Home

ଆୟୁଷ୍ମାନ କହିଦେଲେ ଗୁମର

ବମ୍ବେ: କଥାରେ ଅଛି ସତ କେବେ ଲୁଚି ରହେନା। ସେପରି କିଛି ଘଟିଛି ଅଭିନେତା ବିକ୍କି କୌଶଲଙ୍କ କ୍ଷେତ୍ରରେ। କିଛିଦିନ ଧରି ବିକ୍କିଙ୍କ ଅଭିନେତ୍ରୀ କଟ୍ରିନା କୈଫଙ୍କୁ ବିବାହ କରିବାକୁ ଯାଉଥିବା ନେଇ ଚର୍ଚ୍ଚା ହେଉଛି। ହେଲେ ଉଭୟ ଏ ନେଇ…

ବିଶ୍ୱର ସବୁଠୁ ଛୋଟ ବଡି ବିଲ୍ଡର

କମ୍‌ ଉଚ୍ଚତା ସମସ୍ତଙ୍କ ପାଇଁ ସମସ୍ୟା ସୃଷ୍ଟି କରେ। ସାଧାରଣତଃ ସମାଜର କିଛି ଲୋକ ସେମାନଙ୍କୁ ଥଟ୍ଟା ପରିହାସ ମଧ୍ୟ କରିଥାନ୍ତି। ଯେଉଁଥିପାଇଁ ସେମାନେ ନିଜକୁ ଲଜ୍ଜିତ ମନେ କରନ୍ତି। କିନ୍ତୁ ଜଣେ ଭାରତୀୟ ବଡି ବିଲ୍ଡର ନିଜର ଉଚ୍ଚତାକୁ ଅସ୍ତ୍ର…

ସମୁଦ୍ରରେ ୧୧ ଇଞ୍ଚ ବହଳ ବରଫ, ଅଟକି ରହିଛି ୨୪ ଜାହାଜ…

ମସ୍କୋ,୨୫।୧୧: ଆର୍କଟିକ ସାଗରରେ ଦେଇ ୟୁରୋପ ଏବଂ ଏସିଆରେ ପହଞ୍ଚିବା ଏବେ କଷ୍ଟକର ହେଉଛି। ରୁଷିଆର ଗଣମାଧ୍ୟମ ରିପୋର୍ଟ କରିଛି ଯେ ଅତି କମରେ ୨୪ ଟି ଜାହାଜ ବରଫରେ ଫସି ରହିଛନ୍ତି। ତୁଷାରପାତ ହେତୁ ସମଗ୍ର ଉତ୍ତର ସାଗର ମାର୍ଗ…

ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୧/୮୨

କାନପୁର,୨୫।୧୧: ଶୁଭମନ ଗିଲଙ୍କ ଅର୍ଦ୍ଧଶତକୀୟ ଇନିଂସ ଆଧାରରେ ଭାରତ ପ୍ରଥମ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ବିରତି ପର୍ଯ୍ୟନ୍ତ ଗୋଟିଏ ଉଇକେଟ ହରାଇ ୮୨ ରନ ସଂଗ୍ରହ କରିଛି। ଶୁଭମନ ୫୨ ରନରେ ବ୍ୟାଟିଂ କରୁଛନ୍ତି ଏବଂ ଚେତେଶ୍ୱର…

ପାକିସ୍ତାନରୁ ଆସିଥିଲା ଗମ୍ଭୀରଙ୍କୁ ହତ୍ୟା ଧମକ ଇ-ମେଲ୍‌

ନୂଆଦିଲ୍ଲୀ,୨୫।୧୧:ପୂର୍ବ ଦିଲ୍ଲୀ ନିର୍ବାଚନମଣ୍ଡଳୀର ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ଦିଆଯାଇଛି। ଥରେ ନୁହେଁ, ଦୁଇ ଥର ଇମେଲ୍‌ ଯୋଗେ ଏହି ହତ୍ୟା ଧମକ ଦିଆଯାଇଛି। ଯେଉଁ ମେଲ୍‌ରୁ ଗମ୍ଭୀରକୁ ହତ୍ୟା ଧମକ ଆସିଥିଲା, ସେହି…

କ୍ଷମା ମାଗିଲେ ଅମିର ଖାନ୍‌

ବଲିଉଡ୍‌ ଅଭିନେତା ଅମିର ଖାନ ଏବେ ନିଜ ବ୍ୟକ୍ତିଗତ ଜୀବନୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ କୁଆଡେ ତୃତୀୟ ବିବାହ କରିବେ ବୋଲି କୁହାଯାଇଛି। ଏହା ମଧ୍ୟରେ ପ୍ରଶଂସକମାନେ ଅମିରଙ୍କ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’ ରିଲିଜକୁ ଅପେକ୍ଷା କରି…

ଶିବରାତ୍ରୀ-ମହାପୁରୁଷଙ୍କ ଜୟନ୍ତୀରେ ମାଂସ ଦୋକାନ ବନ୍ଦ…

ଲକ୍ଷ୍ନୌ,୨୫।୧୧: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଆଉ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମହାପୁରୁଷଙ୍କ ଜୟନ୍ତୀ ଏବଂ ଶିବରାତ୍ରୀରେ ମାଂସ ଦୋକାନ ବନ୍ଦ ରହିବ। ଏ ସମ୍ପର୍କରେ ଏକ ନିର୍ଦ୍ଦେଶ ମଧ୍ୟ ଜାରି କରାଯାଇଛି। ସିନ୍ଧି ସମାଜର ସାଧୁ…

୧୧ କୋଟିର ବଙ୍ଗଳା ସାଙ୍ଗକୁ ଦାମୀ କାର୍‌ର ମାଲିକାଣୀ ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ସବୁବେଳେ ବିବାଦରେ ରହିବାକୁ ପସନ୍ଦ କରନ୍ତି ଡ୍ରାମା କୁଇନ୍‌ ରାକ୍ଷୀ ସାଓ୍ବନ୍ତ। ବ୍ୟକ୍ତିଗତ ଜୀବନକୁ ନେଇ ସେ ରହିଥାନ୍ତି ଚର୍ଚ୍ଚାରେ। ବିଶେଷତଃ ଆଇଟମ୍‌ ଗର୍ଲ ଭାବେ ଖ୍ୟାତ ଏହି ଅଭିନେତ୍ରୀ ଚାକଚକ୍ୟ ଜୀବନ ବିତାଇଥାନ୍ତି। କିଛି ଦିନ ହେଲାଣି ବଡ଼…

ହଠାତ୍‌ ଟେଷ୍ଟ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ଢାକା,୨୫।୧୧: ନଭେମ୍ବର ୨୬ରୁ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ୨ଟି ଟେଷ୍ଟ ମ୍ୟାଚ ଖେଳାଯିବ। ଏହାପୂର୍ବରୁ ବାଂଲାଦେଶର ତାରକା ଖେଳାଳି ତଥା ଟି-୨୦ ଅଧିନାୟକ ମହମୁଦୁଲ୍ଲା ଟେଷ୍ଟ କ୍ରିକେଟରୁ ଅବସର ନେଇଛନ୍ତି। ବାଂଲାଦେଶ କ୍ରିକେଟ ବୋର୍ଡ ଏହା ନିଶ୍ଚିତ କରିଛି। ମହମୁଦୁଲ୍ଲା…

ହ୍ବାଟସ୍‌ ଆପ୍‌ରେ ରାଷ୍ଟ୍ରପତିଙ୍କ ସୁରକ୍ଷା ତଥ୍ୟ ଲିକ୍‌…

ନୂଆଦିଲ୍ଲୀ,୨୫।୧୧: ଦୁଇ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ କାନପୁରରେ ଅଛନ୍ତି। ବୁଧବାର ଏହି ସହରରେ ତାଙ୍କର ଦ୍ୱିତୀୟ ଦିନ। କିନ୍ତୁ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ନେଇ ଏକ ବଡ ତ୍ରୁଟି ହୋଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ସମ୍ପର୍କିତ ତଥ୍ୟ ହ୍ବାଟସ୍‌ ଆପ୍‌ରେ…

ଲିଙ୍ଗ ଅନୁପାତରେ ପ୍ରଥମ ଥର ପାଇଁ ମହିଳା ଆଗରେ…

ନୂଆଦିଲ୍ଲୀ,୨୫।୧୧: ଭାରତର ଜନସଂଖ୍ୟାରେ ପ୍ରଥମ ଥର ପାଇଁ ଲିଙ୍ଗ ଅନୁପାତରେ ମହିଳା ଆଗରେ ରହିଛନ୍ତି। ଦେଶରେ ୧୦୦୦ ଜଣ ପୁରୁଷ ପ୍ରତି ମହିଳାଙ୍କ ସଂଖ୍ୟା ୧୦୨୦କୁ ବୃଦ୍ଧି ପାଇଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ନୀତି…

ଦୋଷୀ ନେତାଙ୍କୁ ନିର୍ବାଚନ ଲଢ଼ିବାରୁ ରୋକିବାକୁ ପ୍ରସ୍ତୁତ କି? କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ…

ନୂଆଦିଲ୍ଲୀ,୨୫।୧୧: ଦୋଷୀ ସାବ୍ୟସ୍ତ ହୋଇଥିବା ନେତାମାନଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ସୁପ୍ରିମକୋର୍ଟ ସିଧାସଳଖ କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ରାଜ୍ୟମାନଙ୍କୁ କହିଛନ୍ତି ଯେ, ସମ୍ପ୍ରତି କାର୍ଯ୍ୟ କରୁଥିବା ଏମ୍‌ପି ବିଧାୟକ ତଥା ପୂର୍ବତନ ଏମ୍‌ପି-ବିଧାୟକଙ୍କ ବିରୋଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri