ଅସୁସ୍ଥ ଲାଲୁ: ଦିଲ୍ଲୀ ଏମ୍ସକୁ କରାଯିବ ସ୍ଥାନାନ୍ତର
ପାଟନା,୨୨।୩: ଚାରା ଦୁର୍ନୀତି ମାମଲାରେ ଜେଲ୍ରେ ବନ୍ଦୀ ଥିବା ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥାରେ ପୁଣି ଅବନ୍ନତି ଘଟିଛି। ମଙ୍ଗଳବାର ହଠାତ୍ ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ତେବେ ଉନ୍ନତ ଚିକିତ୍ସା ଲାଗି ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ…
ୟୁକ୍ରେନ ଶରଣାର୍ଥୀଙ୍କ ପାଇଁ ମେଡାଲ ବିକ୍ରି କରିବେ ରୁଷିଆ ନୋବେଲ ଶାନ୍ତି ପୁରଷ୍କାର ବିଜେତା
ମସ୍କୋ,୨୨।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୨୭ଦିନ ହେଲାଣି ଯୁଦ୍ଧ ଜାରି ରହିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଏହି ପଦକ୍ଷେପକୁ ନେଇ ଅନେକ ପାଶ୍ଚାତ୍ୟ ଦେଶ ସହ ନିଜ ଦେଶର ଲୋକମାନେ ମଧ୍ୟ ତାଙ୍କୁ ବିରୋଧ କରୁଛନ୍ତି। ଇତିମଧ୍ୟରେ ଗତ…
ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଉପରେ ଜରିମାନା ଲଗାଇଲେ ନିର୍ବାଚନ ଆୟୋଗ
ଇସ୍ଲାମାବାଦ,୨୨।୩: ପାକିସ୍ତାନରେ ଇମ୍ରାନ ଖାନ ସରକାରଙ୍କ ସମସ୍ୟା ଥମିବାର ନାଁ ନେଉନି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଉପରେ ନିର୍ବାଚନ ଆୟୋଗ ଜରିମାନା ଲଗାଇଛନ୍ତି। ସ୍ବାତର ଦର୍ଗାଇରେ ଏକ ଜନସଭା ଆୟୋଜିତ କରିବାକୁ ନେଇ ପାକିସ୍ତାନର ନିର୍ବାଚନ ଆୟୋଗ(ଇସିପି) ଇମ୍ରାନଙ୍କ ଉପରେ…
ଅନ୍ସୋଲ୍ଡ ସତ୍ତ୍ୱେ ଫେରିଲେ ‘ମିଷ୍ଟର ଆଇପିଏଲ୍’
ନୂଆଦିଲ୍ଲୀ,୨୨।୩: ଇଣ୍ଡିଆନ୍ ପ୍ରିମିୟର ଲିଗ୍(ଆଇପିଏଲ୍)ର ଷ୍ଟାର ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଅନ୍ୟତମ ତଥା ‘ମିଷ୍ଟର ଆଇପିଏଲ୍’ ଭାବେ ଜଣାଶୁଣା ସୁରେଶ ରାଇନାଙ୍କୁ ୨୦୨୨ ସିଜନ୍ ଲାଗି କେହି କିଣି ନ ଥିଲେ। ସର୍ବଦା ସେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ଦେଇ ଆସିଥିବାରୁ ତାଙ୍କ…
୩୫ହଜାର ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ସ୍ଥାୟୀ କରିବେ ପଞ୍ଜାବ ସରକାର
ଚଣ୍ଡିଗଡ଼,୨୨।୩: ପଞ୍ଜାବରେ ଶାସନ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଆକ୍ସନ ମୁଡ୍ରେ ଆସିଯାଇଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ରାଜ୍ୟର ହିତ ପାଇଁ ସେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି। ଇତିମଧ୍ୟରେ ପଞ୍ଜାବର ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…
ଶେଷରେ ଗିରଫ ହେଲେ ଚିଲିକା ବିଧାୟକ
ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ବାଣପୁର ପୋଲିସ ଗିରଫ କରିଥିବା ନେଇ କେନ୍ଦ୍ରାଞ୍ଚଳ…
ଦିଲ୍ଲୀରେ କେବଳ ଜଣେ ମେୟର: ୩ଟି ଏମ୍ସିଡି ମିଶ୍ରଣକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ,୨୨।୩: ଦିଲ୍ଲୀର ତିନୋଟି କର୍ପୋରେସନ (ଏମ୍ସିଡି ୟୁନିଫିକେସନ ବିଲ)କୁ ଏକତ୍ର କରିବା ପାଇଁ ମୋଦି କ୍ୟାବିନେଟ ଏହି ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ପ୍ରଦାନ କରିଛି। ବର୍ତ୍ତମାନ ଏହି ବିଲ୍କୁ ସଂସଦରେ ଏହି ସପ୍ତାହରେ ଅଣାଯାଇପାରେ। ସଂସଦରେ ପାରିତ ହେବା ପରେ ଦିଲ୍ଲୀରେ…
ବିଧାନ ପରିଷଦରୁ ଇସ୍ତଫା ଦେଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ,୨୨।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ହାସଲ ପରେ ଏବେ ଭାଜପା ସରକାର ଗଠନ କରିବାକୁ ଯାଉଛି। ମାର୍ଚ୍ଚ ୨୫ରେ ଯୋଗୀ ସରକାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଇତିମଧରେ ଯୋଗୀ ଆଦିତ୍ୟନାଥ ବିଧାନ ପରିଷଦ ସଦସ୍ୟତା ପଦରୁ…
ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ: ଦ୍ୱିତୀୟ ନମ୍ବରରେ ଢାକା
ନୂଆଦିଲ୍ଲୀ,୨୨।୩: ଭାରତର ରାଜଧାନୀ ଦିଲ୍ଲୀ ନାମରେ ଆଉ ଏକ ଅବାଞ୍ଛିତ ରେକର୍ଡ ପଞ୍ଜିକୃତ ହୋଇଛି। ଲଗାତର ଦ୍ୱିତୀୟ ବର୍ଷ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ ଭାବେ ପାଲଟିଛି। ଜାତିସଂଘର ପରିବେଶ କାର୍ଯ୍ୟକ୍ରମ(ୟୁଏନ୍ଇପି)ର ର଼୍ୟାକିଙ୍ଗର ରିପୋର୍ଟ ଅନୁସାରେ ଭାରତ ହେଉଛି ବିଶ୍ୱର…
ଲୋକ ସଭାରୁ ଇସ୍ତଫା ଦେଲେ ଅଖିଳେଶ-ଆଜମ
ଲକ୍ଷ୍ନୌ,୨୨।୩: ସମାଜବାଦୀ ପାର୍ଟି(ଏସ୍ପି)ର ଅଧ୍ୟକ୍ଷ ଅଖିଳେଶ ଯାଦବ ଲୋକ ସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଭେଟି ଅଖିଳେଶ ସଂସଦ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ୨୦୧୯ରେ ସେ ଆଜମଗଡରୁ ଲୋକ ସଭା ନିର୍ବାଚନରେ ଜିତି…
ସନ୍ଟ୍ୟାନ୍ କମାଇବ କାକୁଡ଼ି
ଖରାଦିନ ଆସିଲେ ସନ୍ଟ୍ୟାନ୍ ବଢ଼ାଇଦିଏ ଅନେକଙ୍କ ଟେନ୍ସନ । ଏହାକୁ ଦୂରେଇବା ଲାଗି ଅନେକେ ବିୟୁଟିପାର୍ଲର ଯିବାଠୁ ଆରମ୍ଭକରି ବିଭିନ୍ନ ପ୍ରଡକ୍ଟ ବ୍ୟବହାର କରିବାକୁ ପଛାନ୍ତି ନାହିଁ। ହେଲେ ଆପଣ ଚାହିଁଲେ କାକୁଡ଼ି ବ୍ୟବହାର କରି ସନ୍ଟ୍ୟାନ୍ ଦୂରେଇପାରିବେ… ଭଲ ଭାବେ…
ଗର୍ଭାବସ୍ଥାରେ ଯକ୍ଷ୍ମା
ବର୍ତ୍ତମାନ ଭେଷଜ ବିଜ୍ଞାନର ଅଗ୍ରଗତି ଯୋଗୁ ଯକ୍ଷ୍ମାର ଅତ୍ୟାଧୁନିକ ଚିକିିସତ୍ା ସମ୍ଭବ ହୋଇପାରୁଛି ଓ ଅନେକ ଲୋକ ଆରୋଗ୍ୟ ମଧ୍ୟ ହେଉଛନ୍ତି ା ତଥାପି ବି କମୁନି ଏହି ରୋଗର ଦାୈରାମତ୍ୟ। ତେଣୁ ଏହାକୁ ରୋକିବା ଲାଗି ସତର୍କତା ଓ ସଚେତନତା…
Archives


