Home

ଏହି କାମ ପାଇଁ ସ୍ବାମୀଙ୍କୁ ୫ କୋଟି ଟଙ୍କାର କାର୍‌ ଉପହାର ଦେଲେ ସ୍ତ୍ରୀ

ଜଣେ ଗର୍ଭବତୀ ମହିଳା ପ୍ରଥମ ସନ୍ତାନର ଜନ୍ମ ପୂର୍ବରୁ ତାଙ୍କ ସ୍ବାମୀଙ୍କୁ ଲମ୍ବୋର୍ଗିନି ହୁରାକାନ ଇଭୋ (Lamborghini Huracan Evo) କାର୍‌ ଉପହାର ଦେଇଛନ୍ତି। ସେ ତାଙ୍କ ପିଲାଙ୍କ ସାହାଯ୍ୟ ପାଇଁ ସ୍ବାମୀଙ୍କୁ ଆଗୁଆ ପୁରସ୍କାର ଦେବାକୁ ଚାହୁଁଥିଲେ। ସେଥିପାଇଁ ଏହି…

ଭାଇ ବିପକ୍ଷରେ ଭାଇ

ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ପୌର ପରିଷଦର ଓ୍ବାର୍ଡ ନଂ.୫ରେ ଦୁଇ ଭାଇ ପରସ୍ପର ବିପକ୍ଷରେ କାଉନ୍‌ସିଲର ପ୍ରାର୍ଥୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ସପନ କୁମାର ତ୍ରିପାଠୀ (ବୁଲୁ), ବିଜେଡି ପ୍ରାର୍ଥୀ ଉତ୍ତମ ତ୍ରିପାଠୀ ସମ୍ପର୍କୀୟ ଭାଇ। ସୂଚନାନୁଯାୟୀ ଉତ୍ତମ ପୂର୍ବତନ ଏମ୍‌ପି ପ୍ରଦୀପ…

ଯାଜପୁର ପୌର ପରିଷଦ: କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ବ୍ୟାନର ପୋଡ଼ି ଅଭିଯୋଗ

ଯାଜପୁର ଟାଉନ,୧୮ା୩(ଡି.ଏନ.ଏ.): ଯାଜପୁର ପୌର ପରିଷଦର କଂଗ୍ରେସ ଅଧ୍ୟକ୍ଷା ପ୍ରାର୍ଥିନୀ ପ୍ରିୟଦର୍ଶିନୀ ସାମନ୍ତଙ୍କ ଏକ ବ୍ୟାନର ଯାଜପୁର ଟ୍ୟାକ୍ସି ଷ୍ଟାଣ୍ଡ ନିକଟରେ ଲଗାଯାଇଥିଲା। ତେବେ ଉକ୍ତ ବ୍ୟାନରକୁ କେହି ଅସାମାଜିକ ବ୍ୟକ୍ତି ପୋଡ଼ି ଦେଇଥିବା ଗୁରୁବାର ସକାଳେ ଜଣାପଡ଼ିଛି। ଏହାପରେ ଯାଜପୁର…

ଆନ୍ଧ୍ର ସହ ରହିବାକୁ ୩ ସରପଞ୍ଚ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ, ୨୧ରେ ଶୁଣାଣି

ପଟ୍ଟାଙ୍ଗୀ,୧୮ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ କୌଣସି ସମାଧାନର ବାଟ ଏଯାଏ ବାହାରିପାରିନାହିଁ। ଏଭଳି ସ୍ଥିତିରେ ଆନ୍ଧ୍ର ସହ ରହିବାକୁ ଫାଟୁସିନେରି ସରପଞ୍ଚ କୁନେଟି କୁସଆମାଁଙ୍କ…

ଖେଳରେ ୟୋ-ୟୋ ଟେଷ୍ଟ କ’ଣ

ବେଙ୍ଗାଲୁରୁ,୧୮।୩: କିଛି ଦିନ ହେବ ଆଘାତ ଯୋଗୁ ପଡ଼ିଆରୁ ଦୂରେଇ ରହିଥିବା ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ପୃଥ୍ବୀ ଶ’ ବେଙ୍ଗାଲୁରୁର ନ୍ୟାସନାଲ କ୍ରିକେଟ ଏକାଡେମୀ (ଏନସିଏ) ରେ ଫିଟନେସ ଆକଳନ କରିବା ପାଇଁ ୟୋ ୟୋ ଟେଷ୍ଟ କରିଥିଲେ।…

ଗଛରେ ପିଟିହେଲା କାର୍‌: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ଜିଲା କୁର୍ଲୁ ଘାଟିରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ କାରରେ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ…

ଖସୁଛି କରୋନା ଗ୍ରାଫ୍‌, ଆଜି ୭୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୦୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୬ ଜଣ ଚିହ୍ନଟ ହୋଇଥିବା…

ଇଭିଏମ୍‌ରେ ଲାଗୁଛି ପ୍ରାର୍ଥୀଙ୍କ ନାମ, ଦଳ, ଚିହ୍ନ

ଭୁବନେଶ୍ୱର,୧୮।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ କମଶନିଂ ଆରମ୍ଭ ହୋଇଛି। ଖୋର୍ଦ୍ଧାରୁ ଇଭିଏମ୍‌ ଆସିବା ପରେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଷ୍ଟ୍ରଙ୍ଗ୍‌ରୁମ୍‌ରେ କଡ଼ା ସୁରକ୍ଷାରେ ଏହାକୁ ରଖାଯାଇଥିଲା। ପ୍ରଥମ…

ରୁଷିଆକୁ କାଉଣ୍ଟର କଲା ୟୁକେନ୍‌

କ୍ୱିଭ୍‌,୧୮।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଲଗାତର ୨୩ ଦିନ ହେବ ଜାରି ରହିଛି। ଉଭୟ ଦେଶ ପରସ୍ପରକୁ ଛାଡିବାକୁ ପ୍ରସ୍ତୁତ ନାହାନ୍ତି। ଶୁକ୍ରବାର ୟୁକ୍ରେନରୁଷିଆର ୧୪ଟି ବେସ ଧ୍ୱଂସ କରିଥିବା ଦାବି କରିଛି। ୟୁକ୍ରେନ୍‌ ଏୟାର ଡିଫେଣ୍ଡ୍‌ ଫୋର୍ସ…

ଖଣି ମାଫିଆଙ୍କ ସହ ତହସିଲଦାରଙ୍କ ସମ୍ପୃକ୍ତି ଅଭିଯୋଗ

ଖୋର୍ଦ୍ଧା ଅଫିସ/ଜଟଣୀ, ୧୮ା୩(ଡି.ଏନ୍‌.ଏ.): ଲଘୁ ଖଣିଜ ସମ୍ପଦ ଚୋରାଚାଲାଣରେ ମାଫିଆଙ୍କ ସହ ଅର୍ଥ କାରବାର ସମ୍ପୃକ୍ତି ନେଇ ଖୋର୍ଦ୍ଧା ଜିଲା ଜଟଣୀ ତହସିଲରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ତଥା ପ୍ରୋଗ୍ରାମ ସର୍ଭରଙ୍କୁ ବୁଧବାର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ନିଲମ୍ବନ…

ଆଜି ଦୋଳ ପୂର୍ଣ୍ଣିମା, ଗାଁଠୁ ସହର ଯାଏ ଉତ୍ସବମୁଖର

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଆଜି ଦୋଳ ପୂର୍ଣ୍ଣିମା। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ଘଟିବ। ବିମାନରେ ସଜ୍ଜିତ ହୋଇ ଗାଁ ଗାଁ ସାହି ସାହି ବୁଲି ଭୋଗ ଖାଇବେ ଦୋଳଗୋବିନ୍ଦ। ଗତ ଦୁଇ ବର୍ଷ ହେଲା କରୋନା କଟକଣା ଯୋଗୁ ଫିକା ପଡ଼ିଥିଲା…

ପରଦାରେ ବୋଲ୍ଡ ସିନ୍‌ କରିବାକୁ ମନା କରିଥିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଅଭିନେତ୍ରୀମାନେ ପରଦାରେ ଅଭିନୟ କରନ୍ତି ସତ ମାତ୍ର ଏମିତି କିଛି ସିନ୍‌ ବା ଦୃଶ୍ୟ ଥାଏ ଯାହାକୁ ସେ କରିବାକୁ ମନା କରିଥାନ୍ତି। ସେମିତି ଜଣେ ଅଭିନେତ୍ରୀ ହେଉଛନ୍ତି, ହିବା ନଓ୍ବାବ। ସେ ଛୋଟପରଦାରେ ଅଭିନୟ କରନ୍ତି। ବଡ଼ ଫିଲ୍ମରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri