳ ଜଳ ନିୟମ
ଭୁବନେଶ୍ୱର,୩ା୫(ବ୍ୟୁରୋ):ମନଇଚ୍ଛା ଆଉ ଭୂଗର୍ଭରୁ ପାଣି ଶୋଷି ହେବନି। ଏହାକୁ ନିୟନ୍ତ୍ରଣ କରିବାକୁ ସରକାର ନୂଆ ଆଇନ ଆଣିବାକୁ ଯାଉଛନ୍ତି। ତଦନୁଯାୟୀ ଭୂଗର୍ଭ ଜଳ ବ୍ୟବହାର ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହେବ। ଶିଳ୍ପ, ବ୍ୟବସାୟିକ, ଓ୍ବାଟର ପାର୍କ, ବୃହତ୍ ଓ କ୍ଷୁଦ୍ର ଶିଳ୍ପ,…
ସ୍ମାର୍ଟ ସ୍କୁଲରେ ଛାତ୍ରଙ୍କ ‘ପୁଷ୍ପା’ ଭିଡିଓ ଭାଇରାଲ
ଶେରଗଡ଼/ ହିଞ୍ଜିଳିକାଟୁ,୩ା୫(ଡି.ଏନ୍.ଏ):ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ କରି ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଆଧୁନିକ ଶୈଳୀରେ ପାଠ ପଢ଼ାଇବା ପାଇଁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଗତବର୍ଷ ରାଜ୍ୟରେ ପ୍ରଥମେ ଗଞ୍ଜାମ ଜିଲାର ଶେରଗଡ଼ ଓ ହିଞ୍ଜିଳିକାଟୁ ବ୍ଲକ ଅଧୀନ ବିଭିନ୍ନ ହାଇସ୍କୁଲ ରୂପାନ୍ତରଣ କରାଯାଇଥିଲା।…
ସ୍ଥିତି ପରଖିବା ସତ୍ତ୍ୱେ ଏଏସ୍ଆଇ ଚୁପ୍
ପୁରୀ ଅଫିସ,୩।୫:ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ତିନିଜଣିଆ ଟିମ୍ ରବିବାର ପୁରୀ ଆସି ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛି। ଏହି ଟିମ୍ର ଅଧିକାରୀମାନେ ପ୍ରକଳ୍ପ ସ୍ଥଳକୁ ଯାଇ ଶ୍ରୀମନ୍ଦିର ଚୌହଦିରେ କ’ଣ ସବୁ ନିର୍ମାଣ ହେଉଛି,…
ସଡ଼କ ସୁରକ୍ଷାରେ ନିୟୋଜିତ ହେବେ ହୋମଗାର୍ଡ
ଯାଜପୁର ଅଫିସ,୩ା୫:ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ରେ କନଷ୍ଟେବଳ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ୮୦ ଜଣ ହୋମଗାର୍ଡ ସଡକ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ। କଟକ ପରିବହନ ଆୟୁକ୍ତ(ଟ୍ରାନ୍ସପୋର୍ଟ କମିଶନର)ଙ୍କ ଏହି ପ୍ରସ୍ତାବକୁ ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ…

