Home

ଜର୍ଜିଆ ରାସ୍ତା ଦେଇ ୟୁକ୍ରେନ୍‌କୁ ସୈନ୍ୟ ପଠାଉଛି ରୁଷିଆ

ଓ୍ବାଶିଂଟନ୍‌,୨୬।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୩୧ଦିନ ହେଲାଣି ଯୁଦ୍ଧ ଲାଗି ରହିଛି। କିନ୍ତୁ ରୁଷିଆ ତଥାପି ୟୁକ୍ରେନକୁ ଜିତିବାରେ ସକ୍ଷମ ହୋଇନାହିଁ। ୟୁକ୍ରେନର ଅନେକ ସହର ଏବେ ବି ରୁଷୀୟ ସୈନ୍ୟଙ୍କଠାରୁ ବହୁ ଦୂରରେ ରହିଛି। ଏହି ସମୟରେ ମସ୍କୋ…

୧୪,୫୨୫ ଖଣ୍ଡ ଭୋଟରେ ଜିତିଲେ ଲିକା 

ବଲାଙ୍ଗୀର ଅଫିସ, ୨୬।୩- ଶନିବାର ପୌର ନିର୍ବାଚନ ଫଳାଫଳ ଘୋଷଣା ହୋଇଛି । ବଲାଙ୍ଗୀର ପୌରାଞ୍ଚଳର ପୌରାଧ୍ୟକ୍ଷା ଭାବେ ବିଜେଡି ପ୍ରାର୍ଥୀ ଲିକା ସାହୁ ୧୪,୫୨୫ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ଜଣାପଡିଛି। ବିଜୟୀ ହେବା ପରେ ଲିକା ସାହୁ…

ପୁରୁଷୋତ୍ତମପୁରରେ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ,ସ୍ତ୍ରୀଙ୍କ ବାଜିମାତ୍‌

ପୁରୁଷୋତ୍ତମପୁର,୨୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ବିଜେଡିକୁ ପଛରେ ପକାଇ ସ୍ବାଧୀନ ପ୍ରାର୍ଥୀ ସ୍ବାମୀ-ସ୍ତ୍ରୀ ବାଜି ମାରିନେଇଛନ୍ତି। ସ୍ବାଧୀନ ପ୍ରାର୍ଥୀ ପ୍ରିୟଙ୍କା ଗୌଡ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇ ଏନ୍‌ଏସିକୁ ଦଖଲ କରିଥିବା ବେଳେ ତାଙ୍କ ସ୍ବାମୀ ଅଶୋକ କୁମାର ମହାକୁୁଡ…

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୨୬।୩: ପୁଣି ବଢ଼ିଲା ତୈଳ ଦର। ପଞ୍ଚମ ଦିନରେ ଚତୁର୍ଥ ଥର ପାଇଁ ତୈଳ ଦର ବଢ଼ିଛି। ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ଦର ଲାଗୁ ହେବା ପରେ ନୂଆଦିଲ୍ଲୀରେ ପେଟ୍ରୋଲ…

ଦଶପଲା ଦଖଲ କଲା ସ୍ବାଧୀନ

ନୟାଗଡ଼ ଅଫିସ/ଦଶପଲା,୨୬।୩(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲା ଏନ୍‌ଏସିରେ ସ୍ବାଧୀନ ପ୍ରାର୍ଥୀ ବାଜି ମାରିନେଇଛି। ସ୍ବାଧୀନ ପ୍ରାର୍ଥୀ ପୁନମ ପ୍ରିୟଦର୍ଶିନୀ ଚେୟାରମ୍ୟାନ ଭାବେ ନିର୍ବାଚିତ। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କ ଠାରୁ ୩୯୬ ଭୋଟରେ ବିଜୟୀ ହୋଇଛନ୍ତି। ୧୬ ନମ୍ବର ୱାର୍ଡ ବିଶିଷ୍ଟ…

ବିଧାୟକ ଦଳଙ୍କ ବୈଠକରେ ଶିବପାଳଙ୍କୁ ଦିଆଯାଇନି ନିମନ୍ତ୍ରଣ

ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବା ପରେ ସମାଜବାଦୀ ପାର୍ଟି(ଏସ୍‌ପି)ର ନବନିର୍ବାଚିତ ବିଧାୟକଙ୍କ ବୈଠକ ଶନିବାର ଦଳୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସାମିଲ ହେବା ନେଇ ସକାଳୁ ଦଳରେ ହଇଚଇ ଦେଖାଦେଇଥିଲା। କିନ୍ତୁ ସବୁଠାରୁ ବଡ଼…

