Home

କଲବଲ କରୁଛି ତାତି: ଆଜି ୪୪.୫ ଡିଗ୍ରୀ ସହ ରେକର୍ଡ କଲା ବୌଦ୍ଧ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩…

କିଏ ସେଇ ‘ସିଏସ୍‌କେ ଗର୍ଲ’; ଧୋନୀଙ୍କ ଛକା ଦେଖି ଯିଏ…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ସୋମବାର ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଞ୍ଜାବ କିଙ୍ଗ୍ସ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିଥିଲା। ଶେଷ ଓଭରରେ ମ୍ୟାଚ୍‌କୁ ପଞ୍ଜାବ ଟିମ୍‌ ଜିତି ନେଇଥିଲା। ହେଲେ ଏହି ମ୍ୟାଚ୍‌ ବେଳେ ଜଣେ ମିଷ୍ଟ୍ରି…

ମୁମ୍ବାଇର ଅଧିନାୟକ ପଦ ଛାଡ଼ିଦେବେ ରୋହିତ! ଅଧା ସିଜନରୁ ନେତୃତ୍ୱ ଛାଡ଼ିବା ତାଲିକା ଲମ୍ବା…

ମୁମ୍ବାଇ,୨୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସଂସ୍କରଣରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ବେଶ ନୈରାଶ୍ୟଜନକ ରହିଛି। ପ୍ରଥମ ଥର ପାଇଁ ଦଳ ଏଯାବତ ଖେଳିଥିବା ୮ ମୁକାବିଲାରେ ପରାଜିତ ହୋଇଛି। ଏଭଳି ପ୍ରଦର୍ଶନକୁ ଦୃଷ୍ଟିରେ ରଖି ରୋହିତ ଶର୍ମା ମୁମ୍ବାଇର ଅଧିନାୟକ…

ଟସ୍‌ ଜିତିଲା ଆର୍‌ସିବି, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୨୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ୩୯ ତମ ମ୍ୟାଚ୍‌ରେ ମଙ୍ଗଳବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର୍‌(ଆର୍‌ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ପୁୁଣେର କ୍ରିକେଟ ଆସୋସିଏଶନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା…

ଚତୁର୍ଥ ଲହରରୁ ଦୂରେଇ ରହିବାର ୩ ଉପାୟ ସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସତର୍କ ସୂଚନା…

ନୂଆଦିଲ୍ଲୀ/ଜେନେଭା, ୨୬।୪ : ଦିଲ୍ଲୀ-ଏନସିଆରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥର ଛୋଟ ପିଲାମାନେ ମଧ୍ୟ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ହେଉଛନ୍ତି। ନୋଏଡା ଏବଂ ଗାଜିଆବାଦରେ ହାରାହାରି ୧୦ ଜଣ ପିଲା ପ୍ରତିଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏଭଳି…

ରାଜ୍ୟପାଳ କେବଳ ପୋଷ୍ଟମ୍ୟାନ୍‌, ଚିଠି ଖୋଲିବାର ଅଧିକାର ତାଙ୍କର ନାହିଁ, ଷ୍ଟାଲିନ୍‌ଙ୍କ ବିବାଦୀୟ ମନ୍ତବ୍ୟ…

ଚେନ୍ନାଇ, ୨୬।୪ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ରାଜ୍ୟପାଳଙ୍କ ଉପରେ ବିବାଦୀୟ ମନ୍ତବ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ରାଜ୍ୟପାଳ ଜଣେ ପୋଷ୍ଟମ୍ୟାନ୍‌ ଭଳି। ତାଙ୍କର ଚିଠି ଖୋଲିବାର ଅଧିକାର ମଧ୍ୟ ନାହିଁ। ଗୋଟିଏ ଦିନ ପୂର୍ବରୁ ରାଜ୍ୟ…

ଜୀବନରେ ସୁଖଶାନ୍ତି ଚାହାନ୍ତି କି? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ୫ ଉପାୟ

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଏବଂ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଆଜି ଏସବୁ ନୀତି ଲୋକଙ୍କ ମାର୍ଗଦର୍ଶନ କରିଆସୁଛି। ବିଶେଷକରି ଜୀବନକୁ ସହଜ ଏବଂ ସରଳ କରିବାକୁ ନେଇ ଚାଣକ୍ୟ…

ବୋଲ୍ଡ ଲୁକ୍‌ରେ ‘ଦୟା ବେନ୍‌’; ଭିଡିଓ ଦେଖି ଲୋକେ କହୁଛନ୍ତି…

ବମ୍ବେ: ୨୦୦୮ରୁ ଛୋଟ ପରଦାରେ ପ୍ରସାରଣ ହୋଇଆସୁଛି କମେଡି ଶୋ’ ‘ତାରକ ମେହେତା କା ଉଲଟା ଚଷମା’। ଆଜିଯାଏ ବି ଏହାର ଲୋକପ୍ରିୟତା କମିନାହିଁ। ଶୋ’ର କିଛି ଚରିତ୍ର ଦର୍ଶକଙ୍କ ମନରେ ସ୍ବତନ୍ତ୍ର ଛାପ ଛାଡ଼ିଛି। ସେଥିରୁ ଗୋଟିଏ ହେଲା ଦୟା…

ଏଏପି ସରକାର ଗଠନ ପରେ ପଞ୍ଜାବରେ ୧୪ ଚାଷୀ କଲେଣି ଆତ୍ମହତ୍ୟା…

ଚଣ୍ଡିଗଡ଼, ୨୬।୪ : ପଞ୍ଜାବରେ ଆମ ଆଦମୀ ପାର୍ଟି (ଏଏପି) ସରକାର ଗଠନ ପରେ କୃଷକ ଆତ୍ମହତ୍ୟା ଜାରି ରହିଛି। ୧ ଏପ୍ରିଲରୁ ୨୩ ଏପ୍ରିଲ୍‌ ମଧ୍ୟରେ ଫସଲହାନୀ ଯୋଗୁ ୧୪ ଜଣ ଚାଷୀ ଆତ୍ମହତ୍ୟା କରିଛନ୍ତି । ଫଳରେ ଚାଷୀ…

ଖେଳାଳିଙ୍କ ଗୁରୁ ଦକ୍ଷିଣା, କୋଚ୍‌ଙ୍କ ପାଇଁ ନିର୍ମାଣ କରୁଛନ୍ତି ବିଳାସପୂର୍ଣ୍ଣ କୋଠା…

ଗୁରୁଦାସପୁର, ୨୬।୪ : ମହାଭାରତରେ ଏକଲବ୍ୟଙ୍କ ଗୁରୁଦକ୍ଷିଣା ସମ୍ପର୍କରେ ଉଲ୍ଲେଖ କରାଯାଇଛି। ଏବେ ପଞ୍ଜାବରେ ଏହାର ଏକ ଉଦାହରଣ ସୃଷ୍ଟି କରିଛନ୍ତି କେତେକ ଖେଳାଳୀ। କ୍ରୀଡାକୁ ଜୀବନ୍ତ ରଖିବା ପାଇଁ ଶହ ଶହ ଅନ୍ତର୍ଜାତୀୟ କବାଡି ଖେଳାଳିଙ୍କୁ ତାଲିମ ଦେଇଥିବାକୋଚ ରେସଲର…

କରାଚି ବିଶ୍ୱବିଦ୍ୟାଳୟ ନିକଟରେ ବିସ୍ଫୋରଣ, ୩ ଚାଇନା ନାଗରିକଙ୍କ ସମେତ ୪ ଜଣଙ୍କ ମୃତ୍ୟୁ…

ଇସଲାମାବାଦ, ୨୬।୪ : ପାକିସ୍ତାନର କରାଚି ବିଶ୍ୱବିଦ୍ୟାଳୟ ନିକଟରେ ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୩ ଜଣ ଚାଇନା ନାଗରିକଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି। ସିନ୍ଧ ପ୍ରଦେଶର ମୁଖ୍ୟମନ୍ତ୍ରୀ ମୁରାଦ…

ହେଟ୍‌ ସ୍ପିଚ୍‌ ନେଇ କାହିଁକି ନିଆଗଲା ନାହିଁ ଆଇନଗତ ପଦକ୍ଷେପ, ହିମାଚଳ-ଉତ୍ତରାଖଣ୍ଡ ସରକାରଙ୍କୁ ଏସ୍‌ସିଙ୍କ ତାଗିଦ୍‌…

ନୂଆଦିଲ୍ଲୀ, ୨୬।୪ : ଭାଜପା ଶାସିତ ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡ ସରକାରଙ୍କୁ ଧର୍ମସଂସଦରେ ଦିଆଯାଇଥିବା ହେଟ୍‌ସ୍ପିଚ୍‌ ନେଇ ସୁପ୍ରିମକୋର୍ଟ (ଏସ୍‌ସି) ମଙ୍ଗଳବାର ତାଗିଦ୍‌ କରିଛନ୍ତି। ହେଟ୍‌ସ୍ପିଚ୍‌ ନେଇ କାହିଁକି ଆଇନଗତ ପଦକ୍ଷେପ ନିଆଗଲା ନାହିଁ ବୋଲି ଶୀର୍ଷକୋର୍ଟ ପ୍ରଶ୍ନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?