Home

ନକଲି ପୋଲିସକୁ ଧରିଲା ଅସଲି ପୋଲିସ: ଓଡ଼ିଶା ପୋଲିସ ଲେଖାଥିବା ଡ୍ରେସ୍ ପିନ୍ଧି…

ଅତାବିରା,୧୬ା୩(ଯୁଧିଷ୍ଠିର ମହାପାତ୍ର):ଅତାବିରା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଅଞ୍ଚଳରେ ରବିବାର ନକଲି ପୋଲିସ ଭାବରେ ବୁଲୁଥିବା ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଗିରଫ ନକଲି ପୋଲିସ ହେଲେ ବରଗଡ଼ ଟାଉନ ଥାନା ଘୁଲିପାଲିର ବିକ୍ରମ ବେହେରା (୩୩) l…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଥମିବାର ନାମ ନେଉନାହିଁ। ଶିକ୍ଷା ବିଭାଗ ପକ୍ଷରୁ ସାମୟିକ ଭାବେ ଦୁଇଜଣ…

Video: ଡ୍ରୋନ ଆକ୍ରମଣରେ ହୁତୁହୁତୁ ହୋଇ ଜଳିଲା ଦୁବାଇ ବିମାନ ବନ୍ଦର, ସମସ୍ତ ଉଡାଣ ବାତିଲ

ଦୁବାଇ,୧୬।୩: ସୋମବାର ସକାଳେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଏକ ଜୋରଦାର ବିସ୍ଫୋରଣ ପରେ ଦୁବାଇରେ ଆତଙ୍କ ଖେଳିଗଲା, ଯାହା ଏକ ଡ୍ରୋନ ଦୁର୍ଘଟଣା ଯୋଗୁ ହୋଇଥିଲା ଏବଂ ପରେ ଏକ ଇନ୍ଧନ ଟାଙ୍କିରେ ଏକ ବଡ଼ ନିଆଁ ଲାଗିଯାଇଥିଲା। ସୋସିଆଲ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା ବୋର୍ଡଟି ଛିଣ୍ଡି ଝୁଲୁଥିବା ଦୃଶ୍ୟ ସ୍ବାସ୍ଥ୍ୟ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ବୟାନ କରୁଛି।…

ଚଳିତ ସିଜନରେ CSK ପାଇଁ ଡେବ୍ୟୁ କରିବେ ସାମସନ-ସରଫରାଜଙ୍କ ପରି ଦମଦାର ଖେଳାଳି, ବଢିଲାଣି ବିପକ୍ଷର ଟେନସନ

ନୂଆଦିଲ୍ଲୀ,୧୬।୩: ୨୦୨୬ ଆଇପିଏଲ ସିଜିନ ପୂର୍ବରୁ, ଚେନ୍ନାଇ ସୁପର କିଙ୍ଗସ ସେମାନଙ୍କର ଦଳକୁ ଆହୁରି ମଜବୁତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ଏଥର, ଦଳ ପାଞ୍ଚ ଜଣ ନୂତନ ଖେଳାଳିଙ୍କୁ ସ୍ବାଗତ କରିଛି ଯେଉଁମାନେ ପ୍ରଥମ ଥର ପାଇଁ…

ଅଲିଭ ରିଡଲେଙ୍କ ଅଣ୍ଡାଦାନ ପର୍ବ ଆରମ୍ଭ: ୧୦ ହଜାର କଇଁଛଙ୍କ ଗଣ ଅଣ୍ଡାଦାନ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ/ଅନାଥ ତରାଇ): ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ ରିଡଲେଙ୍କ ସାମୂହିକ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ ହୋଇଛି l ଦକ୍ଷିଣା…

ଝଡ଼ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର: ଏହି ଜିଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୧୬ା୩ (ବନ୍ଦନା ସେଠୀ):ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। ଝଡ଼ବର୍ଷା ଯୋଗୁ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି। ରବିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ,…

ଦିଲ୍ଲୀ ଘର ଠିକଣା: ନୂଆ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର, ୧୬।୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ଲାଗି ସବୁ ଦଳ ନିଜ ବିଧାୟକମାନଙ୍କୁ ଗୋଠକରି ରଖିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି। ମାତ୍ର ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସର କେତେଜଣ ବିଧାୟକ ସେମାନଙ୍କ ଗୋଠରେ ନ ରହି ଗତ ୩ ଦିନ…

ହର୍ଷିତ ରାଣା ଆଇପିଏଲରୁ ବାଦ ପଡ଼ିଲେ, ତାଙ୍କ ସ୍ଥାନ ନେଇ ପାରନ୍ତି ଏହି ୩ ଖେଳାଳି

ନୂଆଦିଲ୍ଲୀ,୧୬।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ (IPL) ପାଇଁ ବିଗୁଲ ୨୮ ମାର୍ଚ୍ଚରେ ବାଜିବାକୁ ଯାଉଛି; କିନ୍ତୁ, ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଏକ ବଡ଼ ଝଟକା ପାଇଛି। ରିପୋର୍ଟ ଅନୁଯାୟୀ, KKRର ଷ୍ଟାର ଅଲରାଉଣ୍ଡର…

ନେତାନ୍ୟାହୁଙ୍କୁ ହତ୍ୟା ଆଇଆର୍‌ଜିସିର ଲକ୍ଷ୍ୟ

ତେହରାନ୍‌,୧୬ା୩: ଇରାନ୍‌-ଆମେରିକା ଯୁଦ୍ଧ ରବିବାର ୧୬ ଦିନ ଅତିକ୍ରମ କରିଥିଲାବେଳେ ଆମେରିକାର ବିଭିନ୍ନ ଠିକଣା ସମେତ ଇସ୍ରାଏଲ ଉପରେ ଇରାନ୍‌ର ଆକ୍ରମଣ ଜାରି ରହିଛି। ଏହାମଧ୍ୟରେ ଇରାନ୍‌ର ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରୀ ଗାର୍ଡ କର୍ପସ୍‌ (ଆଇଆର୍‌ଜିସି) ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁ ଟାର୍ଗେଟ…

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କଟକ,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩…

ଆଜି ୩୭ ରାଜ୍ୟ ସଭା ଆସନ ପାଇଁ ଭୋଟ

ନୂଆଦିଲ୍ଲୀ,୧୬ା୩: ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ସୋମବାର ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ମଧ୍ୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଅପରାହ୍ନ ୫ଟାରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ମହାରାଷ୍ଟ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?