Home

ଧୋନୀ ମଇଦାନରେ ଥିଲେ ବିରୋଧୀ ଭୟ କରନ୍ତି

ମୁମ୍ବାଇ,୨୭।୩: ଆଇପିଏଲ୍‌ ୨୦୨୨ର ପ୍ରଥମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି କୋଲକତା ନାଇଟ୍‌ ରାଇଡର୍ସ। କୋଲକାତା ଦଳ ୧୮.୩ ଓଭରରେ ୪ ଉଇକେଟ ହରାଇ ୧୩୨ରନ୍‌ର ବିଜୟ ଲକ୍ଷ୍ୟକୁ ହାସଲ କରିନେଇଥିଲା। ମ୍ୟାଚ୍‌ରେ ଆକର୍ଷଣ କେନ୍ଦ୍ରବିନ୍ଦୁ ଥିଲେ ଚେନ୍ନାଇର…

ନୋ’ ବଲ୍‌ ସବୁ ବିଗାଡି ଦେଲା: ଭାରତ ବିଶ୍ୱକପ୍‌ରୁ ବିଦା

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ମହିଳା ବିଶ୍ୱକପ୍‌ରୁ ବାଦ୍‌ ପଡିଛି ଭାରତୀୟ ମହିଳା ଦଳ। ଭାରତୀୟ ଦଳର ସେମିଫାଇନାଲରେ ପ୍ରବେଶ କରିବାର ସ୍ବପ୍ନ ଭାଙ୍ଗି ଯାଇଛି। ମିତାଲି ରାଜଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଶେଷ ଲିଗ ମ୍ୟାଚରେ ଦକ୍ଷିଣ ଆଫ୍ରିକା ହାତରୁ ତିନି ଉଇକେଟରେ ପରାସ୍ତ…

ବ୍ରିଟେନ୍‌ ଲୋକେ ୟୁକ୍ରେନ୍‌ ଶରଣାର୍ଥୀଙ୍କୁ ଘରେ ଦେବେ ଆଶ୍ରୟ, ସରକାର ଆରମ୍ଭ କଲେ ଯୋଜନା…

ଲଣ୍ଡନ, ୨୭।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବାଠାରୁ ଏପର୍ଯ୍ୟନ୍ତ ପ୍ରାୟ ୩୦ ଲକ୍ଷରୁ ଅଧିକ ଲୋକ ଜୀବନ ଭୟରେ ଭିଟ।ମାଟି ଛାଡ଼ି ପଳାୟନ କରିଛନ୍ତି। ୟୁକ୍ରେନ୍‌ ଶରାଣାର୍ଥୀଙ୍କୁ ଆଶ୍ରୟ ଦେବା ପାଇଁ ବ୍ରିଟେନ ସରକାରଙ୍କ ପକ୍ଷରୁ ‘ହୋମ ଫର…

କର ବା ମର ମ୍ୟାଚ୍‌: ୨୭୫ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୨୭।୩: ଆଇସିସି ମହିଳା ବିଶ୍ୱକପ୍‌ ୨୦୨୨ର ୨୮ତମ ମ୍ୟାଚ୍‌ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଖେଳାଯାଉଛି। ସେମିଫାଇନାଲରେ ପହଞ୍ଚିବାକୁ ହେଲେ ଭାରତୀୟ ଦଳକୁ ଏହି ମ୍ୟାଚ୍‌ ଜିତିବାକୁ ହେବ। ଏହି କର ବା ମର ମ୍ୟାଚ୍‌ରେ ଭାରତୀୟ ଅଧିନାୟକ…

କ୍ଷେପଣାସ୍ତ୍ର ଏସ୍‌ଆର୍‌ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍‌ଆରଏସ୍‌ଏମ୍‌ ସଫଳ ଉତ୍‌କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଏହି ପରୀକ୍ଷଣ ହୋଇଛି। ତେବେ ସୁରକ୍ଷା ଦୃଷ୍ଟିରୁ ଏହି…

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ ୫ବର୍ଷ ବିତିଯାଇଛି। ବିଭାଗୀୟ ଅଧିକାରୀଙ୍କ ଅବହେଳା ଏବଂ ଠିକା କମ୍ପାନୀର ମନମୁଖି…

ଏକ ସନ୍ତାନ ନୀତିର ପରିଣାମ, ଅବସର ବୟସ ସୀମା ବଢ଼ିଲା…

ବେଜିଂ, ୨୭।୩ : ଗତ ଦଶନ୍ଧି ଧରି ଚାଇନ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ‘ଏକ ସନ୍ତାନ ନୀତି‘ ପ୍ରଣୟନ କରିଥିଲା। ବର୍ତ୍ତମାନ ଚାଇନାକୁ ଏହାର ପରିଣାମ ଭୋଗିବାକୁ ପଡୁଛି। ଏକ ରିପୋର୍ଟରେ କୁହାଯାଇଛି ଯେ ଚାଇନାର କମ୍ୟୁନିଷ୍ଟ ପାର୍ଟି ସରକାର ବର୍ତ୍ତମାନ…

ଇମ୍ରାନଙ୍କୁ ଟାର୍ଗେଟ୍‌ କଲେ ମରିୟମ

ଇସଲାମାବାଦ,୨୭ା୩: ପାକିସ୍ତାନର ଇମ୍ରାନ ସରକାର ଏବେ ଟଳମଳ। ଯେଉଁଥିପାଇଁ ପ୍ରଧାନମନ୍ତ୍ରୀ ରବିବାର ଇସଲାମାବାଦରେ ଏକ ମେଗା ରାଲି କରିବାକୁ ଯାଉଛନ୍ତି। ବିରୋଧୀ ଦଳର ପାକିସ୍ତାନୀ ମୁସଲିମ ଲିଗ୍‌-ନଓ୍ବାଜର ଉପାଧ୍ୟକ୍ଷ ଇମ୍ରାନଙ୍କ ଏହି ରାଲିରେ ମରିୟମ ନଓ୍ବାଜ ତାଙ୍କୁ ଟାର୍ଗେଟ କରିଛନ୍ତି। ଲାହୋରରେ…

୧ ଏପ୍ରିଲ୍‌ରୁ ୮୦୦ ଔଷଧର ଦାମ୍‌ ବୃଦ୍ଧି…

ନୂଆଦିଲ୍ଲୀ, ୨୭।୩ : ଦେଶରେ ପେଟ୍ରୋଲ-ଡିଜେଲ ଏବଂ ଏଲପିଜିର ଦାମ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏବେ ସାଧାରଣ ଲୋକ ଆଉ ଏକ ଅସୁବିଧାର ସମ୍ମୁଖୀନ ହେବାକୁ ଯାଉଛନ୍ତି। ରିପୋର୍ଟ ଅନୁଯାୟୀ, ଏପ୍ରିଲ୍‌ ୧ରୁ ବହୁ ଜରୁରୀ ଔଷଧର ମୂଲ୍ୟ ବୃଦ୍ଧି…

ଏମିତି ଜେଲ୍‌, ଯେଉଁଠିକି ଗଲେ କେହି କେବେ ଫେରନ୍ତିନି ଜୀବନ୍ତ

ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ହେତୁ ପୁଟିନ ଅନେକ ଦେଶର ବିରୋଧର ସମ୍ମୁଖୀନ ହେଉଛନ୍ତି। ଇତି ମଧ୍ୟରେ ରୁଷିଆର ଅନେକ ଗୁପ୍ତ ଖବର ମଧ୍ୟ ବାହାରେ ଚର୍ଚ୍ଚାର ବିଷୟ ପାଲଟିଛି। ଆପଣ ଜାଣନ୍ତି କି ରୁଷିଆରେ ଏପରି ଏକ…

୪୦ ହଜାର କୋଟି ଡଲାର ରପ୍ତାନୀ ଲକ୍ଷ୍ୟ ହାସଲ କରିଛି ଭାରତ…

ନୂଆଦିଲ୍ଲୀ, ୨୭।୩ : ଭାରତବାସୀ ଲୋକାଲ ରୁ ଆଜି ଗ୍ଲୋବାଲସ୍ତରରେ ପହଞ୍ଚିଛନ୍ତି। ଦେଶ ଏବେ ୪୦ ହଜାର କୋଟି ରପ୍ତାନୀ ଲକ୍ଷ୍ୟ ହାସଲ କରିଛି। ୮୭ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏସମ୍ପର୍କରେ ସୂଚନା…

ବୋଲ୍ଡ ଲୁକ୍‌ରେ ଜ୍ୟାକ୍‌ଲିନ

ମୁମ୍ବାଇ: ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଡିଜ ଇନ୍‌ଷ୍ଟାଗ୍ରାମରେ ନିଜର କିଛି ବୋଲ୍ଡନେସ ଫଟୋ ଶେୟାର କରିଛନ୍ତି। ଯାହା ଦେଖି ପ୍ରଶଂସକ ପାଗଳ ହୋଇଯାଇଛନ୍ତି। ଏଥିରେ ସେ ଲିଓପାର୍ଡ ବା ଚିତାବାଘ ପ୍ରିଣ୍ଟର ଏକ ଡ୍ରେସ୍‌ ପିନ୍ଧି ପୋଜ ଦେଇଥିବା ଦେଖିବାକୁ ମିଳିଛି। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri