Home

୬ ମହଲା କୋଠା ଭୁଶୁଡ଼ିଲା, ଫସି ରହିଛନ୍ତି ୨୦ରୁ ଊର୍ଦ୍ଧ୍ୱ ଲୋକ

ବେଜିଂ,୩୦ା୪: ଚାଇନାର ହୁନାନ ଜିଲାରେ ୬ ମହଲା ବିଶିଷ୍ଟ ଆବାସିକ କୋଠା ଭୁଶୁଡ଼ିବା ପରେ ଅତି କମରେ ୩୯ ଜଣ ନିଖୋଜ ଅଛନ୍ତି ଏବଂ ୨୦ରୁ ଅଧିକ ଜଣ ଫସି ରହିଛନ୍ତି। ଚାଇନାର ଅଧିକାରୀମାନେ ଶନିବାର ଏହି ସୂଚନା ଦେଇଛନ୍ତି। ବିଲ୍ଡିଂରେ…

ଶ୍ରମିକଙ୍କ ମଜୁରି ବଢ଼ିଲା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶ୍ରମିକ ଦିବସ ପୂର୍ବରୁ ଶ୍ରମିକମାନଙ୍କ ପାଇଁ ଖୁସି ଖବର। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଅତି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବଢ଼ିଛି। ୮୯ଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରି ବୃଦ୍ଧି କରାଯାଇଛି । ଏନେଇ…

ନାଗ ସାପ ସହ ବରଯାତ୍ରୀଙ୍କ ‘ନାଗିନ୍‌ ଡ୍ୟାନ୍ସ’; ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଅନେକ ଚମକାଇବା ଭଳି ଭିଡିଓ ଦେଖିଥାଇ ପାରନ୍ତି, ହେଲେ ଏବେ ଏକ ଏଭଳି ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଲୋମ ଟାଙ୍କୁରି ଉଠିବ। କାରଣ ଭିଡିଓଟିରେ ବରଯାତ୍ରୀମାନେ ସତ ସତିକା ନାଗ ସହ ‘ନାଗିନ୍‌ ଡ୍ୟାନ୍ସ’ କରୁଥିବା…

ଭାଷଣ ଭୁଲିଗଲେ ବାଇଡେନ

ଓ୍ବାଶିଂଟନ,୩୦ା୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ବାଇଡେନ ଆମେରିକା ସଂସଦରେ ଭାଷଣ ଦେଉଥିବା ସମୟରେ ‘କ୍ଲେପ୍ଟୋକ୍ରାସି’ ଶବ୍ଦ କହିବାରେ ଝୁଣ୍ଟିଥିଲେ। ବାଇଡେନ ୟୁକ୍ରେନକୁ ଅତିରିକ୍ତ ୩୩ ବିଲିୟନ ଡଲାର ସହାୟତା ଲୋଡ଼ିଥିଲେ। ଏହି ସମୟରେ ସେ ତାଙ୍କ…

ଆଜି ବି ଏହି ବଲିଉଡ୍‌ ଅଭିନେତ୍ରୀଙ୍କ ପାଇଁ ପାଗଳ ରୋହିତ ଶର୍ମା

ନୂଆଦିଲ୍ଲୀ,୩୦।୪: ବଲିଉଡ୍‌ ଫିଲ୍ମ ପ୍ରତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କ ଦୁର୍ବଳତା ରହିଆସିଛି। ବହୁତ କମ୍‌ ଲୋକ ଜାଣନ୍ତି ସେ ବଲିଉଡ ଅଭିନେତ୍ରୀ କରିନା କପୁରଙ୍କ ବଡ଼ ପ୍ରଶଂସକ। ପ୍ରଥମ ଚଳଚ୍ଚିତ୍ରରୁ ହିଁ ଅଭିନେତ୍ରୀ ତାଙ୍କୁ ପସନ୍ଦ ଆସିଥିଲେ।…

ନବୋଦୟ ପ୍ରବେଶିକା ପରୀକ୍ଷା ଦେଲେ ୨୫୪ ଛାତ୍ରୀଛାତ୍ର

କୋକସରା,୩୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ୨ଟି ପରୀକ୍ଷା କେନ୍ଦ୍ର ଜବାହର ଉଚ୍ଚ ବିଦ୍ୟାଳୟ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟଠାରେ ମୋଟ୍‌ ୨୫୪ ଜଣ ଛାତ୍ରୀଛାତ୍ର ନବୋଦୟ ପରୀକ୍ଷା ଦେଇଥିବା ବେଳେ ୧୦୧ ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ ରହିଥିବା ସୂଚନା ମିଲିଛି।…

ଝଡ଼ବର୍ଷାରେ ଭାଙ୍ଗିଲା ୧୭୧୦ କୋଟିର ନିର୍ମାଣଧୀନ ପୋଲ…

ଭାଗଲପୁର, ୩୦।୪ : ବିହାରର ଭାଗଲପୁରରେ ଖଗଡ଼ିଆଠାରେ ଗଙ୍ଗା ନଦୀ ଉପରେ ନିର୍ମାଣ କରାଯାଉଥିବା ୧୭୧୦.୭୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେଉଥିବା ଏକ ପୋଲ ଶୁକ୍ରବାର ବିଳମ୍ବିତ ରାତ୍ରରେ ହୋଇଥିବା ଝଡ଼ବର୍ଷାରେ ଭାଙ୍ଗି ଯାଇଛି। ଏନେଇ ନିର୍ମାଣ କମ୍ପାନୀ ଉପରେ…

ଆଉ ନାହାନ୍ତି ଲୋକପ୍ରିୟ ଗାୟକ ତାଜ୍‌

ବମ୍ବେ: ଆଉ ନାହାନ୍ତି ବଲିଉଡ୍‌ର ଲୋକପ୍ରିୟ ଗାୟକ ତାଜ୍‌। ୫୪ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ନିକଟରେ ସେ କୋମାରୁ ସୁସ୍ଥ ହୋଇଥିଲେ। ଯାହା ସୂଚନା ରହିଛି ଶୁକ୍ରବାର ଅର୍ଥାତ ୨୯ ଏପ୍ରିଲରେ ତାଙ୍କର ମୃତ୍ୟୁ ଘଟିଛି। କଥିତ ଭାବେ…

ବିରାଟଙ୍କ ପୁଷ୍ପା ଡ୍ୟାନ୍ସ ଭିଡିଓ ଶେୟାର କଲେ ସାମନ୍ଥା

ମୁମ୍ବାଇ: ପୁଷ୍ପା ଫିଲ୍ମର ଗୀତରେ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ଏବଂ ଅଭିନେତା ପ୍ରଭାସ ‘ଓ୍ବ ଓ୍ବ ଅଣ୍ଟାଓ୍ବା’ ଗୀତରେ ଡ୍ୟାନ୍ସ କରୁଥିଲେ। ଯାହାକୁ ଲୋକେ ଖୁବ୍‌ ପସନ୍ଦ କରିଥିଲେ। ଏହି ଦୁଇ ଅଭିନେତ୍ରୀ ଅଭିନେତାଙ୍କ ବ୍ୟତୀତ ଅଲୁ ଅର୍ଜୁନ ବି…

କ’ଣ ଦୁବାଇରେ କରିବେ ନିର୍ବନ୍ଧ? ଅର୍ଶୀ କହିଲେ…

ବମ୍ବେ: ଦେଶ ନୁହେଁ ବିଦେଶରେ ନିର୍ବନ୍ଧ କରିବାକୁ ମନ। ଏଥିପାଇଁ ଦୁବାଇକୁ ବାଛିଛନ୍ତି ବିଗ୍‌ ବସ୍‌ ଫେମ୍‌ ଅର୍ଶୀ ଖାଁ। କିଛି ଏଭଳି ଚର୍ଚ୍ଚା କିଛି ଦିନ ହେବ ଲାଗି ରହିଥିଲା। ହେଲେ ଏବେ କଥାକୁ ଖଣ୍ଡନ କରିଛନ୍ତି ନିଜେ ଅର୍ଶୀ।…

ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ଖର୍ଚ୍ଚ ହୋଇଛି ୯୦୦୦ କୋଟିରୁ ଅଧିକ…

ନୂଆଦିଲ୍ଲୀ, ୩୦।୪ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ କେନ୍ଦ୍ର ସରକାର ୨୦୨୧ ପର୍ଯ୍ୟନ୍ତ ସୁରକ୍ଷା ପାଇଁ ୯,୦୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ୫ ଅଗଷ୍ଟ ୨୦୧୯ରେ ଅନୁଚ୍ଛେଦ ୩୭୦ ହଟିବା ପରଠାରୁ ସୁରକ୍ଷା ସମ୍ବନ୍ଧୀୟ ଖର୍ଚ୍ଚ…

ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହେଲେଣି ୧୨,୭୮,୭୯୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୭୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?