Home

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୯୨୭ ରେ ପହଞ୍ଚିଛି। ସେହିପରି…

ଗାଜିଆବାଦରେ ବଢ଼ୁଛି କରୋନା ମିଟର

ଗାଜିଆବାଦ,୨୭।୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଗାଜିଆବାଦରେ ୭୫ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ପ୍ରାୟ ୩୦୦ କରୋନା ସକ୍ରିୟ ମାମଲା ରହିଥିବା ବେଳେ…

ଚତୃର୍ଥ ଲହର ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନ୍‌ଫରେନସିଂ ଜରିଆରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ…

ଆର୍‌ଆର୍‌ ବିଜୟୀ…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ବିପକ୍ଷରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୪୫ ରନ୍ ଲକ୍ଷ୍ୟର ପିଛା କରି ଆର୍‌ସିବି ୧୯.୩ ଓଭରରେ ୧୦ ୱିକେଟ ହରାଇ…

ଦକ୍ଷିଣ ଏସିଆରେ ଆତଙ୍କବାଦ, ୨୨ ବର୍ଷରେ ଲକ୍ଷେ ୪୦ ହଜାରରୁ ଅଧିକ ଆକ୍ରମଣ…

ନୂଆଦିଲ୍ଲୀ/କାବୁଲ/ଇସଲାମାବାଦ, ୨୬।୪ : ଭାରତ ସମେତ ଦକ୍ଷିଣ ଏସିଆରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଗତ ୨୨ ବର୍ଷ ମଧ୍ୟରେ ଦକ୍ଷିଣ ଏସିଆର ଆଫଗାନିସ୍ତାନ, ପାକିସ୍ତାନ, ଭାରତ, ଶ୍ରୀଲଙ୍କା, ନେପାଳ, ବାଂଲାଦେଶ, ମାଳଦ୍ୱୀପ ଏବଂ ଭୁଟାନ ଆଦି ଦେଶରେ…

ସିଏସ୍‌କେକୁ ବଡ଼ ଝଟ୍‌କା; ଅଲରାଉଣ୍ଡର ମୋଇନ ଅଲି…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ଲାଗିଛି ବଡ଼ ଝଟ୍‌କା। ଦଳର ଅଲରାଉଣ୍ଡର ମୋଇନ ଅଲି ଆହତ ହେବା କାରଣରୁ ଆଗାମୀ କିଛି ମ୍ୟାଚ୍‌ ପାଇଁ ଉପଲବ୍ଧ ରହିବେ ନାହିଁ। ଗୋଇଠିଜନିତ ଆହତ ସମସ୍ୟା…

ପୃଥିବୀର ସାମରିକ ଖର୍ଚ୍ଚ ୨,୧୧୩ ଶହ କୋଟି ଡଲାର, ତୃତୀୟ ସ୍ଥାନରେ ଭାରତ…

ଷ୍ଟକହୋମ୍‌, ୨୬।୪ : ପୃଥିବୀର ବିଭିନ୍ନ ଦେଶର ସାମରିକ ଖର୍ଚ୍ଚରେ ବୃଦ୍ଧି ଘଟିଛି। ମଙ୍ଗଳବାର ସ୍ବିଡେନର ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (ଏସଆଇପିଆର୍‌ଆଇ) ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁସାରେ ୨୦୨୧ରେ ପୃଥିବୀର ବିଭିନ୍ନ…

ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାକୁ ଅନୁମତି ଦେଲାନି ପୁରୀ ପ୍ରଶାସନ

ପୁରୀ ଅଫିସ,୨୬।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ଓ ଶହେ ମିଟର ପରିଧି ମଧ୍ୟରେ ବ୍ୟାପକ ଖନନକୁ ବିରୋଧ କରି ବୁଧବାର ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ନେତୃତ୍ୱରେ ପୁରୀ ବଡ଼ଦାଣ୍ଡରେ ହେବାକୁ ଥିବା ପଦଯାତ୍ରାରେ ଯୋଗଦେବାର…

ରାଲିରେ ଅପରାଜିତାଙ୍କୁ ସହଯୋଗ କରିବୁ ନାହିଁ: ପୁରୀ ବିଧାୟକ

ପୁରୀ ଅଫିସ,୨୬।୪: ଗୋଟିଏ ପଟେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁରୀ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରୁଥିବା ବେଳେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଏହାକୁ ସମର୍ଥନ କରିଛନ୍ତି। ଏପରିକି ସେ ପୁରୀ ବଡ଼ଦାଣ୍ଡରେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ…

ବଢୁଛି ଅଲ୍‌ଟ୍ରାଭାଓଲେଟ୍‌ ବିପଦ; ଦିନ ୧୨ରୁ ୨ ଯାଏ ପଦାକୁ ଯିବାକୁ ମନା

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- କିଛି ଦିନ ହେବ ତତଲା ତାଓ୍ବାରେ ସିଝୁଛି ସାରା ଓଡ଼ିଶା। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ ନିକଟରୁ…

ଆର୍‌ସିବି ପାଇଁ ବିଜୟ ଲକ୍ଷ୍ୟ ୧୪୫ …

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଆରସିବି…

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କାର୍ଯ୍ୟକ୍ରମ ରହିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?