Home

ଆଜି କ୍ରିକେଟ୍‌ ଇତିହାସରେ ଏକ ସ୍ମରଣୀୟ ଦିନ: ୧୪୫ ବର୍ଷ ପୂର୍ବେ…

ଆଜି ଅର୍ଥାତ୍‌ ମାର୍ଚ୍ଚ ୧୫ କ୍ରିକେଟ ଇତିହାସରେ ଏକ ବିଶେଷ ଦିନ। ୧୪୫ ବର୍ଷ ପୂର୍ବେ ମାର୍ଚ୍ଚ ୧୫ ୧୮୭୭ରେ ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଇଥିଲା। ଦୁଇ ଦଳ ମଧ୍ୟରେ ଏହି ଐତିହାସିକ ମ୍ୟାଚ ମେଲବୋର୍ଣ୍ଣରେ…

ବେଆଇନ କାର୍ଯ୍ୟକୁ ବିରୋଧ ଜାରି

ପୁରୀ ଅଫିସ,୧୫।୩:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ କ୍ରମଶଃ ଜଟିଳ ହେବାରେ ଲାଗିଛି। ପ୍ରକଳ୍ପକୁ ଆଶିଂକ ଅନୁମତି ଥିବାବେଳେ ପ୍ରଶାସନ ମନଇଚ୍ଛା ବେଆଇନ ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ହେଉଛି। ବେଆଇନ ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ବିଭିନ୍ନ ମହଲରେ ଦାବି…

ଆଳିରେ ମାତିଛନ୍ତି ମାଟି ମାଫିଆ

ଆଳି,୧୫ା୩(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅଧୀନରେ ଥିବା ସରକାରୀ ସ୍ଥାନ ଉପରେ ମାଟି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି। ସେମାନଙ୍କ ସହ ସାଲିସ କରିଛନ୍ତି ସରକାରୀ ବାବୁ। ଆଳି ତହସିଲ ଅଧୀନରେ ଥିବା ସରକାରୀ ଜମିରୁ ମାଟି ଉଠାଇ ରାସ୍ତା ନିର୍ମାଣ…

ନୂଆ ବର୍ଥରେ ଲାଗିଲା ସର୍ବବୃହତ ଜାହାଜ ଷ୍ଟାର ଲାୟରା

ପାରାଦୀପ,୧୫ା୩(ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲା ପାରାଦୀପ ବନ୍ଦରରେ ସର୍ବବୃହତ ଜାହାଜ ଏମ୍‌.ଭି. ଷ୍ଟାର ଲାୟରା ଲାଗିଛି। ବନ୍ଦର ନିଷିଦ୍ଧାଞ୍ଚଳର ନୂତନ ଲୁହାପଥର ବୋଝେଇ ବର୍ଥରେ ଏହି ଜାହାଜ ଲାଗିଛି। ୨୯୨ ମିଟର ଲମ୍ବ ଓ ୪୫ ମିଟର ପ୍ରସ୍ଥ ଥିବା ଏହି ଜାହାଜରେ ୧…

ବିମାନ ଶୋଭାଯାତ୍ରାରେ ଡିଜେ ବନ୍ଦ

ଡେରାବିଶ,୧୫ା୩(ସ୍ବ.ପ୍ର.):ପ୍ରସିଦ୍ଧ ଓଳକଣା ମେଳଣ ଗୁରୁବାର ଅନୁଷ୍ଠିତ ହେବ। ହେଲେ ଏ ବର୍ଷ ବିମାନ ଶୋଭାଯାତ୍ରାରେ ଡିଜେ ବାଜିବ ନାହିଁ। ଲକ୍ଷାଧିକ ଜନସମାଗମ ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ରବିବାର ସନ୍ଧ୍ୟାରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ମେଳଣ ପଡ଼ିଆରେ ହୋଇଯାଇଛି। ମେଳଣ ପଡ଼ିଆଟି…

୩୦ ସୁଦ୍ଧା ସରିବ ଟେଣ୍ଡର, କାମ ସରିବାକୁ ଆହୁରି ୨ ବର୍ଷ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ବିଧାୟକ ଏବଂ ବିଧାୟିକାମାନଙ୍କ ପାଇଁ ନିର୍ମାଣ ହେବାକୁ ଥିବା ବହୁତଳ ସରକାରୀ ବାସଭବନ କାର୍ଯ୍ୟ ଏପର୍ଯ୍ୟନ୍ତ ଆରମ୍ଭ ହୋଇପାରିନାହିଁ। ଏଥିଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକାଧିକ ବୈଠକ ହୋଇସାରିଥିବା ବେଳେ ବିଧାୟକମାନଙ୍କୁ ସରକାରୀ ବାସଭବନ ଖାଲି କରିବା ପାଇଁ ବହୁ…

ରୁଷିଆ ବିରୋଧରେ ୟୁକ୍ରେନକୁ ଅସ୍ତ୍ର ଯୋଗାଇବ ଆମେରିକା

ୱାଶିଂଟନ,୧୫ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ୧୯ ଦିନରେ ପହଞ୍ଚିଲାଣି । ଏହାରି ଭିତରେ ଯୁଦ୍ଧ କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି । ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଘୋଷଣା କରିଛନ୍ତି କି ରୁଷିଆ ବିରୋଧରେ…

୬ ରାଇସ୍‌ ମିଲ୍‌କୁ ବନ୍ଦ ଚେତାବନୀ

ଯାଜପୁର ଅଫିସ,୧୫ା୩:ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରିଥିବାରୁ ରାଜ୍ୟର ୬ ରାଇସ୍‌ ମିଲ୍‌ ଓ ଗୋଟିଏ ତେଲ ମିଲ୍‌୍‌କୁ ବନ୍ଦ କରି ଦେବାକୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍‌ପିସିବି) ପକ୍ଷରୁ ଚେତାବନୀ ଦିଆଯାଇଛି। ଏହି ମର୍ମରେ ୧୫ ଦିନ ମଧ୍ୟରେ ସନ୍ତୋଷଜନକ ଉତ୍ତର…

ମେ’ ୧ରୁ ରବିଧାନ ସଂଗ୍ରହ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ଆସନ୍ତା ମେ ୧ ତାରିଖରୁ ରାଜ୍ୟରେ ରବି ଧାନ ସଂଗ୍ରହ ଆରମ୍ଭ ହେବ। ଏହା ଜୁନ୍‌ ୩୦ ତାରିଖ ଯାଏ ଚାଲିବ। ରବି ଧାନ ସଂଗ୍ରହ ହେବାକୁ ଥିବା ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଯାଜପୁର, ଝାରସୁୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା,…

୪୦ ଡିଗ୍ରୀ ଟପିବ ପାରଦ

ଭୁବନେଶ୍ୱର,୧୫ା୩(ବ୍ୟୁରୋ):ରାଜ୍ୟରେ ଗତ ଦୁଇଦିନ ହେବ ପାରଦ ଉପରମୁହାଁ ହୋଇଛି। ଆଗକୁ ଏହା ଆହୁରି ବଢ଼ିବ। ଉପକୂଳରୁ ଉପାନ୍ତ ସବୁଠି ୪୦ ଡିଗ୍ରୀ ସେଲ୍‌ସିୟସକୁ ଟପିଯିବ। ଏପରିକି କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପର୍ଯ୍ୟନ୍ତ ଯିବ ବୋଲି ପାଣିପାଗ ବିଭାଗ ସତର୍କ…

ବଜେଟ ଅଧିବେଶନ ଲାଗି ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ବିଧାନସଭାର ବଜେଟ ଅଧିବେଶନ ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଷୋଡ଼ଶ ବିଧାନସଭାର ୬ଦିନିଆ ଅଧିବେଶନ କିପରି ସୁଚାରୁ ରୂପେ ସବୁଦଳର ନେତୃବୃନ୍ଦଙ୍କ ସହଯୋଗ ଓ ସହଭାଗିତାରେ ସମ୍ପାଦିତ ହେବ ସେନେଇ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଏକ…

ବାର୍‌ରେ ବାଉନ୍ସର ମନା

ଭୁବନେଶ୍ୱର,୧୫ା୩(ବ୍ୟୁରୋ): ଦ୍ୱୈତନଗରୀ ଭୁବନେଶ୍ୱର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଥିବା ମଦ ବାର୍‌ଗୁଡ଼ିକ ସୁରକ୍ଷା କାର୍ଯ୍ୟ ପାଇଁ ଘରୋଇ ସୁରକ୍ଷା କର୍ମୀ/ବାଉନ୍ସରମାନଙ୍କୁ ନିୟୋଜିତ କରିପାରିବେ ନାହିଁ। ଗତ ନଭେମ୍ବର ୧ ତାରିଖରେ ଏ ସମ୍ପର୍କିତ ଏକ ନିର୍ଦ୍ଦେଶାବଳୀ କମିଶନରେଟ ପୋଲିସ ପକ୍ଷରୁ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri