ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି
ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି ଗୁଳିମାଡ଼ର ଶିକାର ହୋଇଛନ୍ତି। ଭୁବନ ଥାନା ବାରୁଆଁ (ଖ) ପଞ୍ଚାୟତ କଅଁସର ଗୋଡ଼ା…
ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ ହକ ଏବଂ ଜଙ୍ଗଲ ଜମିପଟ୍ଟା ଦାବିରେ ଶୁକ୍ରବାର ଥୁଆମୁଳ ରାମପୁର ତହସିଲଦାରଙ୍କୁ ଏକ…
T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍
ଇସଲାମାବାଦ୍,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି। ପାକିସ୍ତାନୀ ଆକାଉଣ୍ଟଗୁଡ଼ିକ ମିଥ୍ୟା ଦାବି କରୁଛନ୍ତି, ନିପା ଭାଇରସ ଭାରତରେ କାୟା ବିସ୍ତାର…
ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ…
ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍ୱେଲରୁ ବାହାରୁଛି ଲୁଣାପାଣି
କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ ହୋଇପାରିନାହିଁ। ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ…
ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ
ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି ମାନ୍ୟବର କୋର୍ଟ। ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟ ପ୍ରସଙ୍ଗରେ ଅଡୁଆରେ ପଡ଼ିଛନ୍ତି ଜିଲାପାଳ।…
ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…
ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା ଆହତ ହୋଇଛନ୍ତି। ସେମାନଙ୍କୁ ଆଠଗଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପାଚିକା ୨ ଜଣ…
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର: ଜାଣନ୍ତୁ କେତେ ବୟସ ହୋଇଥିବା ଆବଶ୍ୟକ
ଭୁବନେଶ୍ୱର,୩୦।୧: ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର। ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ। ଖୁବ୍ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା। ଏନେଇ ସମସ୍ତ ଜିଲାପାଳଙ୍କୁ ପର୍ଯ୍ୟଟନ ବିଭାଗର…
ଗ୍ରାମବାସୀଙ୍କୁ ମିଳୁନି ପାଣି, ନିଆଁ ଜାଳି କଲେ ରାସ୍ତାରୋକୋ
ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗାଁରେ ଦୀର୍ଘଦିନ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡ଼ିରହିଛି। ଲୋକଙ୍କୁ ପାଇପ୍ ଯୋଗେ ପାନୀୟଜଳ ମିଳୁ ନ ଥିବା ପ୍ରତିବାଦରେ ଶୁକ୍ରବାର ସକାଳୁ ଉତ୍ତେଜିତ ଗ୍ରାମବାସୀ ମୁଖ୍ୟରାସ୍ତାରେ ନିଆଁ…
ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…
ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ ପରିମାଣର କାଠ ଗଣ୍ଡିି ଜବତ କରିଛନ୍ତି । ଜଣେ ବ୍ୟକ୍ତିଙ୍କ ଠାରୁ ସୂଚନା…
ସରକାରଙ୍କୁ ଅଲ୍ଟିମେଟମ୍ ଦେଲେ ଶଙ୍କରାଚାର୍ଯ୍ୟ: ୪୦ ଦିନ ଭିତରେ ଏ କାମ ନ କଲେ ଘଟିବ…
ଲକ୍ଷ୍ନୌ,୩୦।୧:ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ପ୍ରୟାଗରାଜ ମାଘ ମେଳାରେ ପ୍ରଶାସନ ସହିତ ବିବାଦ ସମ୍ପର୍କରେ ଯୋଗୀ ସରକାର ଏବଂ ପ୍ରଶାସନକୁ କଡ଼ା ସମାଲୋଚନା କରିଛନ୍ତି। ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଥିଲେ, ମୋତେ ଶଙ୍କରାଚାର୍ଯ୍ୟ ପଦବୀର ପ୍ରମାଣ ମଗାଯାଇଥିଲା ଏବଂ ୨୪ ଘଣ୍ଟା ମଧ୍ୟରେ ତାହା…
ଖୁବ୍ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା, ମନ୍ତ୍ରୀ କହିଲେ ଦୀପାଳିଙ୍କ ମନ୍ତବ୍ୟ ଦେଖି…
ଭୁବନେଶ୍ୱର,୩୦ା୧: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଖୁବ୍ଶୀଘ୍ର ଖୁଲାସା ହେବ। ନବଙ୍କ ଝିଅ ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି।…
Archives


