Home

ଦୁଇ ରାପ୍ଟର ବୋଟ୍‌ ନଷ୍ଟ କଲା କ୍ୱିଭ୍‌

କ୍ୱିଭ୍‌, ୨ା୪: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ୬୮ ଦିନ ପୂରିଥିବା ବେଳେ ଏତେ ଦିନ ଯୁଦ୍ଧ ଲମ୍ବିବା ମସ୍କୋ ପାଇଁ ଚିନ୍ତାର କାରଣ ପାଲଟିଛି। ଶକ୍ତିଶାଳୀ ରୁଷିଆ ସେନା ଆଗରେ ୨ ମାସରୁ ଊର୍ଦ୍ଧ୍ୱ ସମୟ ୟୁକ୍ରେନ୍‌ ତିଷ୍ଠି ରହିବା…

ଅକ୍ଷୟ ତୃତୀୟାରେ ଆରତୀ କରିବେନି ରାଜ୍‌ ଠାକ୍‌ରେ

ମୁମ୍ବାଇ,୨।୫: ଅକ୍ଷୟ ତୃତୀୟା ଅବସରରେ ମହାଆରତୀ କରିବେନି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ। ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ କରିବେ ବୋଲି ଏମ୍‌ଏନ୍‌ଏସ୍‌ ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ ସୋମବାର ଏନେଇ ଘୋଷଣା କରିଛନ୍ତି। ମୁସଲମାନମାନେ…

ଟୁଇଟର ବାୟୋରୁ ଦଳର ନାମ ହଟାଇଲେ ହାର୍ଦ୍ଦିକ

ଗାନ୍ଧୀନଗର,୨।୫: ଗୁଜୁରାଟରେ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଧରଣର ଝଟ୍‌କା ଲାଗିପାରେ। କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ହାର୍ଦ୍ଦିକ ପଟେଲଙ୍କ ଦଳ ଛାଡିବା ନେଇ ଲାଗିରହିଥିବା କଳ୍ପନା ଜଳ୍ପନା ବର୍ତ୍ତମାନ ଆହୁରି ବଢ଼ିଯାଇଛି। ହାର୍ଦ୍ଦିକ ତାଙ୍କ ଟୁଇଟର ବାୟୋରୁ ଦଳର…

କୋଲକାତା ଆଗରେ ୧୫୩ ରନ୍‌ର ଟାର୍ଗେଟ

ମୁମ୍ବାଇ,୨।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଅଧିନାୟକ ସଞ୍ଜୁ ସାମସନ(୫୪)ଙ୍କ ଅର୍ଦ୍ଧଶତକ ଯୋଗୁ ରାଜସ୍ଥାନ ରୟାଲ୍ସ ୨୦ ଓଭରରେ ୫ ଉଇକେଟ ହରାଇ ୧୫୨ ରନ୍‌ କରିଛି। ଗତ…

ବୈଧ ଭିସା ନେଇ ପାକିସ୍ତାନ ଯାଉଥିବା କଶ୍ମୀର ଯୁବକ ନେଉଛନ୍ତି ଆତଙ୍କବାଦ ତାଲିମ: ରିପୋର୍ଟ

ନୂଆଦିଲ୍ଲୀ,୨।୫: ଆତଙ୍କବାଦୀ ନିରୋଧୀ ଅଭିଯାନ ବେଳେ ପାକିସ୍ତାନରୁ ତାଲିମ ନେଇ ଫେରିଥିବା ୧୭ ଜଣ କଶ୍ମୀରୀ ଯୁବକ ନିହତ ହେଲେଣି। ନିହତ ହୋଇଥିବା ଯୁବକଙ୍କ ମଧ୍ୟରୁ ଅଧିକାଂଶ ଦକ୍ଷିଣ କଶ୍ମୀରର ହୋଇଥିବା ବେଳେ କେତେକ ଉତ୍ତର କଶ୍ମୀରର ବାନ୍ଦିପୁର ଓ ବାରୁମୂଳାର…

ସ୍ପାଇସ୍‌ଜେଟ୍‌ର ୨ଯାତ୍ରୀ ଆଇସିୟୁରେ ଭର୍ତ୍ତି : ତଦନ୍ତ ଆରମ୍ଭ କଲା ଡିଜିସିଏ

ନୂଆଦିଲ୍ଲୀ,୨।୫: ବଡ଼ ଧରଣର ଏୟାର ଟର୍ବୁଲାନ୍ସ ଯୋଗୁ ରବିବାର ମୁମ୍ବାଇରୁ ଦୁର୍ଗାପୁର ଯାଉଥିବା ସ୍ପାଇସ୍‌ଜେଟ୍‌ ବିମାନର ୧୨ ଯାତ୍ରୀ ଓ ୩ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଥିମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର…

ବୁଧବାରକୁ ଘୁଞ୍ଚିଲା ରାଣା ଦମ୍ପତିଙ୍କ ଜାମିନ ଶୁଣାଣି

ମୁମ୍ବାଇ,୨।୫: ଜେଲ୍‌ରେ ବନ୍ଦ ଥିବା ନିର୍ଦ୍ଦଳୀୟ ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ବିଧାୟକ ସ୍ବାମୀ ରବି ରାଣାଙ୍କ ପୁଣି ବଢ଼ିଲା ଅଡୁଆ। ସୋମବାର ମୁମ୍ବାଇର ଏକ ସେସନ୍‌ କୋର୍ଟ ଜାମିନ ଆବେଦନର ଶୁଣାଣି କରିଥିବା ବେଳେ ରାୟ ସଂରକ୍ଷିତ ରଖିଛନ୍ତି।…

ନୋଏଡା-ଗାଜିଆବାଦରେ କର୍ଫ୍ୟୁ

ନୂଆଦିଲ୍ଲୀ,୨।୫: ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସାଧାରଣ ଜନତା ଓ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଗତ କିଛି ଦିନରୁ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧି ପାଉଛି। ଫଳରେ ଦିଲ୍ଲୀ ଏନ୍‌ସିଆରରେ ଆସୁଥିବା ଉତ୍ତରପ୍ରଦେଶର ୨ଟି…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କୋଲକାତା

ମୁମ୍ବାଇ,୨।୫: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୭ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଶ୍ରେୟାସ୍‌ ଆୟର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ପ୍ରଥମ ଥର ରଥରେ ଲାଗିବ ସୋରଡ଼ା କାଠ

ସୋରଡା,୨ା୫(ଡି.ଏନ୍‌.ଏ.): ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା ପାଇଁ ଦକ୍ଷିଣ ଘୁମୁସର ବନଖଣ୍ଡ ସୋରଡା ବନ ବିଭାଗ ଗାଜଲବାଡି ବନାଞ୍ଚଳରୁ ସୋମବାର ୨ଟି ଟ୍ରକରେ ରଥକାଠ ପୁରୀ ଅଭିମୁଖେ ଯାଇଛି। ରଥ ଲାଗି ପ୍ରଥମ ଥର ପୁରୀକୁ କାଠ ଯାଉଥିବାରୁ ଅଞ୍ଚଳରେ ଆଧ୍ୟାତ୍ମିକ ପରିବେଶ…

ଜର୍ମାନୀ ଚାନ୍‌ସେଲରଙ୍କୁ ଭେଟିଲେ ମୋଦି

ବର୍ଲିନ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ୟୁରୋପ ଗସ୍ତରେ ଅଛନ୍ତି। ଯାତ୍ରାର ପ୍ରଥମ ପର୍ଯ୍ୟାୟରେ ସୋମବାର ଜର୍ମାନୀର ରାଜଧାନୀ ବର୍ଲିନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବା ସହ ତାଙ୍କୁ ଜର୍ମାନୀ ସୈନ୍ୟ…

ମନ୍ତ୍ରୀଙ୍କୁ କାମୁଡିଦେଲା ମୂଷା

ଲକ୍ଷ୍ନୌ,୨।୫: ଉତ୍ତର ପ୍ରଦେଶର କ୍ରୀଡ଼ା ମନ୍ତ୍ରୀ ଗିରିଶ ଚନ୍ଦ୍ର ଯାଦବଙ୍କ ସହ ଏକ ଅଜବ ଘଟଣା ଘଟିଛି। ଶୋଇଥିବା ସମୟରେ ତାଙ୍କୁ ମୂଷା କାମୁଡ଼ି ଦେଇଛି। ସାପ କାମୁଡ଼ିବା ସନ୍ଦେହରେ ତାଙ୍କୁ ତୁରନ୍ତ ଜିଲା ଡାକ୍ତରଖାନାକୁ ଅଣାଯାଇଥିଲା। ଏଠାରେ ମୂଷା କାମୁଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?