Home

ଚାପରେ ସେନା ପକ୍ଷରୁ ଇଫତାର ପାର୍ଟି ପୋଷ୍ଟ ଡିଲିଟ୍‌ କରାଗଲା…

ଶ୍ରୀନଗର, ୨୪।୪ : ଦେଶରେ ମୌଳବାଦୀମାନଙ୍କର ପ୍ରାଧାନ୍ୟ ବଢ଼ିବାରେ ଲାଗିଛି। ମୌଳବାଦୀ ଗୋଷ୍ଠୀଙ୍କ ଚାପରେ ଭାରତୀୟ ସେନା ପକ୍ଷରୁ ଆୟୋଜିତ ହୋଇଥିବା ରୋଜା ଇଫତାର ପାର୍ଟି ପୋଷ୍ଟକୁ ସୋସିଆଲ ମିଡ଼ିଆରୁ ଡିଲିଟ କରାଯାଇଛି। ସେନା ଏଭଳି କରିବାsକୁ ବାଧ୍ୟ ହୋଇଥିବା କୁହାଯାଉଛି।…

ଆମେରିକାକୁ ନଷ୍ଟ କରୁଛନ୍ତି ବାଇଡେନ୍‌, ଅଭିଯୋଗ ଆଣିଲେ ଟ୍ରମ୍ପ୍‌…

ଓ୍ବାଶିଂଟନ, ୨୪।୪ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦେଶକୁ ନଷ୍ଟ କରୁଛନ୍ତି। ଏନେଇ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଭିଯୋଗ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଡେମୋକ୍ରାଟ୍ସ ଏବଂ ଆମେରିକାର ରାଷ୍ଟ୍ରପତି ବିଡେନଙ୍କ ପ୍ରଶାସନ ଆମେରିକାକୁ ଧ୍ୱଂସ କରୁଛି।…

ପୁରୀରୁ ଦର୍ଶନ ସାରି ଫେରୁଥିଲେ; ଓଲଟିଲା ବସ୍‌

ଗଞ୍ଜାମ,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିବାରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଛତ୍ରପୁର…

ସରକାର ଜାଣିଶୁଣି କରୁଛନ୍ତି ଲାଉଡସ୍ପିକର-ହନୁମାନ ଚାଳିସା ରାଜନୀତି…

ମୁମ୍ବାଇ, ୨୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ସରକାର ଜାଣିଶୁଣି ଲାଉଡସ୍ପିକର ଏବଂ ହନୁମାନ ଚାଳିସା ରାଜନୀତି କରୁଛନ୍ତି। ଦେଶରେ ଦରଦାମ୍‌ ବୃଦ୍ଧି ଏବଂ ବେରୋଜଗାରୀ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରୁ ଲୋକଙ୍କ ଧ୍ୟାନ ହଟାଇବା ଲାଗି ଏଭଳି କରାଯାଉଥିବା ଶିବସେନା ଏମ୍‌ପି…

ଖୋର୍ଦ୍ଧା-କଟକ ଆଗରେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩ ଜଣ ପିଲା ସଂକ୍ରମିତ ହୋଇଥିବା ନେଇ ରାଜ୍ୟ ସୂଚନା…

ଘନେଇଲା ସଙ୍କଟ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ଉପର ମୁହାଁ…

ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୫୯୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…

ତରଭୁଜର ଦାମ ୪ ଲକ୍ଷ!

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। ଆମ ଦେଶରେ ଏହାର ଭଲ ଉତ୍ପାଦନ ବି ହୋଇଥାଏ। ତେଣୁ କମ୍‌ ମୂଲ୍ୟରେ ବି ଏହା ମିଳିଯାଏ। ତେବେ ଚାଇନା, ଜାପାନ, ମାଲେସିଆ ଓ ଥାଇଲାଣ୍ଡରେ ଏମିତି ଏକ ପ୍ରକାରର ତରଭୁଜ…

‘ମୃତ୍ୟୁ ଘଟଣାକୁ ଚପାଇଦେବା ପାଇଁ ଉଦ୍ୟମ’

ଝାରସୁଗୁଡ଼ା ଅଫିସ,୨୪।୪: ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମ୍ପୃକ୍ତି ଥିବା ଭାଜପା ଅଭିଯୋଗ କରି ଘଟଣାର ସିବିଆଇ ତଦନ୍ତ ଦାବି କରିଛି। ଏହାକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ଆରୋପ…

ଦଳ ବିରୋଧୀ କାର୍ଯ୍ୟ: ଭାଜପା କର୍ମକର୍ତ୍ତା ବହିଷ୍କୃତ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଜଗତ୍‌ସିଂହପୁର ପୂର୍ବତନ ଜିଲା ଉପସଭାପତି ଅଜିତ କୁମାର ଦାସ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଓ ପାରାଦୀପ ନଗର ପୂର୍ବତନ ମଣ୍ଡଳ ସଭାପତି କୈଳାସ ଚନ୍ଦ୍ର ସାହୁ, ମହିଳା ମୋର୍ଚ୍ଚା…

କଂଗ୍ରେସରେ ଯୋଗଦେବେ ପଟିଦାର ନେତା

ଅହମଦାବାଦ,୨୪।୪: ଗୁଜରାଟ ପଟିଦାର ନେତା ନରେଶ ପଟେଲ କଂଗ୍ରେସରେ ଯୋଗଦେଇପାରନ୍ତି। ସେ ଶନିବାର ନୂଆଦିଲ୍ଲୀରେ ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋରଙ୍କୁ ଭେଟିଛନ୍ତି ଓ ଖୁବ୍‌ଶୀଘ୍ର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ…

୨୦୨୪ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିଛି। ଆସନ୍ତା ୨୦୨୪ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ପଞ୍ଚାୟତ ଓ ପୌର ନିର୍ବାଚନ ଭଳି ବିଧାନସଭା ଓ ଲୋକ ସଭା ନିର୍ବାଚନରେ ଦଳ କିପରି କ୍ଲିନ୍‌ ସୁଇପ୍‌…

ପଶ୍ଚିମବଙ୍ଗ ଭାଜପାରେ ବଢ଼ୁଛି ଅନ୍ତର୍ଦ୍ୱନ୍ଦ୍ୱ

କୋଲକାତା,୨୪।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜିତ ହେବାର ବର୍ଷେ ମଧ୍ୟରେ ରାଜ୍ୟରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ନିର୍ବାଚନରେ ଭାଜପା ଭୋଟ ହାର ହ୍ରାସ ପାଇଚାଲିଛି। ଫଳରେ ଦଳୀୟ ନେତା ଓ କର୍ମୀମାନଙ୍କୁ ଏକାଠି ରଖିବା ପାଇଁ ଭାଜପା ରାଜ୍ୟ ଶାଖା ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?