ମଦଭାଟି ଭାଙ୍ଗିଲା ପୋଲିସ, ହାଣ୍ଡି ହାଣ୍ଡି ପୋଚ ନଷ୍ଟ
କାଳିଆପାଣି,୨୯ା୧(ଡି.ଏନ୍.ଏ.): ଯାଜପୁର ଜିଲା କାଳିଆପାଣି ଥାନା ଅନ୍ତର୍ଗତ ଦୈତାରୀ ସଂରକ୍ଷିତ ଜଙ୍ଗଲ ନାତୋର ଗାଁ ନିକଟରେ ଥିବା ମହୁଲି ମଦଭାଟିକୁ ଶନିବାର କାଳିଆପାଣି ପୋଲିସ ଭାଙ୍ଗିଥିବା ବେଳେ ବହୁ ହାଣ୍ଡି ମହୁଲ ପୋଚ ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି । ସୂଚନାନୁଯାୟୀ, କାଳିଆପାଣି…
ରାସ୍ତା ମଝିରେ ଜଳିଗଲା ହାଇଓ୍ବା
ଆନନ୍ଦପୁର,୨୯ା୧(ସ୍ବ.ପ୍ର.): ୫୩ ନଂ ଜାତୀୟ ରାଜପଥର ଘସିପୁରା ବ୍ଲକ ବୀରଗୋବିନ୍ଦପୁର ପଞ୍ଚାୟତ ଭଦ୍ରକ-କରଞ୍ଜିଆ ରାସ୍ତାର ଗୋହିରାବଣି ଛକ ନିକଟରେ ଏକ ଚିପ୍ସ ବୋଝେଇ ହାଇଓ୍ବାରେ ଶନିବାର ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ହାଇଓ୍ବାରେ ଥିବା ଚାଳକ ଓ ହେଲ୍ପର ଅଳ୍ପକେ ବର୍ତ୍ତିଯାଇଛନ୍ତି।…
ଧ୍ୱଜାବତରଣରେ ୧୦୦୦ ଡ୍ରୋନ୍ ଦ୍ୱାରା ଏୟାର ଶୋ’, ହଟିଲା ମହାତ୍ମାଙ୍କ ପସନ୍ଦ…
ନୂଆଦିଲ୍ଲୀ, ୨୯।୧ : ଶନିବାର ବିଜୟ ଚୌକଠାରେ ସାଧାରଣତନ୍ତ୍ର ଦିବସର ଧ୍ୱଜାବତରଣ (ବିଟିଙ୍ଗ ରିଟ୍ରିଟ ) ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମହାତ୍ମା ଗାନ୍ଧୀଙ୍କ ପ୍ରିୟ ଭଜନ ଆବାଇଡ୍ ଓ୍ବିଥ୍ ମି (ମୋ ସହିତ ରୁହ)ର ଧୁନ୍କୁ ଚଳିତ ଥର ଉତ୍ସବରୁ ହଟାଇ…
ପାରୋଲରେ ଯାଇଥିବା କଏଦୀଙ୍କୁ ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ…
ନୂଆଦିଲ୍ଲୀ, ୨୯।୧ : କରୋନା ମହାମାରୀ ସଙ୍କଟ ସମୟରେ ପାରୋଲରେ ଘରକୁ ଯାଇଥିବା କଏଦୀଙ୍କୁ ଶୀଘ୍ର ଆତ୍ମସମର୍ପଣ ପାଇଁ ବାଧ୍ୟ କରନାହିଁ ବୋଲି ସୁପ୍ରିମ୍କୋର୍ଟ କେରଳ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ କଏଦୀଙ୍କୁ ଘରକୁ…
କାନ୍ଦିଲେ ସଲମାନ
ମୁମ୍ବାଇ: ସଲମାନ ଖାନ୍ଙ୍କ ଲୋକପ୍ରିୟ ଶୋ’ ବିଗ୍ ବସ୍ -୧୫ କିଛି ସମୟ ପରେ ଆରମ୍ଭ ହେବ। ଏକ ଲମ୍ବା ଯାତ୍ରାର ଶେଷରେ ଏହି ଶୋ’ ଆଗକୁ ବଢ଼ିଚାଲିଛି। ଶୋ’ ସହିତ ଜଡ଼ିତ କିଛି ଖଟା-ମିଠା ସ୍ମୃତିକୁ ପ୍ରତିଯୋଗୀମାନେ ସାଉଁଟୁଛନ୍ତି। ମାତ୍ର…
କାର୍ ଚଳାଇ ଭର୍ଚୁଆଲ ଶୁଣାଣିରେ ଯୋଗଦେବା ନେଇ ଆପତ୍ତି…
ନୂଆଦିଲ୍ଲୀ, ୨୯।୧ : କାର୍ ଚଳାଉଥିବା ସମୟରେ ଭର୍ଚୁଆଲ ଶୁଣାଣିରେ ଯୋଗଦେଇଥିବା ଜଣେ ଆଇନଜୀବୀଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି। ଆଇନଜୀବୀ ଜଣକ ଏଭଳି କରିଥିବା ଅଭିଯୋଗ ମିଳିବା ପରେ କୋର୍ଟ ଆପତ୍ତି ପ୍ରକାଶ କରିଛନ୍ତି। ବିଚାରପତି ମୁକ୍ତା…
ଇତିହାସ ରଚିଲା ‘୮୩’
ବମ୍ବେ: ବକ୍ସ ଅଫିସରେ ଇତିହାସ ରଚିଛି ସୁପରଷ୍ଟାର ରଣବୀର ସିଂ ଏବଂ ଦୀପିକା ପାଦ୍ୟୁକୋନ୍ ଅଭିନୀତ ଫିଲ୍ମ ‘୮୩’। ୨୦୨୧ ଡିସେମ୍ବର ୨୪ରେ ଏହା ରିଲିଜ ହୋଇଥିଲା। ଏହାପରେ ଏକାଧିକ ବଡ଼ ବଜେଟ୍ ଫିଲ୍ମ ରିଲିଜ ହୋଇଥିଲେ ହେଁ ବ୍ୟବସାୟ ଉପରେ…
ମାତ୍ର ୯ ବର୍ଷରେ କୋଟିପତି ଏହି ବାଳକ: ଜେଟ୍ରେ ବୁଲନ୍ତି, ପିନ୍ଧନ୍ତି ଡିଜାଇନର୍ ପୋଷାକ…
ଦୁନିଆରେ ଏପରି ଅନେକ ଲୋକ ଅଛନ୍ତି ଯେଉଁମାନେ ବିଳାସପୂର୍ଣ୍ଣ ଜୀବନ ଅତିବାହିତ କରିବାକୁ ଭଲ ପାଆନ୍ତି। ଏଥିପାଇଁ କିଛି କଠିନ ପରିଶ୍ରମ କରୁଥିବା ବେଳେ କିଛି ଜନ୍ମରୁ ଆଭିଜାତ୍ୟର ସହ ବଢ଼ିଥାନ୍ତି। ସେଭଳି ଜଣେ ହେଲେ ଏହି ବାଳକ। ତାଙ୍କୁ ମାତ୍ର…
ଓଜନ ବଢ଼ିଲେ କଟିବ ଦରମା
ଏକ ରିପୋର୍ଟରେ ପ୍ରକାଶ ପାଇଛି ଯେ, ବିଶ୍ୱ ପ୍ରସିଦ୍ଧ ଏମିରେଟ୍ସ ଏୟାରଲାଇନ୍ର ଏୟାର ହୋଷ୍ଟେସଙ୍କ ଓଜନ ବଢ଼ିଲେ ତାଙ୍କୁ ଦଣ୍ଡ ଦିଆଯାଉଛି। ଏହାର ପୂର୍ବତନ କର୍ମଚାରୀମାନେ କୁହନ୍ତି, ସେମାନଙ୍କ ଓଜନ ବଢ଼ାଇବା ଉପରେ ଅଧିକାରୀମାନେ ପୂର୍ଣ୍ଣ ନଜର ରଖିଥାନ୍ତି। ଏଥିପାଇଁ ଦରମା…
ଆଗ୍ରାରେ ଅଛନ୍ତି ଉତ୍ତମ ପଣ୍ଡା; ଫେରିବା ପରେ ଜଣାପଡ଼ିବ ସତ
ବାଲେଶ୍ୱର ଅଫିସ,୨୯।୧: ଚିଠି ଲେଖି ଘର ଛାଡ଼ି ପଳାଇଥିବା ଉତ୍ତମ କୁମାର ପଣ୍ଡା ଫେରିବେ। ତାଙ୍କୁ ନୂଆଦିଲ୍ଲୀ ପୋଲିସ ଉତ୍ତରପ୍ରଦେଶର ଆଗ୍ରା ସହରରୁ ଉଦ୍ଧାର କରିଛି। ଏନେଇ ଜଣାପଡ଼ିବା ପରେ ତାଙ୍କ ଶ୍ୱଶୁର ଏବଂ ଜଣେ ସମ୍ପର୍କୀୟ ଭାଇ ଆଗ୍ରା ଯାଇଛନ୍ତି।…
ରାସ୍ତାରେ ଗଡୁଛି ଭିନ୍ନ ଧରଣର ସାଇକେଲ, ଯିଏ ଦେଖୁଛି ଘଡ଼ିଏ ଚାହିଁ ସେଲ୍ଫି ନେଉଛି
ଉତ୍ତରପ୍ରଦେଶର ପିଲିଭିତିରେ ଭିନ୍ନ ଧରଣର ଏକ ସାଇକେଲ ଏବେ ଖୁବ୍ ଚର୍ଚ୍ଚାରେ ରହିଛି। ଯେତେବେଳେ ଏହି ସାଇକେଲ ରାସ୍ତାରେ ଗଡୁଛି ସେତେବେଳେ ଏହା ପାଖରେ ଯାଉଥିବା ଅନ୍ୟ ଯାନବାହନଗୁଡ଼ିକ ଛୋଟ ଦେଖାଯାଉଛନ୍ତି। ସାଇକେଲର ମାଲିକ ଏହାକୁ ଏତେ ସ୍ବତନ୍ତ୍ର ଭାବରେ ତିଆରି…
ନିର୍ବାସନ ଏକ ସାଧାରଣ ଦଣ୍ଡାଦେଶ ନୁହେଁ, ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ…
ନୂଆଦିଲ୍ଲୀ, ୨୯।୧ : ନିର୍ବାସନ ଦଣ୍ଡାଦେଶ ଏକ ସାଧାରଣ ଦଣ୍ଡାଦେଶ ନୁହେଁ। ଗୁରୁତର ଅପରାଧ କ୍ଷେତ୍ରରେ ଏହାର ଉପଯୋଗ ହେବା ଆବଶ୍ୟକ ବୋଲି ସୁପ୍ରିମ୍କୋର୍ଟ କହିଛନ୍ତି। ଭାରତୀୟ ନାଗରିକଙ୍କର ଦେଶରେ ଯେକୌଣସି ସ୍ଥାନକୁ ଯିବା ଆସିବାର ଅଧିକାର ରହିଛି। ଏପରିସ୍ଥଳେ ନିର୍ବାସନ…
Archives


