Home

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର ଏକ ପ୍ରମୁଖ ରାସ୍ତାରେ ଲାଗିଥିବା ଏକ ବଡ଼ ପୋଷ୍ଟର ଚର୍ଚ୍ଚାରେ ରହିଛି ।…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ଏନେଇ ପ୍ରଥମେ ’ଧରିତ୍ରୀ’ ରେ ଖବର ପ୍ରସାରଣ ପରେ ଗୁରୁବାର…

ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଗିରଫ ହେଲେ କୁଣ୍ଡୁଳା ହାଇସ୍କୁଲ ପ୍ରଧାନଶିକ୍ଷକ

ପାଟଣା,୨୪।୯(ବୀର କିଶୋର ଦାଶ): ସରକାରୀ, ବେସରକାରୀ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଆଶାୟୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରୁଥିଲେ ପ୍ରଧାନଶିକ୍ଷକ । ଏହି ଘଟଣାରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ କୁଣ୍ଡୁଳା ହାଇସ୍କୁଲର ପ୍ରଧାନଶିକ୍ଷକ ତାରାଚାନ୍ଦ ମହାନ୍ତଙ୍କୁ ମୟୂରଭଞ୍ଜ ଜିଲା ରରୁଆଁ…

ବିଧାୟକଙ୍କ ଫାର୍ମହାଉସରେ ବର୍ବରତା; ମହିଳାଙ୍କୁ ଟେକିନେଇ ଗଣବଳାତ୍କାର, CRPF ଯବାନ ଗିରଫ

ଲକ୍ଷ୍ନୌ,୨୪।୯: ଉତ୍ତରପ୍ରଦେଶର ଅମରୋହାରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଏକ ଫାର୍ମହାଉସ୍‌ରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ୨ ଜଣ CRPF ଯବାନ, ଜଣେ ପୋଲିସ ଓ ଜଣେ କନଷ୍ଟେବଳଙ୍କ ନାଁ…

ଦୋକାନ ଭିତରକୁ ମାଡ଼ିଗଲା ମାଲବୋଝେଇ ଟ୍ରଲର: ବାଇକ-ସ୍କୁଟି ଉପରେ…

ଖୋର୍ଦ୍ଧା,୨୪।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ସଦର ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଦୋକାନ ଭିତରକୁ ମାଡ଼ିଯାଇଛି ମାଲବୋଝେଇ ଟ୍ରଲର। ଦୁର୍ଘଟଣାରେ ତିନୋଟି ଦୋକାନ ସମେତ ଅନେକ ବାଇକ ଓ ସ୍କୁଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି।…

ସମସ୍ୟା ନେଇ ଏନଏସି କାର୍ଯ୍ୟାଳୟ ଯାଇଥିଲେ ଯୁବଗୋଷ୍ଠୀ: କନିଷ୍ଠ ଯନ୍ତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ

ଗଞ୍ଜାମ, ୨୪।୯ (ବିଦ୍ୟାଧର ସାହୁ):ଗଞ୍ଜାମ ଏନଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ମାନସ ଜେନା ସ୍ଥାନୀୟ ଲୋକଙ୍କ ସହ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ବାତ୍ୟା ପ୍ରଭାବରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହେଉଥିବାରୁ ସହରର ବିଭିନ୍ନ ସ୍ଥାନରେ…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ ଜଙ୍ଗଲିଆ ସାନ୍ତାଳୀ ଗାଁରେ ପ୍ରବେଶ କରିଛି। ଫଳରେ ନାଂଜୁରା ପଞ୍ଚାୟତ ଅଧୀନ ଲୁଣା…

ଉଚ୍ଚତା ମାତ୍ର ୪ ଫୁଟ ୭ ଇଞ୍ଚ, ୨୧୫ କିଲୋ ଭାର ଉଠାଇ ଚମତ୍କାର କଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୪।୯: ଏସିଆନ ଗେମ୍ସର ୪୯ କିଲୋଗ୍ରାମ ମହିଳା ଭାରୋତ୍ତୋଳନ ବର୍ଗରେ ଭାରତକୁ ରୌପ୍ୟ ପଦକ ମିଳିଛି। ଭାରତୀୟ ଷ୍ଟାର୍‌ ଭାରୋତ୍ତୋଳକ ମୀରାବାଇ ଚାନୁ ରୌପ୍ୟ ପଦକ ଜିତିଥିବା ବେଳେ ଉତ୍ତର କୋରିଆର ରି ସଙ୍ଗ-ଗମ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ…

ବାତ୍ୟା ଅର୍ଣ୍ଣବ ପ୍ରଭାବ: ପରିସ୍ଥିତିର ସମୀକ୍ଷା କରିବେ ବିଧାୟକ

କୋରାପୁଟ, ୨୪।୯ (ଅମିତାଭ ବେହେରା): ବାତ୍ୟା ଅର୍ଣ୍ଣବ ପ୍ରଭାବରେ କୋରାପୁଟ ଜିଲାରେ ଜାରି ରହିଛି ବର୍ଷା। ବୁଧବାର ସକାଳ ୮ଟାରୁ ଗୁରୁବାର ସକାଳ ୮ଟା ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ଜିଲାର ୧୪ଟି ବ୍ଲକରେ ମୋଟ ୮୫୬.୭ ମିମି ବର୍ଷା ରେକର୍ଡ…

୭୧ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ବରିଷ୍ଠ ପଦକୁ ପଦୋନ୍ନତି: ଛୁଟୁଛି ଅଭିନନ୍ଦନର ସୁଅ

କେସିଙ୍ଗା, ୨୩।୯(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକରେ ୭୧ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବରିଷ୍ଠ ଶିକ୍ଷକ ପଦକୁ ପଦୋନ୍ନତି ମିଳିଛି। ଓଡ଼ିଶା ସରକାରଙ୍କ ପ୍ରାଥମିକ ଶିକ୍ଷା ବିଭାଗର ନିର୍ଦ୍ଦେଶ ଏବଂ ଜିଲାସ୍ତରୀୟ ପଦୋନ୍ନତି କମିଟିର ସୁପାରିଶ ଆଧାରରେ ଏହି ପଦୋନ୍ନତି ପ୍ରକ୍ରିୟା…

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ ସୂଚନା ସହ ରେଡ ଆଲର୍ଟ ଜାରି ହେବା ପରେ ନବରଙ୍ଗପୁର ଜିଲା ପ୍ରଶାସନ…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି ରହିବାରୁ ଯାତାୟାତ ଠପ୍‌ ହୋଇଯାଇଛି। ଘାଟିର ଏକ ବୁଲାଣି ରାସ୍ତାରେ ଟ୍ରକ୍‌ଟି ଅଟକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?