Home

ଭାରତ ଆସିବେ ବ୍ରିଟିଶ ବୈଦେଶିକ ସଚିବ

ଲଣ୍ଡନ,୧୭ା୩: ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ ବ୍ରିଟିଶ ବୈଦେଶିକ ସଚିବ ଲିଜ୍‌ ଟ୍ରସ ଚଳିତ ମାସ ଶେଷରେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଦୀର୍ଘ ୨୨ ଦିନ ଧରି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ୟୁକ୍ରେନ ଡୋନେଟସ୍କ ଏବଂ…

କରୋନା ଟିକାକୁ ପେଟେଣ୍ଟ୍‌ ମୁକ୍ତ ପାଇଁ ସହମତି…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୭।୩ : ଭାରତ, ଆମେରିକା, ୟୁରୋପୀୟ ୟୁନିଅନ ଏବଂ ଦକ୍ଷିଣ ଆଫ୍ରିକା କରୋନା ଟିକା ଉତ୍ପାଦନକୁ ପେଟେଣ୍ଟମୁକ୍ତ କରିବାକୁ ରାଜି ହୋଇଛନ୍ତି। ଡବ୍ଲ୍ୟୁଟିଏଚଓ ଏହି ଚୁକ୍ତିନାମାକୁ ଅଭିନନ୍ଦନ ଚୁକ୍ତିନାମା ଭାବରେ ବର୍ଣ୍ଣନା କରିଛି। ବିଶ୍ୱ ବାଣିଜ୍ୟ ସଂଗଠନର ମୁଖ୍ୟ ଡକ୍ଟର ନଗୋଜି…

ଯୋଗୀଙ୍କ ଶପଥ ଗ୍ରହଣଉତ୍ସବକୁ ରାହୁଲ, ସୋନିଆଙ୍କୁ ନିମନ୍ତ୍ରଣ

ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ସହ ଭାଜପା ପୁଣି କ୍ଷମତାକୁ ଫେରିଛି। ଯୋଗୀ ଆଦିତ୍ୟନାଥ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଶପଥ ଗ୍ରହଣ ସମାରୋହ ପାଇଁ ସମସ୍ତ ପ୍ରସ୍ତୁତି ଚାଲିଛି । ଇକାନା ଷ୍ଟାଡିୟମରେ ଏହି…

ଡବ୍ଲ୍ୟୁଏଚ୍‌ଓର ସତର୍କ ସୂଚନା, ଭାରତକୁ କରୋନା ନେଇ ଚେତାବନୀ…

ଜେନେଭା/ନୂଆଦିଲ୍ଲୀ,୧୭।୩ : ଗତ ଦୁଇ ବର୍ଷ ଧରି କରୋନା ମହାମାରୀ ସମଗ୍ର ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଅବଶ୍ୟ, ଗତ କିଛି ସପ୍ତାହ ଧରି ଭାତରରେ କରୋନା ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି। କିନ୍ତୁ ବର୍ତ୍ତମାନ ବିଶ୍ୱ ସୱାସ୍ଥ୍ୟ ସଂଗଠନ…

ସୀମାରେ ଚାହିଁ ବସିଛି ଶତ୍ରୁ, ପ୍ରତିରକ୍ଷା ଗବେଷଣା ଅନୁସନ୍ଧାନ ଖର୍ଚ୍ଚ ମାତ୍ର ୦.୦୮୩ ପ୍ରତିଶତ…

ନୂଆଦିଲ୍ଲୀ,୧୭।୩ : ପୂର୍ବ ଲଦାଖର ଏଲ୍‌ଏସି ଏବଂ ଜମ୍ମୁ-କଶ୍ମୀରର ଏଲ୍‌ଓସିରେ ଶତ୍ରୁ ପକ୍ଷ ଚାହିଁ ବସିଥିବାବେଳେ ଭାରତରେ ପ୍ରତିରକ୍ଷା ଗବେଷଣା ଅନୁସନ୍ଧାନ ଖର୍ଚ୍ଚ କମିବାରେ ଲାଗିଛି। ଏଥି ପାଇଁ ମାତ୍ର ୦.୦୮୩ ପ୍ରତିଶତ ଖର୍ଚ୍ଚ ବଜେଟରେ ଆବଣ୍ଟିତ କରାଯାଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ…

ବାପା-ମା’-ଭାଇଙ୍କ ପରି ଫିଲ୍ମ ଜଗତକୁ କାହିଁକି ଆସିଲେ ନାହିଁ ଅମିତାଭ ବଚ୍ଚନଙ୍କ ଝିଅ

ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଝିଅ ଶ୍ୱେତା ବଚ୍ଚନ ନନ୍ଦା ବଡ଼ ପରଦାରୁ ଦୂରରେ ଥିଲେ ମଧ୍ୟ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ଶ୍ୱେତା ଆଜି ତାଙ୍କ ୪୮ ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ହୁଏତ ଫିଲ୍ମରେ ନିଜର…

ରାଜ୍ୟ ସଭାକୁ ଯାଇପାରନ୍ତି ହରଭଜନ

ଚଣ୍ଡିଗଡ,୧୭।୩: ପଞ୍ଜାବରେ ଆମ ଆଦମୀ ପାର୍ଟି କ୍ଷମତାକୁ ଆସିଛି। ଭାଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେଇଛନ୍ତି। ଏଏପି ପୂର୍ବତନ କ୍ରିକେଟର ହରଭଜନ ସିଂଙ୍କୁ ରାଜ୍ୟ ସଭାକୁ ପଠାଇବ ବୋଲି ଏବେ ଚର୍ଚ୍ଚା ହେଉଛି। ରାଜ୍ୟର ନବନିର୍ବାଚିତ ଏଏପି ସରକାର…

ପୁଣି କମିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୫୩୯ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୬୦…

ବିଶ୍ୱରେକର୍ଡ କଲେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌

କରାଚି,୧୭।୩: ଅଷ୍ଟ୍ରେଲିଆ ବିପକ୍ଷ କରାଚି ଟେଷ୍ଟରେ ପାକିସ୍ତାନ ଅଧିନାୟକ ବାବର ଆଜାମ ଚମତ୍କାର ପ୍ରଦର୍ଶନ କରିଛନ୍ତି। ୫୦୬ ରନର ଲକ୍ଷ୍ୟର ଜବାବରେ ପାକିସ୍ତାନ ଦଳ ଚତୁର୍ଥ ଇନିଂସରେ ଏକ ସମୟରେ ୨୧ ରନରେ ୨ ଉଇକେଟ ହରାଇଥିଲା। ଏହା ପରେ ବାବର…

୧୫ରୁ ୧୭ ବର୍ଷ ବୟସ୍କ ପିଲାଙ୍କ ଟିକାକରଣ, ୧.୧୯ କୋଟି ଦ୍ୱିତୀୟ ଡୋଜ୍‌ ନେଇ ନାହାନ୍ତି…

ନୂଆଦିଲ୍ଲୀ,୧୭।୩ : କରୋନା ବିରୋଧୀ ଲଢ଼େଇରେ ଦେଶରେ ଇତିମଧ୍ୟରେ ୧୨ରୁ ୧୪ ବର୍ଷ ବୟସର ପିଲାମାନଙ୍କର ଟିକାକରଣ ଆରମ୍ଭ ହୋଇଛି। କିନ୍ତୁ ତୃତୀୟ ଲହର ପରେ ସଂକ୍ରମଣର ଗତି କମୁଥିବାରୁ ଟିକାକରଣ ବିଷୟରେ କୌଣସି ଗମ୍ଭୀରତା ଦେଖିବାକୁ ମିଳୁ ନାହିଁ। ଦେଶରେ…

ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୫ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୬୪ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪୧ ଲୋକାଲ କେସ୍‌ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୨୨ଜଣ ପିଲା ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ…

ରୁଷିଆ-ୟୁକ୍ରେନ୍‌ ଶାନ୍ତି ଯୋଜନା, ଜେଲେନସ୍କିଙ୍କ ସର୍ତ୍ତ…

ମସ୍କୋ/କ୍ୱିଭ୍‌,୧୭।୩ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ୨୨ ଦିନ ବିତିଛି। ଆମେରିକା ସମେତ ନାଟୋ ଦେଶଗୁଡ଼ିକ ରୁଷିଆ ବିରୁଦ୍ଧରେ ୟୁକ୍ରେନକୁ ଅଧିକ ଅସ୍ତ୍ରଶସ୍ତ୍ର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଭ୍ଲାଦିମିର ପୁଟିନଙ୍କୁ ଯୁଦ୍ଧ ଅପରାଧୀ ବୋଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri