Home

କେବଳ ସ୍ବାର୍ଥ ପାଇଁ ଦଳ ଛାଡ଼ୁଛନ୍ତି: ନିରଞ୍ଜନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଓ ନରସିଂହ ମିଶ୍ର ଦଳୀୟ ପଦ ଛାଡିବା ନେଇ ଚର୍ଚ୍ଚା ହେଉଛି। ଏବେ ଏହି ପ୍ରସଙ୍ଗ ଉପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ’ ପାଖକୁ ସେମିତି…

ଜଳିଗଲା ତୁଳା ଗୋଦାମ

କଟକ ଅଫିସ,୨୮ା୪:ଜଗତପୁରସ୍ଥିତ ଏକ ତୁଳା ଗୋଦାମରେ ନିଆଁ ଲାଗି ଛାରଖାର ହୋଇଯାଇଛି। ଖବର ଅନୁଯାୟୀ, ଜଗତପୁରରେ ଥିବା ଏକ ତୁଳା ଗୋଦାମରେ ଗୁରୁବାର ହଠାତ୍‌ ନିଆଁ ଲାଗିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କା ତୁଳା ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ…

ଆଦିତ୍ୟଙ୍କ ଜବରଦସ୍ତ ଆକ୍ସନ

ବଲିଉଡ୍‌ ଅଭିନେତା ଆଦିତ୍ୟ ରୟ କପୁରଙ୍କ ଅଭିନୀତ ‘ଓମ-ଦ ବ୍ୟାଟେଲ୍‌ ଓ୍ବିଦିନ୍‌’ର ଟିଜର ରିଲିଜ ହୋଇଛି। ୫୭ ସେକେଣ୍ଡର ଏହି ଟିଜର୍‌କୁ ଦର୍ଶକ ବହୁତ୍‌ ପସନ୍ଦ କରୁଛନ୍ତି। ଟିଜର୍‌ରେ ଫିଲ୍ମର କାହାଣୀ ଏବଂ ଷଡଯନ୍ତ୍ର ବିଷୟରେ ଅଧିକ ସୂଚନା ଦିଆଯାଇ ନାହିଁ।…

ବଦଳିପାରେ ସ୍କୁଲ ଛୁଟି ସମୟ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ସ୍ଥିତି ଦେଖି ସ୍କୁଲ ଛୁଟି ସମୟ ବଦଳିପାରେ। ଏପ୍ରିଲ ୩୦ ପରେ ଏସ୍‌ଆରସିଙ୍କ ପରାମର୍ଶରେ ଛୁଟି ନିଷ୍ପତ୍ତି ନିଆଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ହିଟ୍‌ଓ୍ବେଭ ପାଇଁ ପ୍ରାଥମିକ ପର୍ଯ୍ୟାୟରେ ଏପ୍ରିଲ…

ଆର୍‌ଏମ୍‌ସି କର୍ମଚାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଟାଉନ,୨୮ା୪(ଡି.ଏନ୍‌.ଏ.): ଯାଜପୁର ଆର୍‌ଏମ୍‌ସି କର୍ମଚାରୀ ଗୟାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢ଼ାଉ ହୋଇଛି। ଯାଜପୁର ଥାନା ସନ୍ଥେଶ୍ବରପୁରଠାରେ ଗୟାଧର ସାହୁଙ୍କ ନିଜ ବାସଭବନ ଏବଂ…

ରାଣା ଦମ୍ପତିଙ୍କ ଝିଅ ପାଠ କଲେ ହନୁମାନ ଚାଳିଶା

ପୁଣେ,୨୮।୪: ମହରାଷ୍ଟ୍ରରେ ହନୁମାନ ଚାଳିଶା ବିବାଦ ଥମିବାର ନାଁ ନେଉନାହିଁ। ଏହି ବିବାଦରେ ଗିରଫ ହୋଇଥିବା ଏମ୍‌ପି ନବନୀତ ରାଣା ଏବଂ ତାଙ୍କ ସ୍ବାମୀ ରବି ରାଣାଙ୍କ କୁନି ଝିଅ ଆରୋହୀ ମାତାପିତାଙ୍କୁ ଜେଲ୍‌ରୁ ଶୀଘ୍ର ମୁକ୍ତ ପାଇଁ ହନୁମାନ ଚାଳିଶା…

ଆସାମରେ ପ୍ରଧାନମନ୍ତ୍ରୀ,ଡବଲ ଇଞ୍ଜିନ୍‌ ସରକାରରେ ସବ୍‌କା ସାଥ୍‌-ସବ୍‌କା ବିକାଶ ସମ୍ଭବ…

ଗୁଆହାଟୀ, ୨୮।୪ : ଡବଲ ଇଞ୍ଜିନ୍‌ ସରକାରରେ ସବ୍‌କା ସାଥ୍‌,ସବ୍‌କା ବିକାଶ ସମ୍ଭବ ହୋଇପାରିଛି। ଆସାମର ଦିଫୁ ଠାରେ ଗୁରୁବାର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ଏଭଳି କହିଛନ୍ତିି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାର୍ବି ଆଙ୍ଗ୍ଲୋଙ୍ଗର ମଞ୍ଜା…

୭ ସନ୍ତାନଙ୍କୁ ଛାଡି ପ୍ରେମିକ ସହ ମହିଳା ଫେରାର୍‌

ଭୋପାଳ,୨୮।୪: କୁହାଯାଏ, ପ୍ରେମ ଅନ୍ଧ ହୋଇଥାଏ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା ଜଣାପଡେ ନାହିଁ। ମଧ୍ୟପ୍ରଦେଶର ଛତ୍ରପୁରରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଜଣେ ୫୦ ବର୍ଷ ବୟସ୍କା ମହିଳା ୨୦ ବର୍ଷର ପ୍ରେମିକ ସହ ଫେରାର୍‌ ହୋଇଯାଇଛନ୍ତି।…

୬ ମାସ ବଢ଼ିଲା କରୋନା ଯୋଦ୍ଧାଙ୍କ ବୀମା

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ରିଲିଫ…

ରାଜଧାନୀରେ ଚାଞ୍ଚଲ୍ୟ: ଘର ଭିତରୁ ମିଳିଲା ୩ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଚିନ୍ତାମଣିଶ୍ୱର ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୩ ସଦସ୍ୟଙ୍କ ମୃତଦେହ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହି ମୃତଦେହ ମଧ୍ୟରେ ଦମ୍ପତିଙ୍କ ସହ ଏକ ୧୫ ମାସର ଶିଶୁ…

ଏପ୍ରିଲ୍‌ ୨୯ରେ ଉତ୍ତର ଭାରତରେ ଧୂଳିଝଡ଼ ପୂର୍ବାନୁମାନ…

ନୂଆଦିଲ୍ଲୀ, ୨୮।୪ : ଭାରତର ଜାତୀୟ ରାଜଧାନୀ ଦିଲ୍ଲୀର ତାପମାତ୍ରା ଚଳିତ ସପ୍ତାହରେ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ପାଣିପାଗ ବିଭାଗ ପକ୍ଷରୁ ଏକ ଚେତାବନୀ ଜାରି ହୋଇଛି ଯେ ଚଳିତ ମାସର ଶେଷ ପର୍ଯ୍ୟନ୍ତ ଝାଞ୍ଜି ପବନ ଜାରି…

ଟୁଇଟର୍‌ ପରେ ଏବେ କୋକା-କୋଲା ଉପରେ ଏଲନ ମସ୍କଙ୍କ ନଜର

ଓ୍ବାଶିଂଟନ୍‌,୨୮।୪: ଆଜିକାଲି ଟେସଲା ସିଇଓ ଏଲନ ମସ୍କ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ଦୁନିଆର ସବୁଠୁ ବଡ ସୋସିଆଲ ମିଡିଆ କମ୍ପାନୀ ଟୁଇଟର୍‌ କିଣିଛନ୍ତି। ଏବେ ମସ୍କ କୋକା-କୋଲା କିଣିବା ନେଇ ଟୁଇଟ୍‌ କରିଛନ୍ତି। ଏହି ଟୁଇଟ୍‌ ଏବେ ଭାଇରାଲ ହେବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?