ଫୁଲବାଣୀରେ ଭାଜପା, ବାଲିଗୁଡା-ଜି.ଉଦୟଗିରିରେ ବିଜେଡି ହାତେଇଲା ଅଧ୍ୟକ୍ଷ ପଦ

ଫୁଲବାଣୀ ଅଫିସ୍‌/ଜି.ଉଦୟଗିରି(ଡି.ଏନ୍‌.ଏ.),୨୬ା୩: କନ୍ଧମାଳ ଜିଲାରେ ଫୁଲବାଣୀ ପୌର ପରିଷଦ ନିର୍ବାଚନ ଏବଂ ବାଲିଗୁଡା ଏନ୍‌ଏସି ନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦକୁ ଭାଜପା ହାତେଇଥିବା ବେଳେ ବାଲିଗୁଡାରେ ବିଜେଡି ଏହାକୁ ନିଜ ପକ୍ଷରେ ରଖିଛି।…

୫ବର୍ଷରେ ୨୦ଲକ୍ଷ ଲୋକଙ୍କୁ ଚାକିରି ଦେବୁ: ସିସୋଡିଆ

ନୂଆଦିଲ୍ଲୀ,୨୬।୩: ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଶନିବାର ଦିଲ୍ଲୀ ବିଧାନ ସଭାରେ ବଜେଟ ଉପସ୍ଥାପନା କରିଛନ୍ତି। ଭବିଷ୍ୟତର ଦିଲ୍ଲୀର ଏକ ଚିତ୍ର ଏହି ବଜେଟରେ ଦେଖିବାକୁ ମିଳିଛି। ଦିଲ୍ଲୀ ଅର୍ଥମନ୍ତ୍ରଣାଳୟର ଦାୟିତ୍ୱ ମନୀଷଙ୍କ ନିକଟରେ ଥିବାରୁ ସେ ବଜେଟ ଉପସ୍ଥାପନା କରିଛନ୍ତି।…

ପ୍ରଥମ କ୍ୟାବିନେଟ ବୈଠକରେ ଯୋଗୀଙ୍କ ବଡ଼ ନିଷ୍ପତ୍ତି: ୩ମାସ ଯାଏ ବଢ଼ିଲା ରାଶନ ଯୋଜନା

ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶରେ ପୁଣି ଥରେ ଶାସନ ଭାର ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଆକ୍ସନ ମୁଡରେ ଆସିଯାଇଛନ୍ତି। ଶପଥ ଗ୍ରହଣ କରିବାର ଗୋଟିଏ ଦିନ ପରେ ଅର୍ଥାତ୍‌ ଶନିବାର ଯୋଗୀ ନିଜ ନୂଆ କ୍ୟାବିନେଟ ସହ ପ୍ରଥମ ବୈଠକ କରିଛନ୍ତି।…

ରୁଷିଆ ଜାହାଜକୁ ଧ୍ୱଂସ କଲା ୟୁକ୍ରେନ

କ୍ୱିଭ୍‌,୨୬।୩: ଗତ ଏକ ମାସ ଧରି ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଥିବା ବେଳେ ଲକ୍ଷ ଲକ୍ଷ ଲୋକ ଆହତ ହୋଇଛନ୍ତି। ୟୁକ୍ରେନ ଉପରେ ଆକ୍ରମଣ କରି ରୁଷିଆକୁ ଅନେକ…

ସକାଳ ୧୦ଟାରେ ବସିବ ଯୋଗୀଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଲକ୍ଷ୍ନୌ,୨୬।୩: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଶପଥ ନେବା ପରେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଯୋଗୀ ସରକାରଙ୍କ ୨.୦ର ପ୍ରଥମ କ୍ୟାବିନେଟ ବୈଠକ ଶନିବାର ସକାଳ ୧୦ଟାରେ ବସିବ। ଏହାପରେ ସକାଳ ୧୧ଟାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜଭବନରେ ପ୍ରୋଟେମ୍‌…

ପ୍ରବାସୀ ଭାରତୀୟଙ୍କୁ ଅନ୍‌ଲାଇନ ଭୋଟିଂ ଅଧିକାର ଦେଇ ପାରନ୍ତି ମୋଦି ସରକାର

ନୂଆଦିଲ୍ଲୀ,୨୬ ।୩: କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ ଲୋକ ସଭାର ପ୍ରଶ୍ନକାଳ ସମୟରେ ବିଦେଶରେ ରହୁଥିବା ଭାରତୀୟଙ୍କୁ ଅନଲାଇନ ମତଦାନ ଅଧିକାର ଦେବା ସମ୍ପର୍କରେ ବିଚାର ଚାଲିଥିବା କହିଛନ୍ତି । କଂଗ୍ରେସ ନେତା ମୁରଲିଧରଙ୍କ ଦ୍ୱାରା ଉଠା ଯାଇଥିବା ପ୍ରଶ୍ନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri