Home

ପରିବାର ଶାନ୍ତି ପାଇଁ ଚିକିତ୍ସା ନ କରିବା ଜୀବନସାଥୀଙ୍କ ପ୍ରତି କ୍ରୁରତା, ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍‌ ରଖିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୯।୧ : ଶାରୀରିକ ସମସ୍ୟାର ଚିକିତ୍ସା ନ କରିବା ମଧ୍ୟ ଜୀବନସାଥୀଙ୍କ ପ୍ରତି କ୍ରୁରତା। ଏହା ଦ୍ୱାରା ପରିବାରର ଶାନ୍ତି ବ୍ୟହତ ହୋଇଥାଏ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଦାମ୍ପତ୍ୟ ଜୀବନରେ ସନ୍ତୁଳନ ଏଭଳି ଘଟଣା ଦ୍ୱାରା ବିଗିଡ଼ି ଯାଇଥାଏ।…

ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପାଇଁ ରହିଛି ଏସବୁ ସୁବିଧା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଓସେପା ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦଶମ ଏବଂ ଦ୍ୱାଦଶ ଶ୍ରେଣୀରେ ଅଧ୍ୟୟନ କରୁଥିବା ଭିନ୍ନକ୍ଷମ ପ୍ରାର୍ଥୀଙ୍କ…

ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମୈଦାନରେ ବିଧାୟକ

କୋକସରା,୨୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଦଳୀୟ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଛାମୁଆ ନେତା ଭୋଟରଙ୍କ ଦୁଆର ମୁହଁରେ ମନାଇବାରେ ବ୍ୟସ୍ତ। ଯେତେ ରାଗ, ରୁଷା, ମାନ, ଅଭିମାନ, ଅଭିଯୋଗ ଥିଲେ ମଧ୍ୟ ଆଗକୁ ନିର୍ଭର…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦,୨୬୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୦,୨୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ୧୧, ୮୪,୧୭୪ ଆକ୍ରାନ୍ତ ସୁସ୍ଥ ହୋଇଥିବା  ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଜି…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ବିଭାଗ। ଶିକ୍ଷକ ଚାକିରିରେ ରେଗୁଲାର୍‌ ହେବାକୁ ୬ ବର୍ଷ ପୂରିନି।…

ଘର ଘର ବୁଲି ପ୍ରଚାରରେ ବଢ଼ିଲା ଭିଡ଼, ପ୍ରଚାର ବନ୍ଦ…

ଲକ୍ଷ୍ନୌ, ୨୯।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘର ଘର ବୁଲି ପ୍ରଚାର କରୁଥିଲେ। ତେବେ ପ୍ରଚାରର ଭିଡ଼ ବଢ଼ିବାରୁ ଅଧାରୁ ଏହାକୁ ବନ୍ଦ କରି ଦିଆଯାଇଛି। ସହାରନ୍‌ପୁରର ଦେଓବନ୍ଦଠାରେ ଘର ଘର ବୁଲି…

ଖୋଲାଖୋଲି ରୀତେଶଙ୍କ ସହ ଲିପ୍‌ଲକ୍‌ କରି ଚର୍ଚ୍ଚାରେ ଡ୍ରାମାକୁଇନ୍‌

ବମ୍ବେ: ସର୍ବସମ୍ମୁଖରେ ସ୍ବାମୀ ରୀତେଶଙ୍କୁ ଚୁମ୍ବନ ଦେଇ ଚର୍ଚ୍ଚାରେ ବଲିଉଡ୍‌ର ଡ୍ରାମାକୁଇନ୍‌ ରାକ୍ଷୀ ସାଓ୍ବନ୍ତ। ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ର ଚଳିତ ସଂସ୍କରଣର ଫିନାଲେ ଅବସରରେ କ୍ୟାମେରାରେ କଏଦ ହୋଇଛି ଏଭଳି କିଛି ଦୃଶ୍ୟ। ପୂର୍ବରୁ ରାକ୍ଷୀଙ୍କ ସ୍ବାମୀ କିଏ ସେ…

୧୧୯ ଓ୍ବାର୍ଡମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

କୋକସରା,୨୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରଣକ୍ଷେତ୍ର ପ୍ରସ୍ତୁତ ସରିଛି। ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରକାଶ ପାଇଛି ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା। କୋକସରା ବ୍ଲକ ୨୨ ପଞ୍ଚାୟତର ବିଭିନ୍ନ ପଞ୍ଚାୟତ ସମିତି, ସରପଞ୍ଚ ଓ ଓ୍ବାର୍ଡମେମ୍ବର ପାଇଁ ପ୍ରାର୍ଥିପତ୍ର ପ୍ରତ୍ୟାହୃତ ପରେ…

ଅଧିନାୟକତ୍ୱ ପରେ ଦଳରୁ ବାହାର ହୋଇପାରନ୍ତି କୋହଲି ! ୩ ନଂ ସ୍ଥାନରେ ଖେଳିବା ପାଇଁ ଏହି ବ୍ୟାଟ୍ସମ୍ୟାନ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ,୨୯।୧: ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ତାଙ୍କ କ୍ୟାରିୟରର ସବୁଠାରୁ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ପ୍ରାୟ ପ୍ରତ୍ୟେକ ସିରିଜରେ ଶତକ ହାସଲ କରୁଥିବା ବିରାଟ ଗତ ଦୁଇ ବର୍ଷ ଧରି…

ଫେବୃୟାରୀ ୧ରୁ ବଦଳିଯିବ ବ୍ୟାଙ୍କ ସହ ଜଡ଼ିତ ଏସବୁ ବଡ଼ ନିୟମ; ଏବେଠୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୯।୧: ନୂଆ ବର୍ଷ ୨୦୨୨ର ପ୍ରଥମ ମାସ ଅର୍ଥାତ ଜାନୁୟାରୀ ଶେଷ ହେବାକୁ ଯାଉଛି। ଫେବୃୟାରୀ ପହିଲାରୁ ଅନେକ ପରିବର୍ତ୍ତନ ହେବାକୁ ଯାଉଛି । ଫେବୃୟାରୀ ୧ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିବେ । ବଜେଟ…

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ୍‌…

ଶ୍ରୀନଗର, ୨୯।୧ : ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ସ୍ଥାନୀୟ ହାସନପୋରା ବିଜ୍‌ବେହାରା ଅଞ୍ଚଳରେ ହୋଇଥିବା ଏହି ଆକ୍ରମଣରେ ପୋଲିସ ହେଡ୍‌ କନଷ୍ଟେବଳ ଅଲ୍ଲୀ ମହମ୍ମଦ ମାଗରେ ଚିକିତ୍ସାଧୀନ ଅବସ୍ଥାରେ ଶହୀଦ୍‌ ହୋଇଥିବା କଶ୍ମୀର ଜୋନ୍‌…

ଆଜି ବାଲାଂଦେଶ ବନାମ ଭାରତ

ଆଣ୍ଟିଗୁଆ,୨୯।୧: ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଶନିବାର ଖେଳାଯିବାକୁ ଥିବା କ୍ୱାଟର ଫାଇନାଲ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ବାଂଲାଦେଶ । ଏହି ମ୍ୟାଚ୍‌ ଆଣ୍ଟିଗୁଆରେ ଭାରତୀୟ ସମୟ ୬.୩୦ରେ ଆରମ୍ଭ ହେବ । ଏହି ମହାମୁକାବିଲା ପୂର୍ବରୁ ଭାରତୀୟ ଅଣ୍ଡର-୧୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri