Home

ଭାରତରେ ଚାଇନା ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୨୫ା୩: ଚାଇନା ବହିର୍ବ୍ୟାପାର ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ଗୁରୁବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ସେ ଶୁକ୍ରବାର ଏନ୍‌ଏସ୍‌ଏ ଅଜିତ୍‌ ଡୋଭାଲ ଏବଂ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ସାକ୍ଷାତ କରିବେ। ଗଲଓ୍ବାନ ସଂଘର୍ଷ ପରେ ଏହା ଓ୍ବାଙ୍ଗ୍‌ଙ୍କ ପ୍ରଥମ ଭାରତ ଗସ୍ତ। ନିକଟରେ…

ବଢ଼ିବନି ବିଜୁଳି ଦର

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକବର୍ଷ ପାଇଁ ରାଜ୍ୟରେ ବିଦ୍ୟୁତ୍‌ ଦର ବୃଦ୍ଧି ହେବ ନାହିଁ। ପୂର୍ବ ଦର ଅପରିବର୍ତ୍ତିତ ରହିବ। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି) ପକ୍ଷରୁ ଗୁରୁବାର ଏ ନେଇ ସୂଚନା ଦିଆଯାଇଛି। ଏହି ଘୋଷଣା ସାଧାରଣ ଉପଭୋକ୍ତାଙ୍କୁ ବର୍ଷକ…

ଅଖିଳେଶ, ମାୟାବତୀଙ୍କୁ ଶପଥ ଗ୍ରହଣ ଉତ୍ସବକୁ ନିମନ୍ତ୍ରଣ କଲେ ଯୋଗୀ

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟଥର ଲାଗି ଶପଥ ନେବାକୁ ଯାଉଛନ୍ତି । ଏହି ଶପଥଗ୍ରହଣ ଉତ୍ସବ ଉପରେ ସମସ୍ତଙ୍କ ନଜର ଥିବା ବେଳେ ଏଥିରେ କେବଳ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ନୁହେଁ ବରଂ…

ରୁଷିଆକୁ ଯୁଦ୍ଧବିରତି ଚାପ

ବ୍ରସେଲ୍ସ,୨୫ା୩:ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ମାସେ ପୂରିଥିବାବେଳେ ମସ୍କୋକୁ କଡ଼ା ଜବାବ ଦେବା ପାଇଁ କିଭ୍‌କୁ ଯଥାସମ୍ଭବ ସହଯୋଗ କରିବା ନେଇ ଗୁରୁବାର ପାଶ୍ଚାତ୍ୟ ନେତାଙ୍କ ମଧ୍ୟରେ ସହମତି ପ୍ରକାଶ ପାଇଛି। ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ), ୟୁରୋପୀୟ ସଂଘ (ଇୟୁ)…

ଅଜଣା ଜନ୍ତୁ ପାଦ ଚିହ୍ନ ଠାବ ଘଟଣା: ବନ ବିଭାଗର ତଦନ୍ତ ଆରମ୍ଭ

ମହାକାଳପଡା, ୨୫ା୩ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରାମନଗର ପଞ୍ଚାୟତସ୍ଥିତ କାଜୁ ଫାର୍ମ ସମ୍ମୁଖ ରାସ୍ତାରେ ଅଜଣା ଜନ୍ତୁର ପାଦ ଚିହ୍ନ ଠାବ କରାଯାଇଥିଲା। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ବନ ବିଭାଗ…

ସରକାର ଗଠନ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶରେ ଭାଜପାର ଐତିହାସିକ ବିଜୟ ପରେ ଯୋଗୀ ଆଦିତ୍ୟନାଥ ମାର୍ଚ୍ଚ ୨୫ରେ ପୁଣିି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହାର ଦିନକୁ ପୂର୍ବରୁ ଯୋଗୀ ଆଦିତ୍ୟନାଥ ଆନୁଷ୍ଠାନିକ ଭାବେ ବିଧାନସଭା ଦଳର ନେତା ନିର୍ବାଚିତ ହୋଇଛନ୍ତି।…

ଭାଙ୍ଗିଗଲା ପୁଟିନ୍‌ଙ୍କ ବଡ଼ ଝିଅଙ୍କ ସ୍ବପ୍ନ

ମସ୍କୋ, ୨୪ା୩: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ବଡ଼ ଝିଅ ଡା. ମାରିଆ ଭୋରୋଣ୍ଟସୋଭା(୩୬) ତାଙ୍କ ଡଚ୍‌ ବ୍ୟବସାୟୀ ସ୍ବାମୀ ଜୋରିଟ୍‌ ଫାସେନ୍‌ଙ୍କଠାରୁ ଅଲଗା ହୋଇଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ପୂର୍ବରୁ ଉଭୟଙ୍କ ବିବାହ ବିଚ୍ଛେଦ ହୋଇଥିବା ନେଇ ଏକ…

ନାଟୋକୁ ସାମରିକ ସହାୟତା ମାଗିଲେ ଜେଲେନ୍‌ସ୍କି

ବ୍ରୁସେଲ୍ସ, ୨୪ା୩: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଗୁରୁବାର ନାଟୋ ସମ୍ମିଳନୀକୁ ସମ୍ବୋଧନ କରି ଅସୀମିତ ସାମରିକ ସହାୟତା ପାଇଁ ନିବେଦନ କରିଛନ୍ତି। ଜେଲେନ୍‌ସ୍କି କହିଛନ୍ତି, ୟୁକ୍ରେନ୍‌କୁ ବ୍ୟାପକ ଆଣ୍ଟାଇ-ଏୟାର, ଆଣ୍ଟାଇ-ଶିପ୍‌ ଓ୍ବିପନ୍‌ ଆବଶ୍ୟକ। ଏସବୁ ବିନା ଯୁଦ୍ଧରେ ତିଷ୍ଠିବା ସମ୍ଭବ…

ଆକ୍ସନ ମୁଡ୍‌ରେ ଧାମି: ରାଜ୍ୟରେ ଲାଗୁ ହେବ ୟୁନିଫର୍ମ ସିଭିଲ କୋଡ୍‌

ଡେରାଡୁନ,୨୪।୩: ଉତ୍ତରାଖଣ୍ଡରେ ପୁଷ୍କର ସିଂହ ଧାମି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ସରକାର ଗଠନ ପରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ କ୍ୟାବିନେଟ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ଅନେକ ଲୋକାଭିମୁଖୀ କାର୍ଯ୍ୟକୁ ମଞ୍ଜୁରୀ…

ଦିଲ୍ଲୀରେ ଚାଇନା ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୩: କଶ୍ମୀର ଉପରେ ବୟାନ ଦେବା ପରେ ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟି ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା। ସୂଚନା ମୁତାବକ ଶୁକ୍ରବାର ଚାଇନା ବୈଦେଶିକ ମନ୍ତ୍ରୀ ୟାଙ୍ଗ୍‌ ୟି…

ଯୋଗୀଙ୍କ କ୍ୟାବିନେଟରେ ୮ମହିଳାଙ୍କୁ ମିଳିପାରେ ମନ୍ତ୍ରୀପଦ

ଲକ୍ଷ୍ନୌ,୨୪।୩: ଉତ୍ତରପ୍ରଦେଶ ସରକାରଙ୍କ ନୂଆ ମନ୍ତ୍ରୀଙ୍କ ନାମ ଖୁବ୍‌ଶୀଘ୍ର ଘୋଷଣା ହୋଇପାରେ। ଅନେକ ପୁରୁଣା ମନ୍ତ୍ରୀଙ୍କୁ ନୂଆ କ୍ୟାବିନେଟରେ ସ୍ଥାନ ମିଳିପାରେ। କେତେକ ନୂଆ ଚେହେରା ମଧ୍ୟ ଏଥିରେ ସାମିଲ ହୋଇପାରନ୍ତି। ଚଳିତ ଥର ଯୋଗୀ କ୍ୟାବିନେଟରେ ମହିଳାଙ୍କ ସଂଖ୍ୟା ମଧ୍ୟ…

ପୌର ନିର୍ବାଚନରେ ୬୫% ମତଦାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ପ୍ରକ୍ରିୟା ଶେଷ ହୋଇଛି। ରାଜ୍ୟର ୫୯ ଏନ୍‌ଏସି, ୪୭ ପୌର ପରିଷଦ ଏବଂ ୩ ମହାନଗର ନିଗମରେ ହାରାହାରି ୬୫ ପ୍ରତିଶତ ମତଦାନ ହୋଇଛି। ଗୁରୁବାର ସନ୍ଧ୍ୟା ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri