Home

ଜୈବିକ ସାର ଉତ୍ପାଦନରେ ରେକର୍ଡ ହ୍ରାସ

ନୂଆଦିଲ୍ଲୀ,୨୬।୪ ଭାରତ ୨୦୧୭-୧୮ ବର୍ଷରେ ୩୩୮.୭୨ ନିୟୁତ ଟନ୍‌ ଜୈବିକ ସାର ଉତ୍ପାଦନ କରିଥିବାବେଳେ ୨୦୨୦-୨୧ରେ ମାତ୍ର ୩.୮୮ ନିୟୁତ ଟନ୍‌ ଉତ୍ପାଦନ କରିଛି। ଜୈବିକ ତଥା ପ୍ରାକୃତିକ କୃଷିକୁ ପ୍ରାଧାନ୍ୟ ଦେଇ ଆଗେଇବାକୁ ହେଲେ ଦେଶବ୍ୟାପୀ ଏକ ଲକ୍ଷ୍ୟଭିତ୍ତିକ ମହତ୍ତ୍ୱାକାଂକ୍ଷୀ…

ଆତ୍ମସମର୍ପଣ କଲେ ଫେରାର ଅଭିଯୁକ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ):ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଓ ଭାରତୀୟ ପର୍ଯ୍ୟଟନ ନିଗମ (ଆଇଟିଡିସି) ନାଁରେ ପୃଥକ୍‌ ଠକେଇ ମାମଲାରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତ ବିକାଶ ମହାରଣା ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସର୍ପଣ କରିଛନ୍ତି। ୨୦୨୧ ଡିସେମ୍ବରରେ ସେ ହାଇକୋର୍ଟରେ ଆଗୁଆ…

ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ଲୋକାର୍ପିତ

ପାରାଦୀପ,୨୬ା୪(ସ୍ବ.ପ୍ର.):ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ସୋମବାର ପାରାଦୀପର ଇଫକୋ କାରଖାନା ସଲଗ୍ନ ମହାନଦୀରେ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ, ଜଳପଥ ଓ ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ ଏହାକୁ ଉଦ୍‌ଘାଟନ କରିଥିଲେ। ମହାନଦୀ କୂଳରେ ହୋଇଥିବା ଭାସମାନ ପୋଣ୍ଟମଠାରେ…

ଆଜିଠୁ ସିବିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର, ୨୬।୪ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦେଶରେ ପ୍ରାୟ ୩୫ ଲକ୍ଷ ପିଲା ପରୀକ୍ଷା ଦେବେ। ଦଶମ ଶ୍ରେଣୀରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ…

ଆଲୋଚନା ମାଧ୍ୟମରେ ସମାଧାନ କର: ହାଇକୋର୍ଟ

କଟକ ଅଫିସ, ୨୬ା୪:ହାଇକୋର୍ଟରେ ସୋମବାର ନାଲ୍‌କୋ କ୍ୟାପ୍‌ଟିଭ୍‌ ପାୱାର ପ୍ଲାଣ୍ଟରେ କୋଇଲା ସଙ୍କଟ ମାମଲାର ଶୁଣାଣି ହୋଇଛି। ପ୍ଲାଣ୍ଟରେ କୋଇଲା ସଙ୍କଟ କିପରି ଦୂର ହୋଇପାରିବ ଓ ସୁରୁଖୁରୁରେ ପ୍ଲାଣ୍ଟ ପରିଚାଳନା କରାଯାଇପାରିବ ସେନେଇ କେନ୍ଦ୍ର କୋଇଲା ସଚିବ, ଖଣି ସଚିବ,…

ମଧ୍ୟସ୍ଥତା କେନ୍ଦ୍ରରେ ଅଢ଼େଇ ଘଣ୍ଟା କାଉନ୍‌ସେଲିଂ

କଟକ ଅଫିସ, ୨୬ା୪:ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ କାଉନସେଲିଂ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ୩୦ପର୍ଯ୍ୟନ୍ତ ଅଢ଼େଇ ଘଣ୍ଟା କାଳ ଏହି କାଉନସେଲିଂ ଚାଲିଥିଲା। ଆସନ୍ତା ୪ ତାରିଖ ଅପରାହ୍ନ ୩ଟାରେ ପୁନର୍ବାର…

ଯୁକ୍ତ୨ ପରୀକ୍ଷା: ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ପରୀକ୍ଷାକୁ ଦୃଷ୍ଟିରେ ରଖି ପରିଷଦ ପକ୍ଷରୁ…

ପୁନରୁଦ୍ଧାର ହେବ ୪୨,୬୫୮ ହେକ୍ଟର ଜଳସେଚିତ ଜମି

ଯାଜପୁର ଅଫିସ,୨୬ା୪:ସରକାର ରାଜ୍ୟ ବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡ଼ିକରେ ଅଧିକରୁ ଅଧିକ ସେଚ ସାମର୍ଥ୍ୟ ବୃଦ୍ଧି କରିବା, କେନାଲର ରକ୍ଷଣାବେକ୍ଷଣ, ଫସଲ ଖସଡ଼ା…

ସୋଲାର ସାଇକେଲ ପାଇଁ ଚର୍ଚ୍ଚାରେ ସୌମ୍ୟ

ରାଜକନିକା,୨୬ା୪(ଡି.ଏନ୍‌.ଏ.):ସୋଲାର ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପେଗରପଡ଼ା ଗ୍ରାମର ଯୁବକ ସୌମ୍ୟ ରଞ୍ଜନ ପଲାଇ। ତାଙ୍କ ସୋଲାର ସାଇକେଲକୁ ଦେଖିବା ପାଇଁ ଆଖପାଖ ଅଞ୍ଚଳର ଲୋକେ ଆସୁଛନ୍ତି। ସୌମ୍ୟ ଜଣେ ଆଇଟିଆଇ ପଢ଼ନ୍ତା ଇଲେକ୍ଟ୍ରିସିଆନ।…

କୁଳପତି ନିଯୁକ୍ତ କରିବେ ରାଜ୍ୟ ସରକାର

ଚେନ୍ନାଇ,୨୬ା୪:ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ କୁଳପତି ଚୟନ ଏବେ ରାଜ୍ୟପାଳଙ୍କ ପରିବର୍ତ୍ତେ ରାଜ୍ୟ ସରକାର କରିବେ। ଏନେଇ ତାମିଲନାଡୁ ସରକାର ସୋମବାର ବିଧାନସଭାରେ ଦୁଇଟି ବିଲ୍‌ ଗୃହୀତ କରାଇଛନ୍ତିି। ରାଜ୍ୟପାଳଙ୍କ କୁଳପତି ନିଯୁକ୍ତି କ୍ଷମତା ଉଚ୍ଛେଦ କରିବା ଏହି ବିଲ୍‌ର ଉଦ୍ଦେଶ୍ୟ। ରାଜ୍ୟପାଳ…

୨୪୮.୫୧ କୋଟିର ଶ୍ରୀମନ୍ଦିର ବଜେଟ

ପୁରୀ ଅଫିସ,୨୬ା୪:୨୦୨୨-୨୩ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ୍‌ରେ ୨୪୮ କୋଟି ୫୧ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି। ବଜେଟ୍‌ରେ ବିଭିନ୍ନ ଯାନିଯାତ୍ରା, ପାଳିଆ ସେବାୟତ ପାଉଣା, କର୍ମଚାରୀଙ୍କ ଦରମା, କର୍ପସ ଫଣ୍ଡ ଜମା ଆଦି ସଂକ୍ରାନ୍ତରେ ଖର୍ଚ୍ଚ ରହିଛି। ବିଭିନ୍ନ କର୍ପସ…

ସଂଘର୍ଷ କରି ହାରିଲା ଚେନ୍ନାଇ

ମୁମ୍ବାଇ,୨୫।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୮ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସଂଘର୍ଷ କରି ୧୧ରନ୍‌ରେ ପରାସ୍ତ ହୋଇଛି। ଶେଷ ବଲ୍‌ରେ ୧୩ ରନ୍‌ ଆବଶ୍ୟକ ଥିବା ବେଳେ ଚେନ୍ନାଇ ସୁପରକିଙ୍ଗ୍ସର ଅଧିନାୟକ ରବୀନ୍ଦ୍ର ଜାଡେଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?