Home

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ ମୁହାଁମୁହିଁ ଧକା ହେବା ଫଳରେ ଜଣେ ୩ ବର୍ଷର ଶିଶୁ ସମେତ ୪…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛି। ସବୁଠାରୁ ବଡ଼ କଥା ହେଉଛି, ଏହି…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଥିବା ବେଳେ ତାଙ୍କୁ ଫୁଲବାଣୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି…

ଜିତିବାର କିଛି ଗ୍ୟାରେଣ୍ଟି ନାହିଁ…ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ପୂର୍ବରୁ ଏମିତି କହିଲେ ଟିମ୍‌ ଇଣ୍ଡିଆ କୋଚ୍‌?

ମୁମ୍ବାଇ,୪।୩: T୨୦ ବିଶ୍ୱକପ ୨୦୨୬ର ହାଇଭୋଲଟେଜ ସେମିଫାଇନାଲରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ ଭାରତୀୟ ଦଳର ବୋଲିଂ କୋଚ ମର୍ନେ ମର୍କେଲ ଦଳକୁ ସତର୍କ କରିବା ସହ ଇଂଲଣ୍ଡକୁ ଏକ ଅତ୍ୟନ୍ତ…

କାଳ ହେଲା ହୋଲି, ନଦୀରେ ବୁଡ଼ି ଚାଲିଗଲା ବ୍ୟାଙ୍କ କର୍ମଚାରୀଙ୍କ ଜୀବନ

ଯାଜପୁରରୋଡ଼,୪ା୩(ପବିତ୍ର ରଞ୍ଜନ ମହାନ୍ତି):  ହୋଲିରେ ବଡ ଅଘଟଣ । ରଙ୍ଗ ଖେଳିସାରି ଗାଧୋଉ ଥିବାବେଳେ ନଦୀରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି । ଯୋକଡିଆ ଖରସ୍ରୋତା ନଦୀରେ ଘଟିଛି ଏହି ଅଘଟଣ । ମୃତ ଯୁବକ ଯାଜପୁର ରୋଡ ଥାନା ପଦ୍ମପୁର…

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର ଜବତ କରାଯାଇ ଜଣଙ୍କୁ ଗିରଫ କରାଯାଇଛି l ଗିରଫ ବ୍ୟକ୍ତି ଜଣକ ହେଲେ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଖୁସି ଖବର! ଭାରତକୁ ତେଲ ଦେବ ଏହି ଦେଶ

ନୂଆଦିଲ୍ଲୀ,୪।୩: ଇରାନ ହୋର୍ମୁଜ୍ ଷ୍ଟ୍ରେଟକୁ ନିଜ ନିୟନ୍ତ୍ରଣରେ ନେଇଛି, ଯାହା ଦ୍ୱାରା ଅନ୍ତର୍ଜାତୀୟ ବଜାରକୁ ତୈଳ ଯୋଗାଣ ବନ୍ଦ ହୋଇଯାଇଛି । ଏହା ଫଳରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇପାରେ । ଯାହା ଭାରତ ଏବଂ ଚୀନ୍ ଭଳି ଦେଶର…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ ସାଙ୍ଗମାନଙ୍କ ସହ ନଦୀକୁ ଗାଧେଇବାକୁ ଯାଇଥିବା ବେଳେ ବୁଡ଼ିଯାଇଥିଲେ। ସେଠାରେ ଥିବା ସାଙ୍ଗମାନେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି ଉପୁଜିଥିବା ଏହି ସଂଘର୍ଷରେ ୧୨ଜଣ ଆହତ ହୋଇଥିବା ଜଣାଯାଇଛି। ଏହି ଘଟଣା ପରେ…

ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ ଚାପି ହୋଇ ଡ୍ରାଇଭରର ମୃତ୍ୟୁ। ଫତେପୁର ଗ୍ରାମର ଉମା ପାତ୍ରଙ୍କ ଘର ଟ୍ରାକ୍ଟରକୁ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ ପାଇଁ ଭୋଟ ହେବାର ସମ୍ଭାବନା ନାହିଁ। ହେଲେ ୪ର୍ଥ ଆସନକୁ ନେଇ ଯେଉଁ…

କଳା ଚଷମା ପିନ୍ଧି ହୋଲି ଖେଳିଲେ ଯୋଗୀ ଆଦିତ୍ୟନାଥ, କହିଲେ ଭାରତ ହେଉଛି…

ଲକ୍ଷ୍ନୌ,୪ା୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହୋଲି ଖେଳିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ଗର୍ବିତ ହେବାକୁ ଆହ୍ବାନ ଦେଇ କହିଛନ୍ତି, ମାନବ ଜୀବନରେ ମର୍ଯ୍ୟାଦା, ଜୀବନଶକ୍ତି, ଭକ୍ତି ଏବଂ ସମନ୍ବୟ ସନାତନ ଧର୍ମର ପ୍ରକୃତ ଶକ୍ତି। ଉତ୍ତରପ୍ରଦେଶ ଏହି ମୂଲ୍ୟବୋଧକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri